ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ଉଦ୍ଧାର କରିଥିଲା। ସମସ୍ତ ମୃତକ ଶ୍ରମିକ ବୋଲି ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା।
ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ନିକଟରେ ବସ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ି ଓଲଟି ପଡ଼ିବା ଯୋଗୁ ୧୨ଜଣ ଆହତ ହୋଇଛନ୍ତି।
୪୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ସ୍ଲିପର୍ ବସ୍ଟି ଲକ୍ଷ୍ନୌ ଏକ୍ସପ୍ରେସ୍ୱେର ଚ୍ୟାନେଲ୍ ନଂ ୧୦୩ ଓ ୧୦୪ ମଧ୍ୟ ଦେଇ ଯାତ୍ରା କରୁଥିଲା। ଏହି ସମୟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଡମ୍ପରକୁ ପଛପଟୁ ଧକ୍କା ଦେଇଥିଲା।
ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ବସ୍ ଭିତରୁ ଯାତ୍ରୀଙ୍କୁ ଉଦ୍ଧାର କରିଛନ୍ତି ।
ବସ୍ଟି କିଛି ଲୋକଙ୍କୁ ନେଇ ସାୱଜିଆନ୍ରୁ ମଣ୍ଡି ଅଭିମୁଖେ ଯାତ୍ରା କରୁଥିବା ବେଳେ ବରେହି ନାଲ୍ଲାହ ନିକଟରେ ଏକ ଗଭୀର ଖାଇରେ ଖସି ପଡ଼ିଥିଲା।
ବ୍ରେକ୍ ଫେଲ୍ ଯୋଗୁ ବସ୍ଟି ନଦୀକୁ ଖସି ପଡ଼ିଥିବା ସୂଚନା ମିଳିଛି। ଅମରନାଥ ଯାତ୍ରା ପାଇଁ ଯବାନମାନେ ଡ୍ୟୁଟିରେ ଯୋଗ ଦେବାକୁ ଯାଉଥିଲେ ବୋଲି ଜଣାପଡ଼ିଛି।
ଯାତ୍ରୀଙ୍କୁ ନେଇ ବସ୍ଟି ଭୁବନେଶ୍ୱରରୁ ପୁରୀ ଆଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ।
ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଡବଲ୍ ଡେକର୍ ବସ୍କୁ ଆଉ ଏକ ଡବଲ୍ ଡେକର୍ ବସ୍ ପଛପଟୁ ଧକ୍କା ଦେବା ଫଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି।
୫୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍ ନଦୀକୁ ଖସି ପଡ଼ିଛି। ଆଜି ସକାଳୁ ସକାଳୁ ମଧ୍ୟପ୍ରଦେଶରେ ଏହି ଅଘଟଣ ଘଟିଛି।
ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା...
ପୁରୀରୁ ଭୁବନେଶ୍ୱର ଆସୁଥିବା ବେଳେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ରେ ୧୦୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି।
ଓଲଟିଲା ବସ୍, ୧ ମୃତ । ରାୟଗଡ଼ାରେ ଗତକାଲି ବିଳମ୍ବିତ ରାତିରେ ବଡ଼ ଦୁର୍ଘଟଣା ।
ସ୍କୁଲ ବସ୍ ଦୁର୍ଘଟଣା ଘଟି ୧୦ ଜଣଙ୍କ ମୃତ୍ୟୁ ହୋଇଛି। ବସ୍ଟି ଘାଟିରୁ ରାସ୍ତା ତଳକୁ ଖସି ପଡ଼ିଥିଲା। ଆଜି ସକାଳ ପ୍ରାୟ ୮ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା।
ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ...ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା...
ମାଲକାନଗିରି ସୀମାନ୍ତ ବୋଡୁଗୁଡ଼ମ୍ ନିକଟରେ ଯାତ୍ରୀବାହୀ ବସ୍ ଓଲଟି ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା।
ଦୁର୍ଘଟଣାରେ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡ଼ୁଛି । କିନ୍ତୁ ଗାଡ଼ିର ସାମ୍ନା ପଟ ଛିନ୍ ଛତ୍ର ହୋଇଥିବା ଦେଖାଯାଇଛି ।
ଓଭରବ୍ରିଜ୍ ତଳକୁ ଖସିପଡିଲା ବସ୍ । ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୩ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।
ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ଜଣ ଆହତ ହୋଇଛନ୍ତି ।
ପୁଣି ବସ୍ ଓଲଟି ଯାତ୍ରୀ ଆହତ । ସୁନ୍ଦରଗଡ ଜିଲ୍ଲା ଝରିଆପାଲି ନିକଟରେ ବସ୍ ଓଲଟି ୧୫ ଜଣ ଆହତ ହୋଇଛନ୍ତି । ଭାରସାମ୍ୟ ହରାଇ ବସ୍ଟି ଓଲଟି ପଡ଼ିଥିବା ସୂଚନା ମିଳିଛି ।
ପୁରୀ ଦର୍ଶନ ସାରି ଫେରିବା ବାଟରେ ଅଘଟଣା । ବସ୍ ଓଲଟି ୨୫ ଆହତ । ଗଂଜାମ ଜିଲ୍ଲା ରମ୍ଭା୧୬ ନମ୍ବର ଜାତୀୟ ରାଜପଥରେରେ ଘଟିଛି ଏହି ଦୁର୍ଘଟଣା । ପେଟ୍ରୋଲ ପମ୍ପ ନିକଟରେ ବସ୍ ଓଲଟି ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି ।
ଭୁବନେଶ୍ୱର ଜୟଦେବ ବିହାର ଓଭର ବ୍ରିଜ ତଳେ ବସ୍ ଦୁର୍ଘଟଣା । ଡିଭାଇଡରରେ ପିଟି ହୋଇ ଓଲଟିଲା ବସ୍ ।
ଘରୋଇ ବସଟି ବିବାହ ଉତ୍ସବରୁ ଫେରୁଥିବା ୬୩ ଜଣଙ୍କୁ ଧରି ଅନନ୍ତପୁର ଜିଲ୍ଲା ଧର୍ମଭରମରୁ ଚିତ୍ତୋର ନାଗରିକୁ ଯାଉଥିଲା । ତେବେ କୌଣସି କାରଣବଶତଃ ପ୍ରାୟ ୫୦ ଫୁଟ୍ ଘାଟି ତଳକୁ ବସଟି ଖସି ପଡିଥିଲା
ବସ୍-ଟ୍ରକ୍ ଧକ୍କାରେ ୨୦ ଆହତ । ଭଦ୍ରକ ଭଣ୍ଡାରିପୋଖରୀ ନିକଟସ୍ଥ ୧୬ ନମ୍ୱର ଜାତୀୟ ରାଜପଥ ଥାନା ନିକଟରେ ବସ୍ଟି ଦୁର୍ଘଟଣାଗସ୍ତ ହୋଇଥିବାର ଜଣାପଡିଛି ।