ଆଜି ବି ଗୃହ ହୁଲସ୍ତୁଲ ହୋଇପାରେ। ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ସରକାରୀ ଦଳକୁ ଘେରି ପାରନ୍ତି।
ବିଶ୍ବସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଓ ନୂଆ ଷ୍ଟାଡିୟମ ପାଇଁ ୯୫୨ କୋଟି ବଜେଟରେ ବ୍ୟୟବରାଦ ହୋଇଛି । ସେହିପରି ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ ହୋଇଛି ।
ପୂର୍ବ ୟୁପିଏ ସରକାରଙ୍କୁ ଟାର୍ଗେଟ କରିବା ସହ ସାଂସଦ ବୈଜୟନ୍ତ ପଣ୍ଡା ଆହୁରି କହିଛନ୍ତି ଯେ, ୟୁପିଏ ସମୟରେ ବଜେଟରେ ଓଡ଼ିଶାକୁ ଉପେକ୍ଷା କରାଯାଉଥିଲା ।
ନୂଆ ସରକାର, ନୂଆ ବଜେଟ୍ । ପ୍ରଥମ ଥର ପାଇଁ ବିଜେପି ସରକାର ରାଜ୍ୟରେ ଶାସନକୁ ଆସିବା ପରେ ଆସୁଛି ବଜେଟ୍ ।
ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ କକ୍ଷତ୍ୟାଗ କରିଥିଲେ ବିଜେଡି ବିଧାୟକ । ସେହିପରି କଂଗ୍ରେସ ବିଧାୟକ କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ ଉଠାଇ ଗୃହ ମଧ୍ୟଭାଗରେ ନାରାବାଜି କରିଥିଲେ ।
ସୀମା ଶୁଳ୍କ ହ୍ରାସ ପରେ ଶସ୍ତା ସୁନା, ରୁପା, ପ୍ଲାଟିନମ୍, ମୋବାଇଲ ଫୋନ୍ ।
ଜିଏସଟି ଲାଗୁ ହେବା ପରେ ସୀମା ଶୁଳ୍କରେ ପ୍ରଥମଥର ପାଇଁ ବଡ ଧରଣର ପରିବର୍ତ୍ତନ ଆଣିଛନ୍ତି ସରକାର।
ନିଯୁକ୍ତି ଓ ଦକ୍ଷତା ବିକାଶ ପାଇଁ ପିଏମଙ୍କ ୨ ଲକ୍ଷ କୋଟିର ପ୍ୟାକେଜ୍ । ବିହାର-ଆନ୍ଧ୍ର ଉପରେ ଯୋଜନା ବର୍ଷାକୁ ନେଇ ତେଜିଲା ରାଜନୀତି ।
ଲୋକସଭାରେ ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍ । ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍-୨୦୨୪-୨୫ ।
ମୋଦି ସରକାରର ତୃତୀୟପାଳିର ପ୍ରଥମ ବଜେଟ୍ ରୁ ଏମିତି କିଛି ଆଶା ରଖିଛି ଶିଳ୍ପ ଜଗତ। ବଜେଟରୁ ବଡ଼ ଆଶା ରଖିଛି ପର୍ଯ୍ୟଟନ କ୍ଷେତ୍ର।
ଆସନ୍ତାକାଲି ଦିନ ୧୧ଟାରେ ସଂସଦରେ ସପ୍ତମ ଥର ପାଇଁ ଦେଶର ଆୟ-ବ୍ୟୟର ହିସାବ ରଖିବେ ଅର୍ଥମନ୍ତ୍ରୀ। ଫୋକସରେ ରହିବ ଯୁବ ବର୍ଗଙ୍କ ପାଇଁ ଅଧିକ ରୋଜଗାର ସୃଷ୍ଟି।
ଆଜି ଆରମ୍ଭ ହେଉଛି ସଂସଦର ବଜେଟ୍ ଅଧିବେଶନ । ସଂସଦ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅପିଲ୍ ।
ଆସନ୍ତା ୨୫ ତାରିଖରେ ଗୃହରେ ଉପସ୍ଥାପନ ହେବ ୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ । ଅଧିବେଶନ ପାଇଁ ବିଜେପି ଓ ବିଜେଡି ବିଧାୟକ ଦଳ ବୈଠକ କରି ରଣନୀତି ପ୍ରସ୍ତୁତ କରିସାରିଥିବା ବେଳେ ଆଜି ବସିବ କଂଗ୍ରେସ ବିଧାୟକ ଦଳ ବୈଠକ ।
ରାଜ୍ୟ ରାଜନୀତିରେ ଆଜି ଦେଖିବାକୁ ମିଳିଛି କିଛି ବିରଳ ପ୍ରଥା । ଚଳିତ ବିଧାନସଭାର ପ୍ରଥମ ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଗୃହର ନେତା ମୋହନ ମାଝୀ ।
ସଂସଦରେ ସର୍ବାଧିକ ସପ୍ତମ ଥର ପାଇଁ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ରାଜ୍ୟ ରାଜନୀତିରେ ଆଜି ଦେଖିବାକୁ ମିଳିଛି କିଛି ବିରଳ ପ୍ରଥା । ଚଳିତ ବିଧାନସଭାର ପ୍ରଥମ ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଗୃହର ନେତା ମୋହନ ମାଝୀ ।
ବଜେଟ୍ ଅଧିବେଶନ ପୂର୍ବରୁ ବସିସାରିଛି ସର୍ବଦଳୀୟ ବୈଠକ। କାଲି ଉପସ୍ଥାପନ ହେବ ଇକୋନୋମିକ ସର୍ଭେ ରିପୋର୍ଟ-୨୦୨୪।
ରାଜ୍ୟରେ କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ଅଧିବେଶନ । ଆସନ୍ତାକାଲି ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଏହି ଅଧିବେଶନ ।
ମୋହନ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ପ୍ରସ୍ତୁତି । ନୂଆ ତରିକା, ନୂଆ ଅନ୍ଦାଜ୍ । ଅର୍ଥ ବିଭାଗ ଦାୟିତ୍ବରେ ଥିବା ଖୋଦ୍ ମୁଖ୍ୟମନ୍ତ୍ରୀ ସବୁ ଅଂଶୀଦାରଙ୍କଠୁ ମତାମତ ଶୁଣିଲେ, ନୋଟ୍ ମଧ୍ୟ କଲେ ।
ମୋହନ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ପୂର୍ବରୁ ଆଜି ବସିଥିଲା ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଛି ।
ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ପରେ ୨୫ ତାରିଖରେ ଉପସ୍ଥାପନ ହେବ ୨୦୨୪-୨୦୨୫ ମସିହା ପାଇଁ ରାଜ୍ୟ ବଜେଟ୍ । ତା’ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି ।
ଆସନ୍ତା ୨୨ ତାରିଖରେ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ୨୫ ତାରିଖରେ ଉପସ୍ଥାପନ ହେବ ୨୦୨୪-୨୫ ମସିହା ପାଇଁ ରାଜ୍ୟ ବଜେଟ୍।
ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ SMS ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ । କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଆସିପାରେ । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଗୃହରେ ଆଲୋଚନା ହେବ ।
ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରି ରାଜ୍ୟପାଳ କହିଛନ୍ତି, ୮ ଶହ କୋଟିରେ ପରିକ୍ରମା ପ୍ରକଳ୍ପ ହୋଇଛି, ଏହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି ।