• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cctv Visual

Anubhav Mohanty
ଘର ଚାବି ପାଇଁ ସାମ୍ନାସାମ୍ନି ହେଲେ ବର୍ଷା-ଅନୁଭବ : ସିସିଟିଭି ଫୁଟେଜ ଭାଇରାଲ

ପୁଣି ଚର୍ଚ୍ଚାରେ ବର୍ଷା-ଅନୁଭବ। ସିସିଟିଭି ଭିଡ଼ିଓରେ ଉଭୟ ସାମ୍ନାସାମ୍ନି ହୋଇଥିବା ଦେଖିବାକୁ ମିଳିଛି। କିନ୍ତୁ ଅନୁଭବ ବର୍ଷାଙ୍କୁ କଣ କହୁଛନ୍ତି ତାହା ସ୍ପଷ୍ଟ ଶୁଣାଯାଉନାହିଁ। କିନ୍ତୁ ଆଇନର କଥା ଅନୁଭବ ବର୍ଷାଙ୍କୁ କହିବା ସହ ଏକ ଚାବି ଖୋଲୁଥିବା ଦେଖିବାକୁ ମିଳିଛି

2 Brothers Die After Falling Into Well In Odisha\'s Sambalpur
କୂଅରେ ପଡ଼ି ୨ ଭାଇ ମୃତ, ଦେଖନ୍ତୁ ଭିଡିଓ...

ସମ୍ବଲପୁର ଟାଉନ ଥାନା ଲକ୍ଷ୍ମୀ ଟକିଜ ଅଞ୍ଚଳରେ ଅଘଟଣ। କୂଅରେ ପଡ଼ି ଦୁଇ ଭାଇଙ୍କ ମୃତ୍ୟୁ। ମୃତକ ହେଲେ ସାହୁ କଲୋନିର ସୁନୀଲ ତ୍ରିପାଠୀ ଓ ସୁଶୀଲ ତ୍ରିପାଠୀ। ସେମାନନଙ୍କ ବୟସ ୩୦ ବର୍ଷ ଓ ୨୫ ବର୍ଷ। ଗତକାଲି ଉଭୟେ କୂଅରେ ପଡ଼ିଯିବା ପରେ ଅଗ୍ନିଶମ ବାହିନୀକୁ ଡକାଯାଇଥିଲା।

ମୃତ୍ୟୁ ବେଳର ଦୃଶ୍ୟ ସିସିଟିଭିରେ କଏଦ
ଦୁଇ ଭାଇଙ୍କ ମୃତ୍ୟୁ ବେଳର ଦୃଶ୍ୟ ସିସିଟିଭିରେ କଏଦ

ଦୁଇ ଭାଇ ଖୁସିରେ ଜଣକ ସହିତ କଥା ହେଉଥିଲେ କିନ୍ତୁ ଜାଣିନଥିଲେ, ମୃତ୍ୟୁ ତାଙ୍କ ପଛପଟେ ହିଁ ଅପେକ୍ଷା କରିଛି। ଦୁଇ ଜଣଙ୍କ ମୃତ୍ୟୁ ପରେ ଏହି ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।