• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Capital Hospital

MRI & CT Scan
କ୍ୟାପିଟାଲ ହସ୍ପିଟାଲରେ କଡ଼ାକଡି ହେଲା ନିୟମ, ବିନା ପ୍ରେସ୍‌କ୍ରିପ୍ସନରେ ଏଣିକି MRI/CT ସ୍କାନ୍ ମନା

MRI / CT ସ୍କାନ୍ ପାଇଁ ଲେଖା ଯାଇଥିବା ସମସ୍ତ ପ୍ରେସ୍‌କ୍ରିପସନ୍‌ ରେଫେରାଲର ଯାଞ୍ଚ କରାଯିବ। ସମ୍ପୃକ୍ତ ଡାକ୍ତରଙ୍କ ଦସ୍ତଖତ ସମେତ ତାରିଖ ରହିଥିବା ଆବଶ୍ୟକ।

Narco Analysis Test
ଆଉ ରାଜ୍ୟ ବାହାରକୁ ଯିବାକୁ ପଡ଼ିବନି, ଏଣିକି ଭୁବନେଶ୍ୱରରେ ନାର୍କୋ ଟେଷ୍ଟ

କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ...କ୍ୟାପିଟାଲ ହସ୍ପିଟାଲ OTରେ କରାଯିବ ନାର୍କୋ ପରୀକ୍ଷା....

Capital Hospital
କ୍ୟାପିଟାଲ ହସ୍ପିଟାଲ ଲ୍ୟାବରୁ ୬୦ ଲକ୍ଷର ସାମଗ୍ରୀ ଚୋରି; ସିସିଟିଭିରେ କଏଦ ହେଲା ଦୃଶ୍ୟ

ଗତକାଲି ରାତିରେ ଏହି ଘଟଣା ଘଟିବା ପରେ ପୋଲିସ ନିକଟରେ ଏତଲା ଦିଆଯାଇଛି । ପୋଲିସ ଏ ନେଇ ଛାନଭିନ ଆରମ୍ଭ କରିଛି ।

Baby Swapping In Capital Hospital
ବଦନାମରୁ ବର୍ତ୍ତିଲା କ୍ୟାପିଟାଲ୍ ହସ୍ପିଟାଲ୍

ଘଟଣା ଦିନ ବି ଏସବୁର ଅନୁସରଣ କରାଯାଇଥିଲା । ତଥାପି ଅଭିଯୋଗକାରୀ, ତାଙ୍କର ପୁଅ ହୋଇଥିବା କହି ଅଡ଼ି ବସିଥିଲେ । ଜଣଙ୍କ ହୀନ ମାନସିକତା ପାଇଁ ହସ୍ପିଟାଲ ବଦନାମ ହେଲା । ତେଣୁ ଏଭଳି ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନର ସଂକେତ ଦେଇଥିଲେ ନିର୍ଦ୍ଦେଶକ ।

Baby Swapping In Capital Hospital
ବଦନାମରୁ ବର୍ତ୍ତିଲା, କିନ୍ତୁ ବିବାଦ ତେଜିଲା, ଅଭିଯୋଗକାରୀଙ୍କ ବିରୋଧରେ ହୋଇପାରେ ଆଇନଗତ କାର୍ଯ୍ୟାନୁଷ୍ଠାନ !

ବଦନାମରୁ ବର୍ତ୍ତିଲା କ୍ୟାପିଟାଲ୍ ହସ୍ପିଟାଲ୍। ହେଲେ ବିବାଦରୁ ନୁହେଁ। ଡିଏନ୍ଏ ରିପୋର୍ଟ ଧୋଇଲା ଶିଶୁବଦଳ କଳଙ୍କ । ହେଲେ ଧୋଇପାରିଲାନି ବିବାଦ । ପୁଣି ମୁହାଁମୁହିଁ ହସପିଟାଲ୍ କର୍ତ୍ତୃପକ୍ଷ, ଅଭିଯୋଗକାରୀ ପ୍ରାଣକୃଷ୍ଣ ।

New Born Tag
ଆଉ ବଦଳ ହୋଇପାରିବନି ! କ୍ୟାପିଟାଲ ହସ୍ପିଟାଲରେ ଏଣିକି ନବଜାତଙ୍କ ଗୋଡ଼ରେ ଲାଗିବ ଟ୍ୟାଗ୍‌

ଯଦି ଶିଶୁଟି ଅସୁସ୍ଥ ଥିବ ତେବେ ଟ୍ୟାଗ ଛଡ଼ା ଅନ୍ୟ ସମସ୍ତ ପ୍ରକ୍ରିୟା କରାଯିବ ।

Woman dies dengue
ଏଣିକି ବର୍ଷ ତମାମ ଲାଗି ରହିବ ଡେଙ୍ଗୁ ! କ୍ୟାପିଟାଲ ହସ୍ପିଟାଲରେ ଗଲା ଜଣଙ୍କ ଜୀବନ

ଡାକ୍ତର ଓ ଟ୍ରେନିଂ ନର୍ସଙ୍କ ଅବହେଳାରୁ ସନ୍ଧ୍ୟା ବେଳେ ସ୍ୱାସ୍ଥ୍ୟ ବିଗିଡ଼ିବା ସହ ମୃତ୍ୟୁ ହୋଇଥିବା ମୃତକଙ୍କ ପରିବାର ଓ ସମ୍ପର୍କୀୟ ଅଭିଯୋଗ କରିଛନ୍ତି । ତେବେ ଏନେଇ ହସ୍ପିଟାଲ ପକ୍ଷରୁ ଡାକ୍ତରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

Capital Hospital
କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ, ପୁଅ ହୋଇଛି କହି ଝିଅ ଧରାଇ ଦେଲେ !

ଅଭିଯୋଗ ଆଣିଲେ ରାଜକନିକା ଅଞ୍ଚଳର ବ୍ୟକ୍ତି, DNA ଟେଷ୍ଟ ଦାବି । ସତ୍ୟ ଅନୁସନ୍ଧାନ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ ।

Baby Swapping Surface
ଇଏ କି କଥା ! ପୁଅ କହିଲେ, ଝିଅ ଦେଲେ !

ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି।

Capital Hospital
ଯେଉଁଠି ସ୍ୱାସ୍ଥ୍ୟସେବା ମିଳେ, ସେଇଠି ଅସ୍ୱାସ୍ଥ୍ୟକର ପରିବେଶ

ଅଳିଆ ଉଠା ଟ୍ରଲିର ଆବର୍ଜନା ବାହାରି ବିକ୍ଷିପ୍ତ ହୋଇରହିଛି ଚାରିଆଡ଼େ । ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍ କ୍ୟାମ୍ପସରେ ଯୁଆଡ଼େ ଚାହିଁବେ ସେଆଡ଼େ ଅଳିଆ ଆବର୍ଜନାର ପାହାଡ଼ ।

Capital Hospital
କ୍ୟାପିଟାଲ ହସ୍ପିଟାଲ ନା ଅଳିଆ ଗଦା ! ଦୁର୍ଗନ୍ଧରେ ଫାଟି ପଡ଼ୁଛି ପରିବେଶ...

ନୂଆ ଟେଣ୍ଡର ନୀତି ବିରୋଧରେ କର୍ମଚାରୀଙ୍କ କାର୍ଯ୍ୟବନ୍ଦ । ମେଡ଼ିକାଲ ନିର୍ଦ୍ଦେଶକ କହିଲେ, ଆଲୋଚନା ହୋଇଛି ।

Special dengue centre opens up at Capital Hospital
ରାଜଧାନୀରେ ଅଣାୟତ୍ତ ଡେଙ୍ଗୁ; ସ୍ଥିତି ବିଗିଡ଼ିବା ପରେ ଭାଙ୍ଗିଲା ସରକାରଙ୍କ ନିଦ

ଆଜିଠୁ ସ୍ୱତନ୍ତ୍ର ଟେଷ୍ଟିଂ କାଉଣ୍ଟରରେ ଆରମ୍ଭ ହୋଇଛି ଡେଙ୍ଗୁ ନମୁନା ପରୀକ୍ଷା । ଏହାସହ ଟେଷ୍ଟିଂ ସମୟକୁ ବି ବଢ଼ାଇଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ । ପୂର୍ବରୁ ସକାଳ ୯ଟାରୁ ଅପରାହ୍ଣ ୪ଟା ଯାଏଁ ରୋଗୀଙ୍କ ନମୁନା ସଂଗ୍ରହ ହେଉଥିବା ବେଳେ ଏବେ ସକାଳ ୮ଟାରୁ ଅପରାହଣ ୫ଟା ଯାଏଁ ନମୁନା ସଂଗ୍ରହ କରାଯିବ ।

Rise in dengue cases in Odisha raises concern
ଡେଙ୍ଗୁ ସଂକ୍ରମଣରେ ନୋ ବ୍ରେକ୍; ଟେଷ୍ଟିଂ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଅସମ୍ଭାଳ ସ୍ଥିତି

କ୍ୟାପିଟାଲ ହସ୍ପିଟାଲରେ ନିଜ ୩ ବର୍ଷର ଛୁଆର ଡେଙ୍ଗୁ ଟେଷ୍ଟ କରାଇବାକୁ ଦୁଇ ଘଣ୍ଟା ଛିଡ଼ା ହେଲେଣି ମହିଳା । ତଥାପି ପାଳି ପଡ଼ିନି। କେବଳ ସେ ନୁହନ୍ତି, ଭୁବନେଶ୍ୱର ସମେତ ଖୋର୍ଦ୍ଧା, ପୁରୀରୁ କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ଟେଷ୍ଟ କରାଇବାକୁ ଆସୁଥିବା ବହୁ ଲୋକ ପ୍ରତିଦିନ ଏମିତି ହଇରାଣ ହେଉଛନ୍ତି ।

Rise in dengue cases in Odisha raises concern
ଡେଙ୍ଗୁ ସଂକ୍ରମଣରେ ନୋ ବ୍ରେକ୍; ଟେଷ୍ଟିଂ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଅସମ୍ଭାଳ ସ୍ଥିତି

କ୍ୟାପିଟାଲ ହସ୍ପିଟାଲରେ ନିଜ ୩ ବର୍ଷର ଛୁଆର ଡେଙ୍ଗୁ ଟେଷ୍ଟ କରାଇବାକୁ ଦୁଇ ଘଣ୍ଟା ଛିଡ଼ା ହେଲେଣି ମହିଳା । ତଥାପି ପାଳି ପଡ଼ିନି। କେବଳ ସେ ନୁହନ୍ତି, ଭୁବନେଶ୍ୱର ସମେତ ଖୋର୍ଦ୍ଧା, ପୁରୀରୁ କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ଟେଷ୍ଟ କରାଇବାକୁ ଆସୁଥିବା ବହୁ ଲୋକ ପ୍ରତିଦିନ ଏମିତି ହଇରାଣ ହେଉଛନ୍ତି ।

capital hospital
ରାଜଧାନୀରେ ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ! ପ୍ରସୂତି ବିଭାଗ ସମ୍ମୁଖରେ ପ୍ରସବ

ପ୍ରସୂତୀଙ୍କୁ ଲେବର ରୁମ୍‌କୁ ନେବାରେ ବିଳମ୍ବ ହେବାରୁ ଏଭଳି କାଣ୍ଡ ଘଟିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ ଓ ତାଙ୍କ ସହ ଆସିଥିବା ଆଶାକର୍ମୀ ।

capital hospital
ହସ୍ପିଟାଲ ସାରା କରୋନା ପଜିଟିଭ୍ ! ଯାହାକୁ ଦେଖିବ ଦେଖ ଏଠି ସବୁ ପଜିଟିଭ୍‌

ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୪୦ ଡାକ୍ତର, ୩୦ ଷ୍ଟାଫ୍ ନର୍ସ ଓ ୪୦ ଲାବରୋଟୋରୀ ଟେକ୍ନିସିଆନ ଏବଂ ୧୦ରୁ ୧୫ ଜଣ ଫାର୍ମାସିଷ୍ଟ । ଏଣୁ ହସ୍ପିଟାଲ କାର୍ଯ୍ୟ ପ୍ରଭାବିତ ହୋଇଛି । କମ କର୍ମଚାରୀରେ ଏବେ ଚାଲିଛି କ୍ୟାପିଟାଲ୍ ହସ୍ପିଟାଲ୍‌ରେ କାମ ।

health infrastructure to be impacted with more doctors testing covid 19 positive
ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍‌ର ତିନି ଜଣ କର୍ମଚାରୀ କରୋନାରେ ସଂକ୍ରମିତ ଚିହ୍ନଟ

ମାଡ଼ି ଚାଲିଚି ମହାମାରୀ । ମେଡିକାଲ୍‌ରେ ପଶିଲା କରୋନା । ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍‌ର ତିନି ଜଣ କର୍ମଚାରୀ କରୋନାରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଣେ ଡାକ୍ତର, ଜଣେ ଫାର୍ମାସିଷ୍ଟ ଏବଂ ଜଣେ ହସ୍ପିଟାଲ୍ ମ୍ୟାନେଜର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସମସ୍ତ ସଂକ୍ରମିତ ସଙ୍ଗରୋଧରେ ଅଛନ୍ତି । ମିଳିଥିବା ସୂଚନା ମୁତାବକ, ସମସ୍ତ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ।

Doctor
କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କ ସମେତ ୩ କର୍ମଚାରୀ କରୋନା ପଜିଟିଭ୍‌

ଓଡ଼ିଶାରେ ଆଗକୁ କରୋନା ସଂକ୍ରମଣ ବଢ଼ିପାରେ। ଯଦି ଟ୍ରେଣ୍ଡ୍‌କୁ ଦେଖିବା ଅନ୍ୟ ସ୍ଥାନରେ ଯେଉଁଭଳି ଭାବରେ ସଂକ୍ରମଣ ବୃଦ୍ଧି ପାଇଛି ଆଗାମୀ ଦିନରେ ଆମ ରାଜ୍ୟରେ ମଧ୍ୟ ସଂକ୍ରମଣ ବୃଦ୍ଧି ପାଇପାରେ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି।