ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଞ୍ଜାମରେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରିବା ପାଇଁ ଅନୁମୋଦନ ଦେଇଛନ୍ତି ।
ନକ୍ସଲ ହିଂସା ପ୍ରଭାବିତ ରାଜ୍ୟ ସମେତ ପଶ୍ଚିମବଙ୍ଗ ଏବଂ ଜାମ୍ମୁ ଓ କାଶ୍ମୀରରେ ଏହି ସପ୍ତାହ ଶେଷ ସୁଦ୍ଧା ଫୋର୍ସ ମୁତୟନ ହେବେ ।
ଓଡ଼ିଆ ମିଡିୟମରେ ପାଠ ପଢ଼ିଥିବା ଏମିତି ଅନେକ ଆଶାୟୀଙ୍କର ଥିଲା ସମାନ ଚିନ୍ତା । ହେଲେ ଆସନ୍ତାବର୍ଷ ଜାନୁଆରୀ ପହିଲାରୁ ବଦଳୁଛି ନିୟମ ।
ଖାଲି ସେତିକି ନୁହେଁ ଏହା ଦ୍ୱାରା ଚୟନକର୍ତ୍ତାଙ୍କ ପାଖରେ ଅଧିକ ଅପ୍ସନ୍ ମଧ୍ୟ ରହିବ । ପ୍ରତିଯୋଗୀତା ମଧ୍ୟ ଉଚ୍ଚ କୋଟିର ହେବ ବୋଲି ଆଶା କରାଯାଇଛି ।