ଢେଙ୍କାନାଳ ହସ୍ପିଟାଲ୍ର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା ନେଇ ସିଡିଏମ୍ଓ, ଏଡିଏମ୍ଓଙ୍କୁ ଢେଙ୍କାନାଳ ଜିଲ୍ଲା ଓକିଲ ସଂଘ, ବଣିକ ସଂଘ, ସାମ୍ବାଦିକ ସଂଘ ଓ ବୁଦ୍ଧିଜୀବୀ ଘେରାଉ କରିଛନ୍ତି।
ଟେଣ୍ଡରକୁ ଖାରଜ କରିବା ପରେ ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ଅଭିଯୋଗ
ସରକାରୀ ଡାକ୍ତରଖାନାରେ ସେବା ପ୍ରଥମ । ତା’ ପରେ ଘରୋଇ ଚିକିତ୍ସା କରିପାରିବେ ଡାକ୍ତର । ହେଲେ ଡା. ଦୀକ୍ଷିତଙ୍କର ଓପିଡି ଲିଷ୍ଟରେ କେବେ ବି ନାଁ ନାହିଁ।