ନିରାଶ ହେବା ପରେ ଅସନ୍ତୁଷ୍ଟ ମହେନ୍ଦ୍ରଙ୍କୁ ଆଦିବାସୀଙ୍କ ଭୋଟ୍ ଗୋଟାଇବା ଆଶାରେ କୋଳେଇ ନେଇଛି ବିଜେଡି ।
ଝାରସୁଗୁଡା ଉପନିର୍ବାଚନ ପାଇଁ ବାଜିଲା ବିଗୁଲ । ଘୋଷଣା ହେଲା ଭୋଟ ଗ୍ରହଣର ତାରିଖ । ମେ ୧୦ ଭୋଟ ଓ ୧୩ ତାରିଖରେ ହେବ ଗଣତି । ନବ ଦାସଙ୍କ ହତ୍ୟା ପରେ ଏହି ଆସନ ଖାଲି ପଡିଥିଲା ।
ଝାରସୁଗୁଡା ଉପନିର୍ବାଚନ ଭୋଟ ପାଇଁ ଘୋଷଣା ହେଲା ତାରିଖ । ମେ ୧୦ ତାରିଖରେ ହେବ ଭୋଟ, ଆଉ ୧୩ ତାରିଖରେ ହେବ ଗଣତି ।
୨୧ରେ ଯାଞ୍ଚ, ୨୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ମେ’ ୧୩ରେ ଭୋଟ ଗଣତି ହେବ ।
ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ତାରିଖ ଘୋଷଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି ।
ଉପ-ନିର୍ବାଚନ ତାରିଖ ଘୋଷଣା ପରେ ବ୍ରଜରାଜନଗର ପାଇଁ ପ୍ରାର୍ଥୀ ଚୟନ କସରତ । କେଉଁ ଦଳରୁ କିଏ ପ୍ରାର୍ଥି ହେବ ତାକୁ ନେଇ ଆରମ୍ଭ ହୋଇଯାଇଛି କଳ୍ପନା ଜଲ୍ପନା । ଦିବଂଗତ ବିଧାୟକ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ବିଜେଡି ଏଠାରେ ପ୍ରାର୍ଥୀ କରିପାରେ ।