• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cameraman Manas Swain Murder Case

Cameraman Manas Swain Murder Case
ମାନସ ସ୍ୱାଇଁ ହତ୍ୟା ମାମଲା: ଶର୍ମିଷ୍ଠା, ନିରଞ୍ଜନଙ୍କ ସମେତ ୮ ଜଣଙ୍କ ନାଁରେ ଚାର୍ଜସିଟ୍

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣାରେ ୮ ଜଣଙ୍କ ନାଁରେ ଚାନ୍ଦବାଲି JMFC କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି ।

cameraman manas swain murder case
ଶମିଷ୍ଠାଙ୍କ ବିରୋଧରେ ମିଳିଲା ବଡ଼ ପ୍ରମାଣ

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ଏକ ବଡ଼ ପ୍ରମାଣ ଲାଗିଛି। ମାନସଙ୍କ ବ୍ୟବହୃତ ଜିନିଷ ଓ କୋଦାଳ, ଗଇଁତି ଫିଙ୍ଗିବାର ବଡ଼ ତଥ୍ୟ ମିଳିଛି। 

Cameraman Manas Swain Murder Case
ଜେଲ୍‌ରେ କଟିଲା ଶର୍ମିଷ୍ଠା ଓ ଝୁନାଙ୍କ ରାତି

ଜେଲ୍‌ରେ କଟିଲା ଶର୍ମିଷ୍ଠା ଓ ଝୁନାଙ୍କ ରାତି। କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ଉଭୟ ଜେଲ୍‌ରେ ଅଛନ୍ତି। ଉଭୟଙ୍କ ରିମାଣ୍ଡ ଅବଧି ସରିବା ପରେ ଗତକାଲି ଚାନ୍ଦବାଲି କୋର୍ଟରେ ହାଜର କରାଯାଇଥିଲା।

Sarmistha Rout
ବଢିଲା ଶର୍ମିଷ୍ଠାଙ୍କ ରିମାଣ୍ଡ ଅବଧି

୫ ଦିନ ପାଇଁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ କୋର୍ଟଙ୍କୁ ଅନୁରୋଧ କରିଥିଲା।

Cameraman Manas Swain Murder Case
ମାନସ ହତ୍ୟା ମାମଲାରେ ବଡ଼ ଖୁଲାସା: ଗାଡ଼ି, ଟଙ୍କା ଦେଇ ଶର୍ମିଷ୍ଠାଙ୍କୁ ଫେରାର କରାଇଥିଲେ ନିରଞ୍ଜନ

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାରେ ବଡ଼ ଖୁଲାସା ହୋଇଛି। ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ନିରଞ୍ଜନ ସେଠୀ ଫେରାର କରାଇଥିବା ନେଇ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। 

Cameraman Manas Swain Murder Case
କ୍ରାଇମ ସିନ୍ ରିକ୍ରିଏସନ୍, ଘଣ୍ଟା ଘଣ୍ଟାର ଜେରା...ଶେଷରେ କାନ୍ଦି କାନ୍ଦି ଅପରାଧ ମାନିଲେ ଶର୍ମିଷ୍ଠା

କ୍ରାଇମ ସିନ୍ ରିକ୍ରିଏସନ୍, ଘଣ୍ଟା ଘଣ୍ଟାର ଜେରା,ଏକାଧିକ ପ୍ରଶ୍ନ...ଗତ ୪ ଦିନ ଧରି କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାରେ କିଛି ଏଭଳି ଭାବେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ।

Cameraman Manas Swain Murder Case
ଡେମୋ ଦେଖାଇବା ବେଳେ କାନ୍ଦି କାନ୍ଦି କହିଲେ ଶର୍ମିଷ୍ଠା, ଆଶ୍ରମ ଭିତରେ କେମିତି ମାନସଙ୍କୁ କରିଥିଲେ ହତ୍ୟା...

ଭୁବନେଶ୍ୱର ଦୟାଲ ଆଶ୍ରମରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ନେଇ କ୍ରାଇମବ୍ରାଞ୍ଚ ଟିମ୍‌ କ୍ରାଇମ ସିନ୍ ରିକ୍ରିଏସନ୍‌ କରିଛି। ଏହି ସମୟରେ ଶର୍ମିଷ୍ଠା କାନ୍ଦି ପକାଇଥିବା ଜଣାପଡ଼ିଛି। ଯାହାର ଭିଡିଓ ଏବେ ସାମ୍ନାକୁ ଆସିଛି। 

Cameraman Manas Swain Murder Case
ଖୋଲୁଛି ମାନସ ମୃତ୍ୟୁ ରହସ୍ୟ, ପଳାସପୁରରେ ଡେମୋ ଦେଖାଇଲେ ଶର୍ମିଷ୍ଠା

କ୍ରାଇମ୍ ସିନ୍ ରିକ୍ରିଏସନ୍ ପାଇଁ କ୍ରାଇମବ୍ରାଞ୍ଚ ଟିମ୍‌ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ନେଇ ଚାନ୍ଦବାଲି ପଳାସପୁର ଯାଇଥିଲେ। ସେଠାରେ ଶର୍ମିଷ୍ଠା ଡେମୋ ଦେଖାଇଥିଲେ। 

Cameraman Manas Swain Murder Case
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା: ଆଜି ହୋଇପାରେ କ୍ରାଇମ୍ ସିନ୍ ରିକ୍ରିଏଟ୍

ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ରିମାଣ୍ଡର ‌ଆଜି ଚତୃର୍ଥ ଦିନ । ତିନି ଦିନର ତଦନ୍ତ ପରେ ବି କ୍ରାଇମବ୍ରାଞ୍ଚ ହତ୍ୟାକାଣ୍ଡ କାହିଁକି ହେଲା ସେ ସମ୍ପର୍କରେ ଜାଣିପାରିନି । ତେଣୁ ଏସମ୍ପର୍କରେ ଅଧିକ ପ୍ରମାଣ ପାଇଁ ଆଜି ଅଭିଯୁକ୍ତମାନଙ୍କୁ ଧରି କ୍ରାଇମ୍ ସିନ୍ ରିକ୍ରିଏଟ୍ କରିପାରେ ।

Cameraman Manas Swain Murder Case
କ୍ୟାମେରାମ୍ୟାନ ମାନସଙ୍କୁ କେମିତି କରାଯାଇଥିଲା ହତ୍ୟା ? ସତ ଓଗାଳିଲା ରଞ୍ଜନ

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ବଡ଼ ତଥ୍ୟ ଏବେ ସାମ୍ନାକୁ ଆସିଛି। ମାନସଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୁକ୍ତ ରଞ୍ଜନ ସବୁ ସତ ମାନିଥିବା କ୍ରାଇମବ୍ରାଞ୍ଚର ସୂଚନା ଦେଇଛି। 

Cameraman Manas Swain Murder Case
ମିଳିଲା କି ନୂଆ ସୁରାକ୍‌ ? ଅଭିଯୁକ୍ତଙ୍କୁ ନିଆଗଲା ଅଜ୍ଞାତ ସ୍ଥାନକୁ

ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାର ମିଳିଲା କି ନୂଆ ସୁରାକ ?  କାରଣ ରିମାଣ୍ଡରେ ଥିବା ୪ ଅଭିଯୁକ୍ତଙ୍କୁ କୌଣସି ଏକ ସ୍ଥାନକୁ କ୍ରାଇମବ୍ରାଞ୍ଚ ଟିମ୍‌ ନେଇଥିବା ଜଣାପଡ଼ିଛି।

Viral Video Of Niranjan Sethi
ସାମ୍ନାକୁ ଆସିଲା ନିରଞ୍ଜନଙ୍କ ଭାଇରାଲ୍‌ ଭିଡିଓ, ପୁରୀ ସମୁଦ୍ରକୂଳରେ ହୋଇଥିଲା ଶୁଟିଂ

ଖୋଲିବ କି କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟାକାଣ୍ଡ ରହସ୍ୟ ଉପରୁ ପରଦା ? ମାମଲାରେ ଆଜି ଅଭିଯୁକ୍ତଙ୍କୁ ମୁହାଁମୁହିଁ ଜେରା କରିପାରେ କ୍ରାଇମବ୍ରାଞ୍ଚ। ଏସବୁ ଭିତରେ ଆଉ ଏକ ନୂଆ ଭିଡିଓ ଏବେ ସାମ୍ନାକୁ ଆସିଛି। ଭାଇରାଲ୍‌ ଭିଡିଓରେ ଅଭିଯୁକ୍ତ ନିରଞ୍ଜନ ସେଠୀଙ୍କୁ ଦେଖିବାକୁ ମିଳିଛି।

Cameraman Manas Swain Murder Case
ବିଧାନସଭାରେ ଉଠିଲା ମାନସ ସ୍ୱାଇଁ ହତ୍ୟା ମାମଲା

ବିଧାନସଭାରେ ମାନସ ସ୍ୱାଇଁ ହତ୍ୟା ମାମଲା ପ୍ରସଙ୍ଗ ଉଠିଛି। ଆଜି ଏହି ପ୍ରସଙ୍ଗ ଉଠାଇ ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ରାଜ୍ୟ ସରକାରଙ୍କୁ ଘେରିଛନ୍ତି। 

Prime Accused Sarmistha Rout Arrested
ଗିରଫ ପରେ ସାମ୍ନାକୁ ଆସିଲା ଶର୍ମିଷ୍ଠାଙ୍କ ପ୍ରଥମ ଫଟୋ, କୋଲକାତାରୁ ବସ୍‌ରେ ଫେରୁଥିଲେ...

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ୱେବ୍‌ ଚ୍ୟାନେଲ ମାଲିକାଣୀ ଶର୍ମିଷ୍ଠା ରାଉତଙ୍କୁ କ୍ରାଇମବ୍ରାଞ୍ଚ ଓ ପୋଲିସ୍‌ର ମିଳିତ ଟିମ୍‌ ଗିରଫ କରିଛି।

Sarmistha Rout Arrested
ଗିରଫ ହେଲେ ଶର୍ମିଷ୍ଠା ରାଉତ

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ୱେବ୍‌ ଚ୍ୟାନେଲ ମାଲିକାଣୀ ଶର୍ମିଷ୍ଠା ରାଉତ ଗିରଫ ହୋଇଛନ୍ତି। 

Cameraman Manas Swain Murder Case | Reaction Of Sharmistha’s Mother
ସେଇ ନିରଞ୍ଜନ ବୁଢ଼ା ନାଟର ଗୋବର୍ଦ୍ଧନ : ଶର୍ମିଷ୍ଠାଙ୍କ ମାଆ

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାର ଧିରେ ଧିରେ ଫିଟୁଛି ଗୁମର । ଘଟଣାକୁ ନେଇ ଆଜି ଏକ ଚାଞ୍ଚଲ୍ୟକର ତଥ୍ୟ ସାମନାକୁ ଆସିଥିବାବେଳେ ଶର୍ମିଷ୍ଠାଙ୍କ ମାଆ ଏନେଇ ନିଜ ପ୍ରତିକ୍ରିୟା ରଖିଛନ୍ତି ।

CameraMan Murder Case
ପାପୀଙ୍କ ହାତରେ ଦେବନି ମୋ ଶବ ! ମାନସଙ୍କ ଶେଷ ଚିଠିକୁ ପଢିଥିଲେ କେୟାର ଟେକର

ମୁଁ ଚିଠିଟି ପଢ଼ିବା ପରେ ସନ୍ଧ୍ୟାରେ ଶର୍ମିଷ୍ଠା ମ୍ୟାଡାମକୁ ଦେଇଥିଲି।