• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cbse Results

96% in Class 10 Board exam
ଗୁପଚୁପ୍ ବିକନ୍ତି ବାପା, ଝିଅ CBSE ଟପ୍ପର

ଖାଲି ଯିଏ ସୁଖ ସ୍ୱଚ୍ଛନ୍ଦରେ ଅଛି, ସେ ଯେ ଭଲ ପାଠ ପଢ଼ିବ ଆଉ ଗରୀବ ଘରର ପୁଅ ଝିଅ ପାଠ ପଢ଼ିବାରୁ ବଞ୍ଚିତ ହେବ ତାହା ନୁହେଁ । ଜଣେ ଗୁପଚୁପ୍ବିକାଳି ଝିଅ ହେଉଛନ୍ତି CBSE ଦଶମ ପରୀକ୍ଷାରେ ଟପ୍ପର । ୯୬% ମାର୍କ ରଖି ଚର୍ଚ୍ଚାକୁ ଆସିଛନ୍ତି ।

CBSE Results
ପ୍ରକାଶ ପାଇଲା CBSE ଦ୍ବାଦଶ ରେଜଲ୍ଟ, ଏଥର ବି ବାଜି ମାରିଲେ ଛାତ୍ରୀ

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀମାନେ CBSE ୱେବସାଇଟ୍‌ରେ ରେଜଲ୍ଟ ଦେଖିପାରିବେ ।

CBSE Results
ଉଭୟ ଦଶମ ଦ୍ୱାଦଶରେ ବାଜି ମାରିଲେ ଛାତ୍ରୀ

କମିଲା ପାସ୍ ହାର । ବାଜି ମାରିଲେ ଛାତ୍ରୀ । ଆଜି CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଥିବାରୁ ସ୍କୁଲ ଗୁଡ଼ିକରେ ଉତ୍ସବର ମାହୋଲ ।

CBSE Results
CBSE Results 2023: ଏଥର ବି ପୁଅଙ୍କୁ ପଛରେ ପକାଇ ବାଜି ମାରିଲେ ଝିଅ

ପ୍ରକାଶ ପାଇଲା CBSE ରେଜଲ୍ଟ । ଉଭୟ ଦଶମ ଦ୍ୱାଦଶରେ ବାଜି ମାରିଲେ ଛାତ୍ରୀ । ଦଶମରେ ପାସ ହାର ୯୩.୧୨% ଥିବା ବେଳେ ଦ୍ୱାଦଶରେ ପାସ ହାର ରହିଛି ୮୭.୩୩% ।

CBSE 10th Results Out Today
ବାହାରିଲା CBSE ଦଶମ ପରୀକ୍ଷା ଫଳ... କେମିତି ଜାଣିବେ ରେଜଲ୍ଟ...

 ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । 

CBSE 12th Result
ବାହାରିଲା CBSE ଦ୍ୱାଦଶ ପରୀକ୍ଷା ଫଳ, ଜାଣନ୍ତୁ କେମିତି ଦେଖିବେ ରେଜଲ୍ଟ...

ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । 

CBSE Class 10 12 Result Likely To Announce Today
ଆଜି ପ୍ରକାଶ ପାଇପାରେ CBSE ରେଜଲ୍ଟ: ଜାଣନ୍ତୁ, ଡିଜିଲକର୍‌ରେ କେମିତି ଚେକ୍‌ କରିବେ ?

ଆଜି ପ୍ରକାଶ ପାଇପାରେ ସିବିଏସଇ ରେଜଲ୍ଟ। ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ। 

how to know CBSE Class 10, 12 Result 2023 marksheets on DigiLocker
ଖୁବ୍‌ଶୀଘ୍ର CBSE ରେଜଲ୍ଟ ! ଜାଣନ୍ତୁ, କେମିତି ଡିଜିଲକର୍‌ରୁ ପାଇବେ ମାର୍କସିଟ୍‌ ?

ଖୁବ୍‌ଶୀଘ୍ର ସିବିଏସ୍‌ଇ ଏହାର ଚଳିତ ବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀର ରେଜଲ୍ଟ ପ୍ରକାଶ କରିବ ବୋଲି ଜଣାପଡ଼ିଛି। ଛାତ୍ରଛାତ୍ରୀଙ୍କ ଦଶମ ଓ ଦ୍ୱାଦଶ ଶ୍ରେଣୀର ମାର୍କସିଟ୍‌ ଓ ପାସିଂ ସାର୍ଟିଫିକେଟ୍‌ ଡିଜିଲକର୍‌ ଆପ୍‌(DigiLocker App)ରେ ଅପ୍‌ଲୋଡ୍‌ ହେବ।

CBSE Result, Trivendram in Top
ସିବିଏସ୍ଇର ସମସ୍ତ ରିଜିଅନ୍ ମଧ୍ୟରୁ ତ୍ରିଭେନ୍ଦ୍ରମ୍ ଆଗରେ

ପ୍ରକାଶ ପାଇଲା ସିବିଏସଇ ରେଜଲ୍ଟ। ଦ୍ୱାଦଶରେ ୯୨.୭୧ ପ୍ରତିଶତ, ଦଶମରେ ୯୪.୪୦ ପାସ୍‌ ହାର। ଉଭୟରେ ଟପ୍‌ରେ ତ୍ରିଭେନ୍ଦ୍ରମ୍ ରିଜିଅନ୍। ଏଥର ବି ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ।

 CBSE Class 12 results 2022 out
ଲକ୍ଷାଧିକ ଛାତ୍ରଛାତ୍ରୀଙ୍କ ଅପେକ୍ଷାର ଘଟିଲା ଅନ୍ତ, ପ୍ରକାଶ ପାଇଲା CBSE ଦ୍ୱାଦଶ ରେଜଲ୍ଟ

ଆଜି CBSE ଦ୍ୱାଦଶ ରେଜଲ୍ଟ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ ଅଫିସିଆଲ୍‌ ୱେବ୍‌ସାଇଟ୍‌ cbseresults.nic.in and results.cbse.nic.in ରେ ରେଜଲ୍ଟ ଚେକ୍‌ କରିପାରିବେ।

CBSE Result
ପ୍ରକାଶ ପାଇଲା CBSE ଦଶମ ପରୀକ୍ଷା ଫଳ

ପ୍ରକାଶ ପାଇଛି କେନ୍ଦ୍ରୀୟ ପ୍ରାଥମିକ ଶିକ୍ଷା ବୋର୍ଡ (ସିବିଏସଇ) ୧୦ମ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ରେ ସିବିଏସ୍‌ଇର ଅଫିସିଆଲ ସାଇଟ୍‌ cbseresults.nic.inରେ ପ୍ରକାଶ ପାଇଛି ଫଳାଫଳ। ୧୮ ଲକ୍ଷ ଛାତ୍ରଛାତ୍ରୀ ଦଶମ ପରୀକ୍ଷା ପାଇଁ ରେଜିଷ୍ଟ୍ରେସନ କରିଥିଲେ । ୧୮ ଲକ୍ଷ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକ ଫଳାଫଳ ପାଇଁ ଅପେକ୍ଷା କରିଥିଲେ । ଏହି ଫଳାଫଳ ଏଥର ରେକର୍ଡ କରିଛି। ଏଥର ୯୯.୦୪ ପ୍ରତିଶତ ପିଲା ପାସ୍ କରିଛନ୍ତି। ପରୀକ୍ଷା ଦେଇଥିବା ୨୦, ୯୭, ୧୨୮ ପିଲାଙ୍କ ମଧ୍ୟରୁ ପାସ୍ କରିଛନ୍ତି ୨୦, ୭୬, ୯୯୭ ଛାତ୍ରଛାତ୍ରୀ।