କୋଭିଡ୍ ପରିଚାଳାନାରେ ବ୍ୟାପକ ଅନିୟମିତତା । ବିଲ୍ ଯାଞ୍ଚ ନକରି କୋଭିଡ୍ ପରିଚାଳନା ଲାଗି ଘରୋଇ ହସ୍ପିଟାଲକୁ ଦିଆଯାଇଛି କୋଟି କୋଟି ଟଙ୍କା । ସିଏଜି ଧରିଲେ ଅନିୟମିତତା ।
‘ଗ୍ରାମସଭାରେ ଯୋଗ୍ୟ ହିତାଧିକାରୀ, ତାଲିକାରେ କିନ୍ତୁ ଅଯୋଗ୍ୟ’..ରାଜ୍ୟରେ ପିଏମ୍ ଆବାସ ଯୋଜନାର କାର୍ଯ୍ୟକାରିତାକୁ ନେଇ ସିଏଜିଙ୍କ ସନ୍ଦେହ ..‘୨୦୨୨ ସୁଦ୍ଧା ସମସ୍ତଙ୍କୁ ଘର ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିଲେ’
ପ୍ରକଳ୍ପଗୁଡ଼ିକରେ ୧୨ ହଜାର ୭୪୨ କୋଟି ଟଙ୍କା ଖର୍ଚ୍ଚ ସତ୍ତ୍ୱେ ମାତ୍ର ୨୪ ଭାଗ ଜମିକୁ ଜଳସେଚନ ହୋଇ ପାରିଛି
ପ୍ରାକୃତିକ ସମ୍ପଦର ଅଡିଟ୍ କରିବେ ସିଏଜି । ଖଣିଗୁଡ଼ିକରେ କେତେ ମୂଲ୍ୟର ପ୍ରାକୃତିକ ସମ୍ପଦ ରହିଛି, ଉତ୍ତୋଳନ ଲାଗି କେତେ ଟଙ୍କା ଖର୍ଚ୍ଚ ହେଉଛି, ଏହା ସରକାରଙ୍କୁ ଲାଭ ଦେଉଛି ନା ନାହିଁ, ସେସବୁର ଅଡିଟ କରିବେ ସିଏଜି ।