• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: By Election

Uddhav Thackrey
ନୂଆ ନାଁ ଓ ନୂଆ ଚିହ୍ନକୁ ନେଇ ରାଜନୀତି ମଇଦାନକୁ ଓହ୍ଲାଇବ ଉଦ୍ଧବ ସେନା

ଉଦ୍ଧବ ଠାକରେ ଓ ଏକନାଥ ସିନ୍ଦେଙ୍କ ମଧ୍ୟରେ ଚାଲିଥିବା ବିବାଦରେ ନିର୍ବାଚନ କମିଶନ ବଡ଼ ନିଷ୍ପତ୍ତି ନେଇଛନ୍ତି। ଉଦ୍ଧବ ଠାକରେଙ୍କୁ ଆଜି ନିର୍ବାଚନ କମିଶନ ମଶାଲ ଚିହ୍ନ ଦେଇଛନ୍ତି। ଏଥିସହ ତାଙ୍କ ରାଜନୀତିକ ପାର୍ଟିର ନାଁ ମଧ୍ୟ ବଦଳିଛି।

dhamnagar
କାହାର ହେବ ଧାମନଗର? ତାରିଖ ଘୋଷଣା ପରେ ସରଗରମ ରାଜନୀତି

ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ : ନଭେମ୍ବର ୩ରେ ଭୋଟ୍, ୬ରେ ଗଣତି ଓ ଫଳାଫଳ

mamata banerjee
ମମତା ବାନାର୍ଜୀଙ୍କ ବିଧାନସଭା ପହଞ୍ଚିବା ରାସ୍ତା ସଫା : ପଶ୍ଚିମବଙ୍ଗରେ ୩ଟି ସିଟରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଧାନସଭା ପହଞ୍ଚିବା ରାସ୍ତା ସଫା ହୋଇଯାଇଛି । ପଶ୍ଚିମବଙ୍ଗର ଖାଲି ପଡ଼ିଥିବା ବିଧାନସଭା ଆସନ ମଧ୍ୟରୁ ତିନୋଟି ଏବଂ ଓଡିଶାରେ ଗୋଟିଏ ଆସନରୁ ସେପ୍ଟେମ୍ବର ୩୦ରେ ଉପ ହେବ ବୋଲି ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ପଶ୍ଚିମବଙ୍ଗର ଭବାନୀପୁର, ଶମଶେରଗଞ୍ଜ, ଜଙ୍ଗିପୁର ସିଟରେ ଉପନିର୍ବାଚନ ହେବ । ସେହିପରି ଓଡ଼ିଶାର ପିପିଲି ସିଟରୁ ଉପନିର୍ବାଚନ କରାଯିବ ବୋଲି ଘୋଷଣା ହୋଇଛି ।

election
ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ

ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଶନିବାର ମଧ୍ୟାହ୍ନରେ କମିଶନ ଏହି ଘୋଷଣା କରିଛନ୍ତି ।