ଭୁବନେଶ୍ୱରରେ ବସ୍ ମାଲିକ ସଂଘର ପ୍ରତିବାଦ । ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ ।
ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଏହି ଧର୍ମଘଟ କରାଯାଉଛି ।
ତେଲ ଦର କମାଅ, ନହଲେ ପରିଣାମ ଭୟଙ୍କର ହେବ । ଏଭଳି ଚରମବାଣୀ ଶୁଣାଇଛନ୍ତି ଘରୋଇ ବସ୍ ମାଲିକ ସଂଘ । ସିଧାସଳଖ ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ୧୫ ତାରିଖ ଯାଏଁ ସମୟ ଦେଲୁ ତେଲ ଦର କମାଅ ନହେଲେ ଚକା ବନ୍ଦ ହେବ ।