ପୁଣି ଡରାଇଲାଣି କରୋନା । ରାଜ୍ୟରେ ଚିହ୍ନଟ ହେଲେ ଆଉ ଜଣେ କୋଭିଡ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଦେଶରେ ଦିନକରେ ୧୪୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...ଦେଶରେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୩ ହଜାର ୯୩୬କୁ ବୃଦ୍ଧି...ଆକ୍ଟିଭ୍ କେସ୍- ୭,୨୩,୬୧୯; ସୁସ୍ଥ ହେଲେଣି ୩,୪୫,୦୦,୧୭୨...
ଦେଶରେ କରୋନା ସଂକ୍ରମଣ ସ୍ଥିତି ବେହାଲ..ଗତ ୨୪ ଘଣ୍ଟାରେ ଦେଢ଼ ଲକ୍ଷ ଟପିଲା ସଂକ୍ରମଣ ସଂଖ୍ୟା.
ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୪ ହଜାର ପାର୍ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪,୭୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨,୭୫୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧,୯୫୯ ରହିଛି।
ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪ଜଣ ନୂଆ ଓମିକ୍ରନ ଆକ୍ରାନ୍ତ। ଦେଖନ୍ତୁ ବ୍ରେକିଂ ନ୍ୟୁଜ୍
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୮୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୧୦୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୭୯୧ ରହିଛି। ସେହିପରି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।ଖୋର୍ଦ୍ଧା ଜିଲ୍ଲାର ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୬୭କୁ ବୃଦ୍ଧି ପାଇଛି।
ସାଉଥ୍ ଇଣ୍ଡିଆନ୍ ମୁଭି RRR ରିଲିଜ୍ ତାରିଖକୁ କୋଭିଡ୍ କଟକଣାକୁ ନେଇ ବାତିଲ୍ କରାଗଲା, କେବେ ପୁନଃ ରିଲିଜ୍ ହେବ ସେ ତାରିଖକୁ ନେଇ ଆଶା ଆଶଙ୍କାରେ ସିନେ ପ୍ରେମୀ