ପଣା ସଂକ୍ରାନ୍ତି ପରେ ପରେ ମନ୍ତ୍ରିମଣ୍ଡଳରେ ଅଦଳବଦଳ କରାଯିବ ବୋଲି ରାଜନୈତିକ ପଣ୍ଡିତ ଆଲୋଚନା କରୁଛନ୍ତି। ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ ରିପୋର୍ଟ କାର୍ଡ ମାଗିଛନ୍ତି ମୁଖ୍ୟମନ୍ତ୍ରୀ ।