ରାଜ୍ୟରେ କେତେ ସୁରକ୍ଷିତ ମହିଳା ? ପ୍ରତିବର୍ଷ ବଢିବାରେ ଲାଗିଛି ଦୁଷ୍କର୍ମ ସଂଖ୍ୟା । ନାବାଳିକା ବି ହେଉଛନ୍ତି ଯୌନ ନିର୍ଯାତନାର ଶିକାର । ହେଲେ ସେହି ଅନୁପାତରେ ହୋଇପାରୁନି ମାମଲାର ଫୈସଲା । ଏହାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜ୍ଜୁ।