• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cbi

CBI Raid in Bhubaneswar
ରାଜଧାନୀର ଛାତି ଉପରେ ଚାଲିଥିଲା କୋଟିଏ ଟଙ୍କାର ଟେଣ୍ଡର ଫିକ୍ସିଂ

ରାଜଧାନୀର ଛାତି ଉପରେ ଚାଲିଥିଲା କୋଟିଏ ଟଙ୍କାର ଟେଣ୍ଡର ଫିକ୍ସିଂ । ବ୍ରିଜ୍ ଆଣ୍ଡ ରୁଫ୍ କଂପାନୀ GGM ଓ ମିଡିଲମ୍ୟାନଙ୍କ ସହ ୩ ଗିରଫ । ତାରକା ହୋଟେଲ୍ ସାମ୍ନାରୁ ୩ ଜଣଙ୍କୁ ରଙ୍ଗେ ହାତ ଧରି ଘାଣ୍ଟୁଛି ସିବିଆଇ । ୧୦ ଲକ୍ଷ ଟଙ୍କା ସହ ୨ ଦାମୀ କାର ଓ ଲକର ସିଜ୍ କଲା ଦିଲ୍ଲୀ ସିବିଆଇ ।

CBI Raid in Bhubaneswar
CBI Raid in Bhubaneswar: ରାଜଧାନୀର ଛାତି ଉପରେ କୋଟିଏ ଟଙ୍କାର ଟେଣ୍ଡର ଫିକ୍ସିଂ! ୩ ଗିରଫ, ଘାଣ୍ଟୁଛି ସିବିଆଇ

ସରକାରୀ ଉଦ୍ୟୋଗ ବ୍ରିଜ୍ ଆଣ୍ଡ୍ ରୁଫ କଂପାନୀ ଉପରେ ମେଗା ରେଡ୍... ରାଜଧାନୀର ଛାତି ଉପରେ ରାତିରେ ହୋଇଛି ଚଢ଼ାଉ... ଛାପା ମାରିଛି CBI ।

ସିବିଆଇ ରେଡ୍
CBI Raid: ଚଢାଉକୁ ଜୋରଦାର୍ କରି ସିବିଆଇର ଖୋଳତାଡ, ବାହାରିବ ଟେଣ୍ଡର ଫିକ୍ସିଂର ସତ !

ତିନିଜଣଙ୍କୁ ଗିରଫ କଲା ସିବିଆଇ । ବ୍ରିଜ ଆଣ୍ଡ୍ ରୁଫ୍ କମ୍ପାନୀର ଓଡ଼ିଶା, ପଶ୍ଚିମବଂଗ ମୁଖ୍ୟ ଚଞ୍ଚଲ ମୁଖାର୍ଜୀ, ବରିଷ୍ଠ ଅଧିକାରୀ ପ୍ରଦୀପ ମହନ୍ତ ଓ କଣ୍ଟ୍ରାକ୍ଟର ଦେବଦତ୍ତ ମହାପାତ୍ର ଗିରଫଙ୍କୁ ଗିରଫ କଲା । ଦେବଦତ୍ତଙ୍କ ଘରୁ ରେଡ୍‌ ବେଳେ ନଗଦ ଟଙ୍କା ଓ ସୁନା ପାଇଛି ସିବିଆଇ ।

ଭୁବନେଶ୍ୱରରେ CBI ରେଡ୍‌
CBI Raid in Bhubaneswar: ଭୁବନେଶ୍ବରରେ CBI ରେଡ୍, ଦାମୀଗାଡ଼ିରୁ ମିଳିଲା ପ୍ରାୟ ୧ କୋଟି ଟଙ୍କା !

ଏହି ଦାମୀଗାଡ଼ିରୁ ପ୍ରାୟ ୧ କୋଟି ଟଙ୍କା  ମିଳିଥିବା ସୂଚନା ମିଳିଛି । ତେବେ ଏହି ଦାମୀ ଗାଡ଼ିରେ ଥିବା ୪ ଜଣଙ୍କୁ ସିବିଆଇ ହେପାଜତକୁ ନେଇ ତଦନ୍ତ ଜାରି ରଖିଛି ।

Kolkata Case
Kolkata RG Kar Doctor Rape and Murder Case: 'ମୁଁ କିଛି କରିନି, ମୋତେ ଫସେଇ ଦିଆଯାଇଛି'

କୋଲକାତା ଜୁନିୟର ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତ ସଞ୍ଜୟ ରାୟର ବଡ଼ ବୟାନ ।

Sandip Ghosh
କୋଲକାତା ଲଜ୍ଜା: ଦୁଷ୍କର୍ମ ଓ ହତ୍ୟା ମାମଲାରେ ସନ୍ଦୀପ ଘୋଷ ପୁଣି ଗିରଫ

ଏକ୍ସ-ପ୍ରିନ୍ସିପାଲ ସନ୍ଦୀପ ଘୋଷ ବି ତଦନ୍ତକୁ ବାଟବଣା କରିବାକୁ ଚେଷ୍ଟା କରିଥିଲେ ବୋଲି ଦର୍ଶାଇ ତାଙ୍କୁ ପୁଣିଥରେ ଗିରଫ କରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ।

Sandip Ghosh
୮ ଦିନିଆ ରିମାଣ୍ଡରେ ସନ୍ଦୀପ ଘୋଷ

ସନ୍ଦୀପ ଘୋଷଙ୍କ ରିମାଣ୍ଡରେ ଯାଇଥିବା ଅନ୍ୟ ୩ ଜଣ ହେଲେ ବିପ୍ଲବ ସିଂହ, ସୁମନ ହଜାରା ଓ ଅଫସର ଅଲ୍ଲୀ ଖାନ୍ । ଏହି ୪ ଅଭିଯୁକ୍ତଙ୍କୁ ଆସନ୍ତା ୧୦ ତାରିଖରେ କୋର୍ଟରେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Sandip Ghosh
ସନ୍ଦୀପଙ୍କ ଠାରୁ ସତ ଉଗାରିବ CBI; ଦୁର୍ନୀତି ମାମଲାରେ ହେଲେ ଗିରଫ...

ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ଠାରୁ ସତ ଉଗାରିବ ସିବିଆଇ। ଦୁର୍ନୀତି ମାମଲାରେ ଗତକାଲି ତାଙ୍କୁ ସିବିଆଇ ଗିରଫ କରିଥିଲ। 

CBI
ଅଭୟା କାଣ୍ଡକୁ ୨୩ଦିନ; କ୍ରାଇମ୍ ସ୍ପଟରେ ସିବିଆଇର ତନାଘନା

କୋଲକାତା ଆରଜି କର ମେଡିକାଲ୍ କଲେଜରେ ଦୁଷ୍କର୍ମ ଓ ହତ୍ୟା ମାମଲା। ତଦନ୍ତକୁ ଆହୁରି ବ୍ୟାପକ କରିଛି ସିବିଆଇ।

Kolkata Horror
୧୨ ଘଣ୍ଟା ପରେ ସନ୍ଦୀପଙ୍କ ଘରୁ ବାହାରିଲା ସିବିଆଇ!! ଅର୍ଥନୈତିକ ହେରଫେର ଅଭିଯୋଗ

କୋଲକାତା ଅଭୟା କାଣ୍ଡ ମାମଲାରେ ଆଜି ଚଢ଼ାଉକୁ ଆହୁରି ଜୋରଦାର କରିବ କି ସିବିଆଇ ? ଗତକାଲି RG କର୍ ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ଘର ସମେତ ୧୫ଟି ସ୍ଥାନରେ ସିବିଆଇ ରେଡ୍ ହୋଇଥିଲା ।

Sandip Ghosh
କୋଲକାତା ଲଜ୍ଜା: ବନ୍ଧା ହେବେ ସନ୍ଦୀପ ଘୋଷ ! ଘରେ ପଶିଲା CBI

କୋଲକାତା RG କର ମେଡିକାଲ୍ କଲେଜ ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଘାଣ୍ଟୁଛି ସିବିଆଇ। ସ୍କାନରରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ।ତାଙ୍କ ଘରେ ଆଜି ରେଡ୍ କରିଛି ସିବିଆଇ।

Kolkata Murder Case
କୋଲକାତା ଲଜ୍ଜା: ଆଜି ମୁଖ୍ୟ ଅଭିଯୁକ୍ତ ସଞ୍ଜୟର ପଲିଗ୍ରାଫ ଟେଷ୍ଟ

କୋଲକାତା RG କର ମେଡିକାଲ୍ କଲେଜ ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ଅଭିଯୁକ୍ତ ସଂଜୟର ଆଜି ପଲିଗ୍ରାଫ ଟେଷ୍ଟ । ପ୍ରେସିଡେନ୍ସି ଜେଲରେ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ସିବିଆଇ ।

Sanjay Roy
ଜେଲରେ ରାକ୍ଷସ ହସ ହସୁଛି ସଞ୍ଜୟ! ପିଶାଚର ଗୁମର ଖୋଲୁଛି ସିବିଆଇ

ସଞ୍ଜୟ ରାୟ... ଚେହେରା ସିନା ମଣିଷ... ହେଲେ ୟାର ପ୍ରକୃତି ରାକ୍ଷସ । ଏ ନର ପିଶାଚର ଗୁମର ଏବେ ଧୀରେ ଧୀରେ ସିବିଆଇ ଖୋଲିବାରେ ଲାଗିଛି ।

Sanjay Roy
ରାତି ତମାମ ବ୍ଲୁ ଫିଲ୍ମ ଦେଖୁଥିଲା ଆଉ...

ସଞ୍ଜୟ ରାୟ... ଚେହେରା ସିନା ମଣିଷ... ହେଲେ ୟାର ପ୍ରକୃତି ରାକ୍ଷସ । ଏ ନର ପିଶାଚର ଗୁମର ଏବେ ଧୀରେ ଧୀରେ ସିବିଆଇ ଖୋଲିବାରେ ଲାଗିଛି । ଯାହାକୁ ଶୁଣିଲେ ଆପଣଙ୍କ ଛାତି ଥରି ଉଠିବ ।

Kolkata Case accused Sanjay Roy
କୋଲକାତା ଲଜ୍ଜା: ଅଭିଯୁକ୍ତ ସଞ୍ଜୟର ନିଶା ଥିଲା ପର୍ଣ୍ଣ ଭିଡିଓ, ପଶୁ ଭଳି ଥିଲା ଆଚରଣ

କୋଲକାତା ମେଡିକାଲ କଲେଜ ଜଘନ୍ୟ ହତ୍ୟାକାଣ୍ଡର ଅଭିଯୁକ୍ତ ସଞ୍ଜୟ ବିଷୟରେ ମିଳିଲା ଚାଞ୍ଚଲ୍ୟକର ତଥ୍ୟ । ସେ ଥିଲା ପଶୁ ପ୍ରବୃତ୍ତିର ବ୍ୟକ୍ତି ଓ ପର୍ଣ୍ଣ ଭିଡିଓ ଦେଖିବାରେ ଥିଲା ଅଭ୍ୟସ୍ତ ।

Kolkata rape-murder case
କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ଆଜି ସୁପ୍ରିମକୋର୍ଟରେ ହେବ ମାମଲାର ଶୁଣାଣି...

କୋଲକାତା ଆର ଜି କର ମେଡିକାଲ କଲେଜରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ। ଆଜି ଦିନ ୧୦ଟା ୩୦ରେ ଏହି ମାମଲାର ଶୁଣାଣି ହେବ। 

Kolkata Murder Case
ସାମ୍ନାକୁ ଆସିବ ସତ! ! ଅଭିଯୁକ୍ତର ହେବ ପଲିଗ୍ରାଫ୍ ଟେଷ୍ଟ, ହାଇକୋର୍ଟ ଦେଲେ ଅନୁମତି

ଆଜି ତୃତୀୟ ଦିନରେ RG କର ମେଡିକାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ପଚରାଉଚରା କରିଛି ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ ଇନଭେଷ୍ଟିକେସନ୍ ।

Kolkata Rape-Murder
ନର ରାକ୍ଷସ ଖୋଲୁଛି ନିଜ ପାପର ପେଡ଼ି

ରାକ୍ଷସ... ଏ କେବଳ ରାକ୍ଷସ ନୁହେଁ... ନର ରାକ୍ଷସ । ୟାର ଇତିହାସ ଶୁଣିଲେ ନିଶ୍ଚୟ ଆପଣ ମୁଣ୍ଡରେ ହାତ ଦେବେ । ଆଉ ୟା’ର କଳା କାହାଣୀ ଜାଣିଲେ ଆପଣଙ୍କ ରକ୍ତ ଗରମ ହୋଇଯିବ ।

Naveen Patnaik'
ହିଣ୍ଡାଲକୋ ନାଁରେ ସିବିଆଇର ଏତଲା; ନବୀନଙ୍କ ପାଇଁ ବଢିଲା ଅଡୁଆ ! 

ପୁଣି ତେଜିଲା କୋଇଲା ଦୁର୍ନୀତି ବିବାଦ। ସିବିଆଇ ରିଟର୍ଣ୍ଣକୁ ନେଇ ତେଜିଲା ରାଜନୀତି। ହିଣ୍ଡାଲକୋ ବିରୋଧରେ ସିବିଆଇ ମାମଲା ରୁଜୁ କରିବା ପରେ ପାୱାର କରିଡରରେ ଏମିତି ଚର୍ଚ୍ଚା ଜୋର ଧରିଛି।

NEET exam paper leak case
ନିଟ୍-ୟୁଜି ପେପର ଲିକ୍ ମାମଲା: ଚାର୍ଜସିଟ୍ ଦାଖଲ କଲା CBI

ନିଟ୍ ୟୁଜି ପେପର ଲିକ୍ ମାମଲାରେ ପ୍ରଥମ ଚାର୍ଜସିଟ୍ ଦାଖଲ କଲା ସିବିଆଇ । ଚାର୍ଜସିଟରେ ୧୩ ଅଭିଯୁକ୍ତଙ୍କ ନାଁ ଉଲ୍ଲେଖ ରହିଛି। 

NEET-UG Paper Leak
NEET-UG ପ୍ରଶ୍ନପତ୍ର ଲିକ୍‌ ମାମଲା: CBIକୁ ଷ୍ଟାଟସ୍ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

NEET-UG ପ୍ରଶ୍ନପତ୍ର ଲିକ୍ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମାମଲା ନେଇ ଷ୍ଟାଟସ୍‌ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ । 

NEET Exam
ପ୍ରଶ୍ନ ପତ୍ର ଲିକ୍ ମାମଲାରେ ଧରା ପଡ଼ିଲେ ଦୁଇ ଅଭିଯୁକ୍ତ, ପାଟନାରୁ ହେଲେ ଗିରଫ

ବହୁ ଚର୍ଚ୍ଚିତ ନିଟ୍ ପେପର ଲିକ୍ ମାମଲା । ଗିରଫ ହେଲେ ଦୁଇଜଣ ଅଭିଯୁକ୍ତ ।

UGC-NET Question Leak
ଏତିକି ଟଙ୍କାରେ ବିକ୍ରି ହୋଇଥିଲା UGC-NET ପ୍ରଶ୍ନପତ୍ର ! ଡାର୍କୱେବରେ କରାଯାଇଥିଲା ଅପଲୋଡ୍‌

UGC-NET ପ୍ରଶ୍ନପତ୍ର ଲିକ୍‌ ହେବା ପରେ ସରକାର ଏହି ମାମଲାର ତଦନ୍ତ ଦାୟିତ୍ୱ ସିବିଆଇକୁ ଦେଇଛନ୍ତି । ଯାଞ୍ଚ ବେଳେ ସିବିଆଇ ଜାଣିବାକୁ ପାଇଛି କି UGC-NET ପ୍ରଶ୍ନପତ୍ର କେଉଁଠୁ ଲିକ୍‌ ହୋଇଛି ।

CBI Raid
ସନ୍ଦେଶଖାଲିରେ CBIର ବଡ଼ ଧରଣର ରେଡ୍, ଟିଏମସି ନେତାଙ୍କ ସହଯୋଗୀଙ୍କ ଘରୁ ବିପୁଳ ବନ୍ଧୁକ ଓ ଗୁଳି ଜବତ

ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ମାମଲାରେ ସନ୍ଦେଶଖାଲିରେ ସିବିଆଇର ୫ଟି ଟିମ୍ ଚଢ଼ାଉ କରିଛି ।

Arvind Kejriwal
ଆଜି ସରୁଛି କେଜରିୱାଲଙ୍କ ଇଡି ରିମାଣ୍ଡ; ଏଣ୍ଟ୍ରି କରିବ ସିବିଆଇ!

ତାଙ୍କୁ ତତ୍କାଳ ମୁକ୍ତି ଦେବାକୁ କେଜରିୱାଲ ଆବେଦନ କରିଥିଲେ। ତେବେ ହାଇକୋର୍ଟ ଏଥିପାଇଁମନା କରିଦେବା ସହ, ଇଡିକୁ ନିଜ ପକ୍ଷ ରଖିବା ପାଇଁ ଏପ୍ରିଲ ୨ ଯାଏଁ ସମୟ ଦେଇଛନ୍ତି।ଏପ୍ରିଲ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।