ଆୟକର ସ୍ଲାବ୍ ନେଇ ବଡ଼ ଘୋଷଣା ହୋଇଛି। ଆୟକର ସ୍ଲାବ୍ ସୀମା ବୃଦ୍ଧି ନେଇ କେନ୍ଦ୍ରଅର୍ଥ ମନ୍ତ୍ରୀ ଘୋଷଣା କରିଛନ୍ତି।
କୃଷି କ୍ଷେତ୍ର ପାଇଁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ
କେନ୍ଦ୍ର ବଜେଟ୍ ଉପସ୍ଥାପନା ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନେକ ବଡ଼ ଘୋଷଣା କରିଛନ୍ତି। ବଜେଟରେ ରେଳ ପାଇଁ ୨.୪୦ ଲକ୍ଷ କୋଟି ଟଙ୍କା ଘୋଷଣା କରାଯାଇଥିବା ବେଳେ ଏକଲବ୍ୟ ସ୍କୁଲ୍ ପାଇଁ ୩୮, ୮୦୦ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବା ନେଇ ଘୋଷଣା ହୋଇଛି।
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଲୋକସଭାରେ କେନ୍ଦ୍ର ବଜେଟ୍(Union Budget) ଉପସ୍ଥାପନା କରିଛନ୍ତି। ଏହି ଅବସରରେ ସେ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଛନ୍ତି।
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଚଳିତ ବର୍ଷର
ଦେଶର ବଜେଟ୍ରୁ ଲୋକମାନେ ଅନେକ କିଛି ଆଶା କରନ୍ତି। ସେ ଧନୀ ହେଉ କି ଗରିବ, ମଧ୍ୟବିତ୍ତ ହେଉ କି କୃଷକ, ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ସରକାର ସେମାନଙ୍କ ପାଇଁ ବଜେଟ୍ରେ କ’ଣ ରଖିଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ଭାରତର ପ୍ରଥମ ବଜେଟ୍ କିଏ କରିଥିଲେ? ଏହି ବ୍ୟକ୍ତି ମଧ୍ୟ ଦେଶରେ ପ୍ରଥମ ଥର ଇନ୍କମ୍ ଟ୍ୟାକ୍ସ ଆରମ୍ଭ କରିଥିଲେ।
ବଜେଟ୍ ଉପସ୍ଥାପନା ପୂର୍ବରୁ, ଲୋକଙ୍କ ମନରେ ବଜେଟ୍ ସହିତ ଜଡିତ ଅନେକ ପ୍ରକାରର ପ୍ରଶ୍ନ ଉଙ୍କିମାରେ। ଯେପରିକି ବଜେଟ୍ କ’ଣ, ବଜେଟର ଅର୍ଥ କ’ଣ, ବଜେଟ୍ କେତେ ପ୍ରକାରର ଇତ୍ୟାଦି । ଆପଣ ଯଦି ଏ ବିଷୟରେ ଜାଣିବାକୁ ଇଚ୍ଛୁକ ତେବେ ଆସନ୍ତୁ ବଜେଟ୍ ସହିତ ଜଡିତ ସମ୍ପୂର୍ଣ୍ଣ ସୂଚନା ଜାଣିନେବା।
ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ । ଉତ୍କଣ୍ଠାରେ ଚାଷୀ, ଗୃହିଣୀ, ଆୟକର ଦାତା ଓ ଶିଳ୍ପ ଜଗତ ।
ସାଧାରଣ ବଜେଟ୍ । ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ।
ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ମିଳିତ ସଦନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିଛନ୍ତି।
ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବେ, ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ।
ରାସ୍ତାଘାଟ ରକ୍ଷଣାବେକ୍ଷଣ ପାଇଁ ୨୯୭୦ କୋଟି ବିନିଯୋଗ ଲକ୍ଷ୍ୟ ରଖାଯାଇଥିବା ବେଳେ ବିଜୁ ଏକ୍ସପ୍ରେସ ୱେ ପାଇଁ ୩ ଶହ କୋଟିର ବ୍ୟୟବରାଦ ପ୍ରସ୍ତାବ କରାଯାଇଛି ।
କାଳିଆ ଯୋଜନା ପାଇଁ ୧୮୭୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ କୃଷି ଗବେଷଣା ଓ ଶିକ୍ଷା ପାଇଁ ୧୬୧ କୋଟି ବ୍ୟୟବରାଦ କରାଯାଇଛି ।
ସବୁ ପ୍ରସଙ୍ଗରେ ଆଲୋଚନା ଲାଗି ସରକାର ପ୍ରସ୍ତୁତ ଥିବା କହିଛି ବିଜେଡି
ଗଠନ ହୋଇଛି ନୂଆ ମନ୍ତ୍ରୀମଣ୍ଡଳ । ବିଧାନସଭାରେ ମଧ୍ୟ ପୂରା ନୂଆ ଟିମ୍ । ବାଚସ୍ପତି, ସଂସଦୀୟ ବ୍ୟାପର ମନ୍ତ୍ରୀ, ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ସମସ୍ତେ ନୂଆ । ତେଣୁ ବଜେଟ ଅଧିବେଶନ ପରିଚାଳନା ଏମାନଙ୍କ ପାଇଁ ଚ୍ୟାଲେଞ୍ଜ ହେବ ।
ଆଜି ଆସିବ କାମ ଚଳା ବଜେଟ୍। ଏହା ପୂର୍ବରୁ ଗତକାଲି ଆସିଥିବା ଅର୍ଥନୈତିକ ସର୍ଭେ ରିପୋର୍ଟରୁ ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ହାର ୧୦.୧% ରହିବା ନେଇ ଆକଳନ କରାଯାଇଛି।
୨୯ ତାରିଖରେ ଅଫିସିଆଲ ବିଜନେସ ଓ ୩୦ ତାରିଖରେ ୨୦୨୨-୨୩ର ବଜେଟ ଉପସ୍ଥାପନ ହେବ।
ଚର୍ଚ୍ଚାରେ ଦେଶର ଏହି ନେତା...ଯେଉଁମାନେ କି ପ୍ରଧାନମନ୍ତ୍ରୀ ପଦରେ ଥାଇ ମଧ୍ୟ ସଂସଦରେ କରିଥିଲେ ବଜେଟ୍ ଉପସ୍ଥାପନ। କେନ୍ଦ୍ରରେ ସର୍ବାଧିକ ଥର ବଜେଟ୍ ଉପସ୍ଥାପନ କରି ରେକର୍ଡ କରିଛନ୍ତି ମୋରାଜୀ ଦେଶାଇ...
ଫେବୃଆରୀ ୧ରେ ସଂସଦରେ ବଜେଟ୍ ଉପସ୍ଥାପନ କରାଯିବ । ଏହାପୂର୍ବରୁ ଆଜି ଅର୍ଥାତ୍ ୩୧ ଜାନୁଆରୀରେ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ସୋମବାର ଠାରୁ ବଜେଟ୍ ଅଧିବେଶନ ଆରମ୍ଭ ହେଉଛି ।