• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cancelation Of Plus Ii Exams

Cancelation Of Plus II Exams
ଦଶମ ଓ ଦ୍ୱାଦଶରେ ଅଫଲାଇନ୍ ପରୀକ୍ଷାକୁ ନେଇ ତେଜିଲାଣି ଅସନ୍ତୋଷ

ଦଶମ ଓ ଦ୍ୱାଦଶରେ ହେବ ଅଫଲାଇନ୍ ପରୀକ୍ଷା । ଏନେଇ ସଂକେତ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ସେପଟେ ପରୀକ୍ଷା କରାଇବା ନିଷ୍ପତ୍ତିକୁ ନେଇ କିନ୍ତୁ ଏବେଠୁ ତେଜିଲାଣି ଅସନ୍ତୋଷ । କିଛି ଛାତ୍ରଛାତ୍ରୀ ଅଫ୍ ଲାଇନ୍ ପରୀକ୍ଷାକୁ ସ୍ୱାଗତ କରିଥିବାବେଳେ ଆଉ କିଛି ଦ୍ୱାଦଶ ଶ୍ରେଣୀ ପିଲା ଫାଇନାଲ୍ ପରୀକ୍ଷା ନକରି କ୍ୱାର୍ଟର ଏଣ୍ଡ ପରୀକ୍ଷା ଆଧାରରେ ମାର୍କ ଦେବାକୁ ସରକାରଙ୍କୁ ନିବେଦନ କରିଛନ୍ତି ।

Cancelation Of Plus II Exams
କରୋନା ଯୋଗୁଁ ପାଠପଢା ହୋଇନି, ଆମେ ପରୀକ୍ଷା ଦେଇ ପାରିବୁନି

ଦଶମ ଓ ଦ୍ୱାଦଶ ପରୀକ୍ଷା ପ୍ରସଙ୍ଗରେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ରାଜ୍ୟରେ ବର୍ତ୍ତମାନ କରୋନା ତଳମୁହାଁ ହେଉଛି। ତେଣୁ ଦଶମ, ଦ୍ୱାଦଶ ପରୀକ୍ଷା କରିବାକୁ ଆମର ଆଗ୍ରହ ରହିବ। ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ରୁହନ୍ତୁ’। ଏନେଇ ଏବେ ପିଲା ଚିନ୍ତାରେ