ବିଦ୍ୟୁତ କାଟ ହେଲେ ବିକଳ୍ପ ବ୍ୟବସ୍ଥା ଭାବେ ଜେନେରେଟର ଥିଲେ ମଧ୍ୟ ତାହା ବ୍ୟବହାର କରାଯାଇ ନ ଥିଲା। ହସ୍ପିଟାଲର ବିଦ୍ୟୁତ ବ୍ୟବସ୍ଥା ପରିଚାଳନା ଓ ରକ୍ଷଣା ବେକ୍ଷଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଥିଲେ ମଧ୍ୟ ଦାୟିତ୍ୱହୀନତାରୁ ଏଭଳି ଅଘଟଣ ଘଟିଛି ବୋଲି ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, ଗତ ୭ ତାରିଖରେ ରାଗିଂ ନେଇ ଅଭିଯୋଗ ହୋଇଥିଲା। ଦ୍ଵିତୀୟ ବର୍ଷର ଜଣେ ଛାତ୍ରଙ୍କ ରୁମ୍କୁ କିଛି ସିନିୟର୍ ପଶି ଆସିଥିଲେ। ଏହାପରେ ଜୁନିୟର ଛାତ୍ରଙ୍କୁ ଧକା ମାରିବା ସହ ଠେଲାପେଲା ଓ ଗାଳିଗୁଲଜ କରିଥିଲେ। ଏନେଇ ଛାତ୍ର ଜଣଙ୍କ ତାଙ୍କ ମା'ଙ୍କୁ ଜଣାଇଥିଲେ ।
ବୁର୍ଲା ଭୀମସାରରେ ସଂଘର୍ଷ। ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ମାରପିଟରେ ୩ ଜଣ ଆହତ ହୋଇଛନ୍ତି।
ପଶ୍ଚିମ ଓଡ଼ିଶାର ସ୍ୱାସ୍ଥ୍ୟସେବାର ପ୍ରାଣକେନ୍ଦ୍ର, ବୁର୍ଲା ହସପିଟାଲ । ଅସୁମାରୀ ଆଶା ସହ ଭିମସାରରେ ଆରମ୍ଭ ହୋଇଥିଲା ସୁପର ସ୍ପେଶାଲିଟି ହସପିଟାଲ ।
ବୁର୍ଲା ଭୀମସାରର ଛାତ୍ରୀ ନିବାସ ଛାତରୁ ଖସି ପଡ଼ିଛନ୍ତି। ରୁମ୍ ମେଟ୍ ଘରକୁ ଯାଇଥିବା ବେଳେ ସେ ଏକାକି ରହୁଥିଲେ। ତେବେ ଛାତ୍ରୀ ଜଣକ ଛାତରୁ ତଳକୁ କେମିତି ଖସି ପଡ଼ିଲେ ତାହା ସ୍ପଷ୍ଟ ହୋଇନାହିଁ।
ଭୀମ୍ସାର୍ର କୋଭିଡ୍ ଆକ୍ରାନ୍ତ ଡାକ୍ତରୀ ଛାତ୍ରଙ୍କ ଜେନୋମ୍ ସିକ୍ୟୁଏନ୍ସିଂ ରିପୋର୍ଟରୁ ୨ଜଣ ଡେଲ୍ଟା ଭାରିଏଣ୍ଟ୍ରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଏନେଇ ଭୀମ୍ସାର୍ର ଡିନ୍ ଜୟଶ୍ରୀ ଦୋରା ସୂଚନା ଦେଇଛନ୍ତି।
ବୁର୍ଲା ଭୀମସାର୍ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣ ଛାତ୍ରଛାତ୍ରୀ ହୋଇଥିବାବେଳେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଛନ୍ତି।
ବୁର୍ଲା ଭୀମସାର୍(Veer Surendra Sai Institute Of Medical Sciences And Research)ରେ ୨ ଶିଶୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ହୋଇଥିବା ୨ ଶିଶୁଙ୍କ ବୟସ ୮ ମାସ ଓ ୫ ବର୍ଷ ବୋଲି ଜଣାପଡ଼ିଛି।