ଲୁହାପଥର ଓ କୋଇଲା କିଣା ନେଇ ୫୬ କୋଟି ଟଙ୍କାର ଦୁର୍ନୀତି ମାମଲାରେ ଦେଶର ବିଭିନ୍ନ ସ୍ଥାନରେ ଚଢ଼ଉ। ନୂଆଦିଲ୍ଲୀ ସ୍ଥିତ PEC ଲିମିଟେଡ୍ ଓ ସୁନ୍ଦରଗଡ଼ରେ ଥିବା ଏକ ଘରୋଇ କମ୍ପାନିରେ ଦୁର୍ନୀତି ଅଭିଯୋଗ ଆସିବା ପରେ ଆକ୍ସନ୍ ମୁଡରେ ସିବିଆଇ।
ଭାରତର ସର୍ବ ପୁରାତନ ଯାଞ୍ଚ ଏଜେନ୍ସି ସିବିଆଇ ସବୁବେଳେ ରାଜନୈତିକ ଦଳର ଟାର୍ଗେଟରେ ଥାଏ । ବର୍ତ୍ତମାନ ନିତି ପ୍ରତିଦିନ ଯାଞ୍ଚ ଏଜେନ୍ସି ସଂସ୍ଥା ନିରପେକ୍ଷ ନୁହେଁ ବୋଲି ଅଭିଯୋଗ କରୁଛି ବିରୋଧୀ ଦଳ । ତେଣୁ ବର୍ତ୍ତମାନ ସୁପ୍ରିମକୋର୍ଟ ସିବିଆଇର କାର୍ଯ୍ୟଦକ୍ଷତାକୁ ମୂଲ୍ୟାଙ୍କନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
କୋର୍ଟ ୧୨ଟି ପଏଣ୍ଟରେ ସିବିଆଇକୁ ଅଧିକ ସ୍ୱାଧୀନତା ଦେବାକୁ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଏହି ପଏଣ୍ଟଗୁଡ଼ିକୁ କାର୍ଯ୍ୟକାରୀ କରାଇଲେ ‘ପଞ୍ଜୁରୀ ଭିତରର ଶୁଆ’ ଅଧିକ କ୍ଷମତା ପାଇପାରିବ ବୋଲି ହାଇକୋର୍ଟ କହିଛନ୍ତି।
ପୀଡିତା ଜଣକ କହିଛନ୍ତି ଯେ ଯେତେବେଳେ ସୋଲାର ପ୍ରୋଜେକ୍ଟ ପାଇଁ ପରିଦର୍ଶନରେ ଯାଉଥିଲେ, ସେହି ସମୟରେ ଅଭିଯୁକ୍ତମାନେ ତାଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ଏସବୁ ଘଟଣା ମନ୍ତ୍ରୀଙ୍କ ସରକାରୀ ବାସଭବନ, ଏମ୍ଏଲଏ ହଷ୍ଟେଲ ଓ ହୋଟେଲ ରୁମ୍ରେ ଘଟିଥିଲା।
ଅନ୍ୟପକ୍ଷରେ, ଏହି ଘଟଣାର ତଦନ୍ତରେ ସିବିଆଇକୁ ସାହାଯ୍ୟ କରୁଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ସିବିଆଇ ଏହି ଘଟଣାର ତଦନ୍ତ ସହ ଘଟଣାରେ ଜଡିତ ପ୍ରାୟ ସମସ୍ତ ଦିଗକୁ ପୁଙ୍ଖାନୁପୁଙ୍ଖ ତଦନ୍ତ କରିଛି ଏବଂ କ୍ରାଇମବ୍ରାଞ୍ଚର ରିପୋର୍ଟକୁ ମଧ୍ୟ ଯାଂଚ୍ କରାଯାଇଛି। ବିଚାରପତିଙ୍କ ମୃତ୍ୟୁର ପୂରା ଘଟଣାକୁ ନେଇ ସବୁ ଦିଗରେ ସିବିଆଇ ତଦନ୍ତ କରୁଥିବା ସୂଚନା ମିଳିଛି।
ତାଙ୍କ ବିରୋଧରେ ଚାଲିଥିବା ମାମଲାରେ ଭାରତୀୟ ବ୍ୟାଙ୍କଗୁଡ଼ିକର ବିଜୟ ହୋଇଥିବାରୁ ଏଣିକି ସାରା ବିଶ୍ୱରେ ଥିବା ମାଲ୍ୟାଙ୍କ ସମସ୍ତ ସଂପତ୍ତି ଜବତ ହୋଇପାରିବ। ସଂପତ୍ତି ଜବତ ଲାଗି ଭାରତୀୟ ବ୍ୟାଙ୍କଗୁଡ଼ିକୁ ଅନୁମତି ଦେଇଛନ୍ତି କୋର୍ଟ।