ପ୍ରଧାନମନ୍ତ୍ରୀ ରେସରେ ଆଗୁଆ ରହିଥିଲେ ଭାରତୀୟ ବଂଶୋଦ୍ଭବ ଅନୀତା ଆନନ୍ଦ। ହେଲେ ଏହି ଚର୍ଚ୍ଚାରେ ସେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସେ ଏକ୍ସରେ ଏକ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ପଦରୁ ଓହରି ଯାଇଥିବା କହିଛନ୍ତି।
ଉଭୟ ଜନତା ଓ ଦଳ ମଧ୍ୟରେ ଟ୍ରୁଡୋଙ୍କ ଲୋକପ୍ରିୟତା ହ୍ରାସ ପାଇଥିବା ବେଳେ ସେ ଓହରିବା ପାଇଁ ନିଷ୍ପତ୍ତି ନେଇଥିଲେ । ବର୍ତ୍ତମାନ ପ୍ରଧାନମନ୍ତ୍ରୀ ରେସରେ ଆଗୁଆ ରହିଛନ୍ତି ଭାରତୀୟ ବଂଶୋଦ୍ଭବ ଅନୀତା ଆନନ୍ଦ।
କାନାଡ଼ା ସହ କୁଟନୈତିକ ବିବାଦ ପରିପ୍ରେକ୍ଷୀରେ ଆଜି ଜାତିସଂଘ ସାଧାରଣ ପରିଷଦ ବୈଠକରେ ଏଭଳି କହି କାନାଡ଼ା ଉଦ୍ଦେଶ୍ୟରେ କଡ଼ା ଜବାବ ରଖିଛନ୍ତି ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର।
ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂହ ନିଜ୍ଜରର ହତ୍ୟା ମାମଲାକୁ ନେଇ ଆଜିକାଲି ଭାରତ ଏବଂ କାନାଡା ପରସ୍ପର ସହିତ ମୁହାଁମୁହିଁ ହୋଇଛନ୍ତି। ଏହାରି ଭିତରେ କାନାଡାର ପ୍ରସିଦ୍ଧ ଗାୟକ-ରାପର ଶୁଭନୀତ ସିଂହ ଉର୍ଫ ଶୁଭ ଭାରତକୁ ନେଇ ଯେଉଁ ମତ ଦେଇଛନ୍ତି ଜାଣିଲେ ଆଖି ଛଳ ଛଳ ହୋଇଯିବ।
ହତ୍ୟା ପଛରେ ଭାରତର ହାତ ଥିବା କଥା ଦୋହରାଇଲେ ଟ୍ରୁଡୋ । ନ୍ୟୁୟର୍କରେ କାନାଡା ପ୍ରଧାନମନ୍ତ୍ରୀଙ୍କ ବୟାନ ।
ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜ୍ଜର ହତ୍ୟା ମାମଲାରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଅଭିଯୋଗ ପରେ ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଭାରତ କାନାଡାର ବରିଷ୍ଠ କୂଟନୀତିଜ୍ଞଙ୍କୁ ପାଞ୍ଚ ଦିନ ମଧ୍ୟରେ ଦେଶ ଛାଡିବାକୁ କହିଛି।