• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bus Strike

Bus Strike
ଚକା ଜାମ୍ ! ଗଡ଼ୁନି ବସ୍‌, ଯାତ୍ରୀ ହନ୍ତସନ୍ତ...

ଆନ୍ଦୋଳନ ଯୋଗୁଁ ଓମଫେଡ୍ କ୍ଷୀର ଯୋଗାଣ ପ୍ରଭାବିତ । ହିଟ୍ ଆଣ୍ଡ ରନ୍ ପାଇଁ ନୂଆ ଆଇନକୁ ନେଇ ଆନ୍ଦୋଳନ ।

Private Bus strike
ପୁଣି ତାତିଲା ଘରୋଇ ବସ୍‌ ମାଲିକ ସଂଘ; ପହିଲାରୁ ବସ୍‌ ଧର୍ମଘଟ

ପୂର୍ବରୁ ସଂଘର ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ବାରମ୍ବାର ଆଲୋଚନା ହୋଇଛି । ଏମିତି କି ପରିବହନ ମନ୍ତ୍ରୀଙ୍କ ସହ ମଧ୍ୟ ଆଲୋଚନା କରିଛି ସଂଘ । ହେଲେ ସଂଘର ଦାବି ମୁତାବକ ସରକାର ସେପରି କୌଣସି ପଦକ୍ଷେପ ନେଇନଥିବା ଅଭିଯୋଗ ହୋଇଛି ।

Tukuni Sahu
ଆନ୍ଦୋଳନ କରିବେନି ବସ ମାଲିକ ସଂଘ, ଆଲୋଚନା ପରେ କହିଲେ ମନ୍ତ୍ରୀ ଟୁକୁନି ସାହୁ..

ମନ୍ତ୍ରୀ ଟୁକୁନି ସାହୁ କହିଲେ- ବସ୍‌ ମାଲିକ ସଂଘ ସେମାନଙ୍କ ପ୍ରସ୍ତାବ ୩୦ ତାରିଖ ସୁଦ୍ଧା ଲିଖିତ ଭାବେ ଦେବେ । କୌଣସି ଆନ୍ଦୋଳନ କରାଯିବନି, ଆଲୋଚନାରେ ସମାଧାନ ହେବ...

Bus Strike
ରାଜ୍ୟବ୍ୟାପୀ ପୁଣି ଗଡ଼ିଲା ଘରୋଇ ବସ, ଆସନ୍ତା ୩୧ ତାରିଖ ଯାଏଁ ସ୍ଥଗିତ ରହିଲା ଧର୍ମଘଟ

ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଧର୍ମଘଟ ସ୍ଥଗିତ... ଜିଲ୍ଲା ସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ନେଲା ରାଜ୍ୟ ସଂଘ...ମୁଖ୍ୟମନ୍ତ୍ରୀ ଓ ପରିବହନ ମନ୍ତ୍ରୀଙ୍କ ଅପିଲ ପରେ ସ୍ଥଗିତ ...

bus strike
ସମୟ ବିତୁଛି, ସମସ୍ୟା ବଢ଼ୁଛି : ଘରୋଇ ବସ୍ ବନ୍ଦ, ଦାୟୀ କିଏ?

ସାରା ରାଜ୍ୟରେ ହଇରାଣ ହେଉଛନ୍ତି ଯାତ୍ରୀ …ଏତେ ବଡ଼ ଅବ୍ୟବସ୍ଥା ପାଇଁ ଦାୟୀ କିଏ ? ଲୋକେ ପାର୍ବଣ ବେଳେ କାହିଁକି ହଇରାଣ ହେବେ ?

Balasore Private Bus Owners’ association are against strike decision call
ବସ୍ ଧର୍ମଘଟ ନିଷ୍ପତ୍ତିରେ ଫାଟ ! ବସ୍ ମାଲିକ ସଂଘର ଧର୍ମଘଟକୁ ବାଲେଶ୍ୱର ସଂଘର ବିରୋଧ

ବିରୋଧ କଲେ ବାଲେଶ୍ୱର ଜିଲ୍ଲା ବସ୍ ମାଲିକ ସଂଘ ସଭାପତି...ଆଜି ବସ୍ ଚଳାଇବାକୁ ସାମ୍ବାଦିକ ସମ୍ମିଳନୀରେ ସୂଚନା

bus strike,
ଆଲୋଚନା ପରେ ବି ମିଳିଲାନି ଲିଖିତ ପ୍ରତିଶ୍ରୁତି, ଆଜିଠୁ ଘରୋଇ ବସ୍ ଧର୍ମଘଟ

ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଧର୍ମଘଟ .....ସରକାରଙ୍କ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ମିଳିନଥିବାରୁ ଧର୍ମଘଟ

bus strike
ପୂଜାରେ ଚାଲିବନି ଘରୋଇ ବସ୍ ! କାଲିଠାରୁ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ

ପୁଣି ଧର୍ମଘଟ ଡାକରା ଦେଲା ଘରୋଇ ବସ୍ ମାଲିକ ସଂଘ...ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇବ ସଂଘ

Private bus strike
ପୁଣି ତାତିଲେ ଘରୋଇ ବସ୍‌ ମାଲିକ ସଂଘ; ୨୦ରୁ ବସ୍‌ ଧର୍ମଘଟ

ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍‌ ଧର୍ମଘଟ କରାଯିବା ନେଇ ନିଷ୍ପତ୍ତି ହୋଇଛି । ଏନେଇ ବସ୍‌ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।

Bus Strike
ଆସନ୍ତା ୧୦ ତାରିଖରୁ ରାଜ୍ୟରେ ଗଡ଼ିବ ନାହିଁ ଘରୋଇ ବସ୍‌

ସରକାର ସଂଘର ଦାବି ନ ମାନିବା ଓ ଆଲୋଚନା ନ କରିବାରୁ ଧର୍ମଘଟ ଡାକରା ଦିଆଯାଇଛି । ଆସନ୍ତା ୧୦ ତାରିଖ ସକାଳ ୬ଟାରୁ ବସ୍ ଧର୍ମଘଟ ଆରମ୍ଭ ହେବ ।

Bus Strike
ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ, ୧୦ରୁ ବସ୍ ଧର୍ମଘଟ

ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ କରି ଧର୍ମଘଟ ଡାକରା, ଧର୍ମଘଟ ନେଇ ବସ୍ ମାଲିକ ସଂଘ ବୈଠକରେ ନିଷ୍ପତ୍ତି

Odisha Drivers' Mahasangh Launches Protest
ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଧର୍ମଘଟ; ଠପ୍ ହୋଇଗଲା ଜୀବନଯାତ୍ରା !

ରାଜ୍ୟର ବିଭିନ୍ନ ସ୍ଥାନରେ ଘଂଟାଘଂଟା ଧରି ଅଟକି ରହିଲେ ଯାତ୍ରୀ। କେଉଁଠି ଛାତ୍ରଛାତ୍ରୀ ଓ ଅଧ୍ୟାପକ ତ କେଉଁଠି ତୀର୍ଥଯାତ୍ରୀ, ଗାଡି ନପାଇ ହନ୍ତସନ୍ତ ହୋଇଛନ୍ତି ସମସ୍ତେ ।

bus strike
ହେବନି ବସ୍‌ ଧର୍ମଘଟ, ସ୍ଥଗିତ ରଖିଲା ସଂଘ

ଜୁଲାଇ ପହିଲାରୁ ହେବାକୁ ଥିଲା ବସ୍ ଧର୍ମଘଟ । କିନ୍ତୁ ତାହା ଏବେ ସ୍ଥଗିତ ରହିଛି । ଏନେଇ ଆଜି ନିଷ୍ପତ୍ତି ନିଆଯାଇଛି । ଗତକାଲି ଘରୋଇ ବସ୍ ମାଲିକ ସଂଘ ଓ ପରିବହନ ମନ୍ତ୍ରୀଙ୍କ ମଧ୍ୟରେ ବୈଠକ ହୋଇଥିଲା ।

Bus Strike In Odisha Private Bus Owners Association To Take Call Today
ଦାବି ପୂରଣ ନହେଲେ ଜୁଲାଇ ୧ରୁ ଗଡ଼ିବନି ବସ୍‌ !

ଜୁଲାଇ ପହିଲାରୁ ହେବାକୁ ଥିବା ବସ୍ ଧର୍ମଘଟ ହେବ ନା ନାହିଁ, ସେନେଇ ଆଜି ନିଷ୍ପତ୍ତି ନିଆଯିବ। ବସ୍ ଧର୍ମଘଟ ହେବ ନା ନାହିଁ ଆଜିର କାର୍ଯ୍ୟକାରୀ କମିଟି ବୈଠକରେ ଆଲୋଚନା ହେବ।

Bus Bandh
ଆଜି ସମ୍ବଲପୁର-ଭୁବନେଶ୍ୱର ଘରୋଇ ବସ୍ ଚଳାଚଳ ବନ୍ଦ

ଆଜି ସମ୍ବଲପୁର-ଭୁବନେଶ୍ୱର ଘରୋଇ ବସ୍ ଚଳାଚଳ ବନ୍ଦ । ସକାଳ ୬ଟା ରୁ ରାତି ୧୨ଟା ପଯ୍ୟନ୍ତ ଦିନିକିଆ ବନ୍ଦ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ ।