ରାଜ୍ୟ ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର । ବିଧାନସଭାରେ ବଜେଟ୍ ଆଲୋଚନା ବେଳେ ଆଜି ଏଭଳି ଢଙ୍ଗରେ ମନ୍ତବ୍ୟ ରଖି ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।
ନୂଆ ସରକାରରେ ନୂଆ ଓ'କୁ ନେଇ ଦ୍ୱନ୍ଦ୍ୱ । ଠିକ୍ ନିର୍ବାଚନ ପୂର୍ବରୁ ପୁରୁଣା ବିଜେଡି ସରକାର ଏହି ଯୋଜନାରେ ବିଞ୍ଚି ଥିଲେ କୋଟି କୋଟି ଟଙ୍କା ।
ନୂଆ ସରକାର, ନୂଆ ବଜେଟ୍ । ପ୍ରଥମ ଥର ପାଇଁ ବିଜେପି ସରକାର ରାଜ୍ୟରେ ଶାସନକୁ ଆସିବା ପରେ ଆସୁଛି ବଜେଟ୍ ।
ସୀମା ଶୁଳ୍କ ହ୍ରାସ ପରେ ଶସ୍ତା ସୁନା, ରୁପା, ପ୍ଲାଟିନମ୍, ମୋବାଇଲ ଫୋନ୍ ।
ଜିଏସଟି ଲାଗୁ ହେବା ପରେ ସୀମା ଶୁଳ୍କରେ ପ୍ରଥମଥର ପାଇଁ ବଡ ଧରଣର ପରିବର୍ତ୍ତନ ଆଣିଛନ୍ତି ସରକାର।
ନିଯୁକ୍ତି ଓ ଦକ୍ଷତା ବିକାଶ ପାଇଁ ପିଏମଙ୍କ ୨ ଲକ୍ଷ କୋଟିର ପ୍ୟାକେଜ୍ । ବିହାର-ଆନ୍ଧ୍ର ଉପରେ ଯୋଜନା ବର୍ଷାକୁ ନେଇ ତେଜିଲା ରାଜନୀତି ।
ବଜେଟ୍ରେ କିଛି ଜିନିଷକୁ ଶସ୍ତା କରି ଦିଆଯାଇଛି । ମୋବାଇଲ, ଚାର୍ଜର, ବ୍ୟାଟେରୀ ସହ ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ । ଶସ୍ତା ହେବ ସୁନା, ରୁପା ଓ ପ୍ଲାଟିନମ୍ । ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ ।
୨୩ ତାରିଖରେ ବଜେଟ୍ ଉପସ୍ଥାପନ ହେବ । ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ମୁଣ୍ଡ ଉପରେ ସାଧାରଣ ନିର୍ବାଚନ । ଏଇ ବେଳାରେ ବିକଶିତ ଭାରତର ଲକ୍ଷ୍ୟ ନେଇ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ । ଯେଉଁଥିରେ ଗରିବ, ମହିଳା, ଯୁବକ ଓ ଅନ୍ନଦାତା ବା ଚାଷୀକୁ ପ୍ରାଧାନ୍ୟ ଦେଇ ଆୟବ୍ୟୟ ଅଟକଳ କରିଛନ୍ତି ।
ଚଳିତ ବର୍ଷ ପ୍ରଥମ ଥର ପାଇଁ ନୂଆ ସଂସଦରେ ନିଜର ଅଭିଭାଷଣ ରଖିଛନ୍ତି ମହାମହିମ ରାଷ୍ଟ୍ରପତି । ବହୁ ଲୋକଙ୍କ ଧୈର୍ଯ୍ୟ, ପ୍ରତୀକ୍ଷା, ତପସ୍ୟାର ଅବସାନ ଘଟିଛି । ରାମ ମନ୍ଦିର ଆକାଂକ୍ଷା ପୂରଣ ହୋଇଛି ବୋଲି କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନା ପାଇଁ ୧୧୦ କୋଟି, ସହର ଭିତ୍ତିଭୂମି ବିକାଶ ପାଇଁ ୧୦୦ କୋଟି, ଓଡ଼ିଶା ମୋଟର ପରିବହନ ଡ୍ରାଇଭର କଲ୍ୟାଣ ପାଇଁ ୨୧ କୋଟି, ନିର୍ବାଚନ ପରିଚାଳନା ପାଇଁ ବଜେଟରେ ୧୯୬ କୋଟି, ବ୍ଲକସ୍ତରରେ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ୧୪ କୋଟି ବ୍ୟୟବରାଦ କରାଯାଇଛି ।
ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟି ଓ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି ବ୍ୟୟବରାଦ କରାଯାଇଛି ।
ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ୧୧.୫ରୁ ୭.୮%କୁ ଖସିଲା ଅଭିବୃଦ୍ଧି ହାର ।
୭ ଲକ୍ଷକୁ ବଢ଼ିଲା ଆୟକର ଛାଡ଼ ସୀମା ।
ଛୋଟ ଛୋଟ ପିଲା ଓ ମହିଳାଙ୍କ ନାଁରେ ସ୍ଥାୟୀ ଜମା ଟଙ୍କା ରଖାଯାଇପାରିବ ବୋଲି ନିର୍ମଳା କହିଛନ୍ତି ।
ଏବେ ସୁଦ୍ଧା ପାନ କାର୍ଡ କେବଳ ବ୍ୟାଙ୍କ ଖାତା ଖୋଲିବା ସହ ଜଡ଼ିତ ରହିଥିବା ବେଳେ ମ୍ୟୁଚୁଆଲ୍ ଫଣ୍ଡ ଆଦିରେ ନିବେଶ ବେଳେ ଆବଶ୍ୟକ ହେଉଥିଲା ।
ସୀତାରମଣ ସବୁବେଳେ ନିଜ ଶାଢ଼ି ଓ ତାଙ୍କ ଲୁକ୍ସ ପାଇଁ ଚର୍ଚ୍ଚାରେ ରହିଥାନ୍ତି ।
ଦେଶର ବଡ଼ ବଡ଼ ସହରରେ ଏହି ୧୫୭ ନର୍ସିଂ କଲେଜ ପ୍ରତିଷ୍ଠା ହେବ ।
ସଞ୍ଚୟ ବୃଦ୍ଧି ଲାଗି ମିଳିବ କି ଅଧିକ ଟିକସ ରିହାତି ? ୨୦୧୪ରୁ ବଢ଼ିନି ଆୟକର ସୀମା ।
ପାଠ ପଢୁଥିବା ପିଲା ଶିକ୍ଷା ଋଣରେ ସୁଧ ରିହାତି ଚାହୁଁଥିବା ବେଳେ ନିଯୁକ୍ତି ସୁଯୋଗ ସୃଷ୍ଟି ଲାଗି ସୀତାରମଣ ପଦକ୍ଷେପ ନେବେ ବୋଲି ଆଶା ବାନ୍ଧି ବସିଛନ୍ତି ଶିକ୍ଷିତ ଯୁବଗୋଷ୍ଠୀ ।
ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ। କାହାକୁ ସେ କ’ଣ ଦେବେ, ତା ଉପରେ ରହିଛି ସାରା ଦେଶର ନଜର।