ରାକ୍ଷସ... ଏ କେବଳ ରାକ୍ଷସ ନୁହେଁ... ନର ରାକ୍ଷସ । ୟାର ଇତିହାସ ଶୁଣିଲେ ନିଶ୍ଚୟ ଆପଣ ମୁଣ୍ଡରେ ହାତ ଦେବେ । ଆଉ ୟା’ର କଳା କାହାଣୀ ଜାଣିଲେ ଆପଣଙ୍କ ରକ୍ତ ଗରମ ହୋଇଯିବ ।
ପୁଣି ତେଜିଲା କୋଇଲା ଦୁର୍ନୀତି ବିବାଦ। ସିବିଆଇ ରିଟର୍ଣ୍ଣକୁ ନେଇ ତେଜିଲା ରାଜନୀତି। ହିଣ୍ଡାଲକୋ ବିରୋଧରେ ସିବିଆଇ ମାମଲା ରୁଜୁ କରିବା ପରେ ପାୱାର କରିଡରରେ ଏମିତି ଚର୍ଚ୍ଚା ଜୋର ଧରିଛି।
ନିଟ୍ ୟୁଜି ପେପର ଲିକ୍ ମାମଲାରେ ପ୍ରଥମ ଚାର୍ଜସିଟ୍ ଦାଖଲ କଲା ସିବିଆଇ । ଚାର୍ଜସିଟରେ ୧୩ ଅଭିଯୁକ୍ତଙ୍କ ନାଁ ଉଲ୍ଲେଖ ରହିଛି।
NEET-UG ପ୍ରଶ୍ନପତ୍ର ଲିକ୍ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମାମଲା ନେଇ ଷ୍ଟାଟସ୍ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ ।
ବହୁ ଚର୍ଚ୍ଚିତ ନିଟ୍ ପେପର ଲିକ୍ ମାମଲା । ଗିରଫ ହେଲେ ଦୁଇଜଣ ଅଭିଯୁକ୍ତ ।
UGC-NET ପ୍ରଶ୍ନପତ୍ର ଲିକ୍ ହେବା ପରେ ସରକାର ଏହି ମାମଲାର ତଦନ୍ତ ଦାୟିତ୍ୱ ସିବିଆଇକୁ ଦେଇଛନ୍ତି । ଯାଞ୍ଚ ବେଳେ ସିବିଆଇ ଜାଣିବାକୁ ପାଇଛି କି UGC-NET ପ୍ରଶ୍ନପତ୍ର କେଉଁଠୁ ଲିକ୍ ହୋଇଛି ।
ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ମାମଲାରେ ସନ୍ଦେଶଖାଲିରେ ସିବିଆଇର ୫ଟି ଟିମ୍ ଚଢ଼ାଉ କରିଛି ।
ତାଙ୍କୁ ତତ୍କାଳ ମୁକ୍ତି ଦେବାକୁ କେଜରିୱାଲ ଆବେଦନ କରିଥିଲେ। ତେବେ ହାଇକୋର୍ଟ ଏଥିପାଇଁମନା କରିଦେବା ସହ, ଇଡିକୁ ନିଜ ପକ୍ଷ ରଖିବା ପାଇଁ ଏପ୍ରିଲ ୨ ଯାଏଁ ସମୟ ଦେଇଛନ୍ତି।ଏପ୍ରିଲ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଇଡି ପରେ କେଜରିୱାଲଙ୍କୁ ଘାଣ୍ଟିପାରେ ସିବିଆଇ। ଇଡିର ରିମାଣ୍ଡ ସରିବା ପରେ ସିବିଆଇ ତାଙ୍କୁ ରିମାଣ୍ଡରେ ନେବାକୁ କୋର୍ଟକୁ ଯାଇପାରେ ବୋଲି ସୂଚନା ମିଳିଛି।
ବ୍ଲାକରୋଜ୍ ବୁଡ଼ି ଘଟଣାରେ ସିବିଆଇ ତଦନ୍ତ ଦାବି ସଂପର୍କିତ ମାମଲା । ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ସିବିଆଇ ।
ମା ଗୃହ ୱାଡେନ୍ ଲକ୍ଷ୍ମୀ ମାଝୀଙ୍କ ରହସ୍ୟଜନକ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ଆଜି ୧୨ ଘଣ୍ଟିଆ ରାୟଗଡ଼ା ଜିଲ୍ଲା ବନ୍ଦ ଡାକରା ।
ବର୍ତ୍ତମାନ ମାମଲାକୁ ନେଇ ସିବିଆଇ ପ୍ରାଥମିକ ଅନୁସନ୍ଧାନ କରୁଥିବାବେଳେ ଏହି ଅନୁସନ୍ଧାନର ତଥ୍ୟକୁ ଆଧାର କରି ସାଂସଦଙ୍କ ବିରୋଧରେ ଅପରାଧିକ ମାମଲା ଦାୟର କରାଯିବ କି ନାହିଁ ତାହା ଏଜେନ୍ସି ସ୍ଥିର କରିବ ।
୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ରେଡ୍ ହାଣ୍ଡେଡ୍ ଧରା ଯାଇଛିା ଆଉ ରେଡ୍ ପରେ ସିବିଆଇ ଅଧିକାରୀଙ୍କ ହୋସ୍ ଉଡ଼ି ଯାଇଛିା
ସତ ପଦାକୁ ଆସିବା ପାଇଁ CBI ତଦନ୍ତ ଦାବି କରିଛନ୍ତି ମମିତାଙ୍କ ମା’ ତୁଳସୀ ମେହେର। କହିଛନ୍ତି ଜଣେ ଅଭିଯୁକ୍ତ ମରିଛି, ଯିଏ ବଞ୍ଚିଛି ତାକୁ ଫାଶି ଦିଆଯାଉ ବୋଲି ମମିତାଙ୍କ ମା’ କହିଛନ୍ତି।
କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ତାଙ୍କ ପତ୍ନୀଙ୍କ ନାଁରେ ଚାର୍ଜଫ୍ରେମ ।
ଘର ମାଲିକ ନିବାରଣ ନଗଦ ୨ କୋଟି ଟଙ୍କା କେଉଁଠୁ ଆଣିଲେ ସେନେଇ ଖୋଳତାଡ଼ କରିପାରେ ଆୟକର ବିଭାଗ ।
୪ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ICICI ଲମ୍ବାର୍ଡ ଇନସୁରାନ୍ସ କମ୍ପାନୀ ପକ୍ଷରୁ ହୋଇଥିଲା ଆବେଦନ।
ଭିଡିଓଟି ଦେଖିବାକୁ ଫିଲ୍ମ ଭଳି ଖୁବ୍ ରୋମାଞ୍ଚକର ମଧ୍ୟ ହୋଇଛି । ଅନେକ ଏହାକୁ ଲାଇକ୍ ସେୟାର କରିଥିବା ବେଳେ କମେଣ୍ଟ ମଧ୍ୟ ଦେଇଛନ୍ତି ।
ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ୩ ଅଭିଯୁକ୍ତଙ୍କୁ ଆଉ ୪ ଦିନ ରିମାଣ୍ଡରେ ନେଲା CBI । ଅଭିଯୁକ୍ତଙ୍କ ମୁହଁରୁ ଓଗାଳିବ ଅଧୁରା ସତ ।
ସମସ୍ତ ୩ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବା ପରେ ୪ ଦିନ ରିମାଣ୍ଡ ଅନୁମତି ଦେଇଛନ୍ତି ସ୍ପେଶାଲ କୋର୍ଟ । ତେବେ ରିମାଣ୍ଡକୁ ବିରୋଧ କରିଛନ୍ତି ଅଭିଯୁକ୍ତମାନଙ୍କ ଓକିଲ ।
କେଉଁ କାରଣରୁ ଘଟିଲା ବାହାନଗା ଟ୍ରେନ ଟ୍ରାଜେଡି? ଅଭିଯୁକ୍ତଙ୍କଠାରୁ ସତ ଓଗାଳିବାକୁ ତନାଘନା ଚଳାଇଛି CBI। ଏପଟେ ବିଶେଷଜ୍ଞଙ୍କ କହିବା କଥା, ଅଭିଯୁକ୍ତ ଜାଣିଶୁଣି ଘଟଣା ଘଟାଇଥିଲେ ଲାଗିପାରେ ହତ୍ୟା ଓ ସମ୍ପତ୍ତି ନଷ୍ଟ ଭଳି ସଙ୍ଗୀନ ଦଫା। ଏହାରି ଭିତରେ ବାହାନଗା ଷ୍ଟେସନ ମାଷ୍ଟରଙ୍କୁ ହାଜର ହେବାକୁ ସମନ କରିଛି CBI
ବାହାନଗା ଟ୍ରେନ୍ ଟ୍ରାଜେଡି ପଛର ସତ କ’ଣ ? ରେଳ କର୍ମଚାରୀଙ୍କ ବ୍ୟକ୍ତିଗତ ଅବହେଳା ନା ସୁପରିକଳ୍ପିତ ଷଡ଼ଯନ୍ତ୍ର ? ନା ରହିଛି ବାହ୍ୟଶକ୍ତିର ସମ୍ପୃକ୍ତି ? କାହିଁକି ପ୍ରମାଣ ନଷ୍ଟ କରିବାକୁ ଚେଷ୍ଟା କରିଥିଲେ ଗିରଫ ୩ ଅଭିଯୁକ୍ତ ? ମାସାଧିକକାଳ ତଦନ୍ତ ପରେ ଗତକାଲି ୩ ରେଳ କର୍ମଚାରୀ- ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମୀର ଖାନ୍ ଓ ଟେକ୍ନିସିଆନ ପପୁ କୁମାରଙ୍କୁ ଗିରଫ କରି ୫ ଦିନିଆ ରିମାଣ୍ଡରେ ନେଇ ଖୋଳତାଡ଼ ଆରମ୍ଭ କରିଛି ସିବିଆଇ।
ସିବିଆଇ ପକ୍ଷରୁ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପ୍ରଥମେ ମେଡିକାଲ ଚେକ୍ ଅପ୍ କରାଯାଇଥିଲା । କଡ଼ା ସୁରକ୍ଷାରେ ଭୁବନେଶ୍ୱର ସିବିଆଇ ଅଫିସରୁ ୩ ଅଭିଯୁକ୍ତଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା ।
ବାହାନଗା ଟ୍ରେନ୍ ଦୁର୍ଘଟଣାରେ ସିବିଆଇ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କେନ୍ଦ୍ରୀୟ ସଂସ୍ଥା ପକ୍ଷରୁ ତଦନ୍ତ କରାଯାଇ ଘଟଣାରେ ସମ୍ପୃକ୍ତି ଥିବା ୩ ଜଣଙ୍କୁ ପ୍ରାଥମିକ ପର୍ଯ୍ୟାୟରେ ଗିରଫ କରାଯାଇଛି । ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତଙ୍କ ସହ ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ନିସିଆନ ପପୁ କୁମାରଙ୍କୁ ଗିରଫ କରିଛି ସିବିଆଇ । ସମସ୍ତଙ୍କୁ ଆଇପିସିର ଧାରା ୩୦୪ ଏବଂ ୨୦୧ରେ ଗିରଫ କରାଯାଇଛି ବୋଲି ସୂଚନା ମିଳିଛି ।