ଭୁବନେଶ୍ୱର ବାର୍ ଗୁଡ଼ିକ ନିୟମ ଉଲଂଘନ କରୁଥିବାର ଅଭିଯୋଗ ପରେ ଅବକାରୀ ବିଭାଗ ପକ୍ଷରୁ ବାହାର ଜିଲ୍ଲାର ଅବକାରୀ ଅଧିକାରୀଙ୍କୁ ଡାକି ଭୁବନେଶ୍ୱରର ସମସ୍ତ ବାରରେ ଚଢାଉ କରାଯିବା ସହ ତନଖି କରାଯାଇଥିଲା।