କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣା ପ୍ରସଙ୍ଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଲୋକସଭାରେ ବିବୃତି ରଖିଛନ୍ତି। ଲ୍ୟାଣ୍ଡିଂର ୭ ମିନିଟ୍ ପୂର୍ବରୁ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ଏହି ଦୁର୍ଘଟଣା ସଂପର୍କରେ ଆଜି ସଂସଦରେ ବିବୃତି ରଖିପାରନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ।
ଦୀର୍ଘ ୪ ଦଶନ୍ଧି ଧରି ଭାରତୀୟ ସେନାରେ ସେ ସେବା ଯୋଗାଇ ଆସୁଛନ୍ତି । ଅନେକ ଯୁଦ୍ଧରେ ସଫଳ ହୋଇଛନ୍ତି । ତାଙ୍କ ନେତୃତ୍ୱରେ ଭାରତୀୟ ସେନା ଅନେକ କଠିନ୍ ମିଶନରେ ସଫଳତା ପାଇଛି ।
ତିନି ସେନା ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା ଲାଗି ସୃଷ୍ଟି କରାଯାଇଥିବା ସିଡିଏସ୍ ପଦରେ ବସିବାର ଗୌରବ ମିଳିଥିଲା ଜେନେରାଲ ବିପିନ୍ ରାଓ୍ୱତଙ୍କୁ । ୨୦୧୯ ଡିସେମ୍ବର ୩୦ରେ ତାଙ୍କୁ ଏହି ପଦ ମିଳିଥିବା ବେଳେ ୨୦୨୦ ଜାନୁଆରୀ ପହିଲାରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ ।
ବୁଧବାର ତାମିଲନାଡୁର କନ୍ନୁର ନିକଟରେ ଭାରତୀୟ ବାୟୁସେନାର ହେଲିକପ୍ଟର Mi-17V5 ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଆଉ ସେଥିରେ ଜେନେରାଲ ବିପିନ ରାୱତଙ୍କ ପରଲୋକ ଘଟିଛି ।
ସିଡିଏସ୍ ବିପିନ ରାଓ୍ବତଙ୍କ ପରଲୋକରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ଗୃହ ମନ୍ତ୍ରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।
ୱେଲିଂଟନ୍ ଡିଫେନ୍ସ ସର୍ଭିସେସ୍ ଷ୍ଟାଫ୍ କଲେଜରେ ହେବାକୁ ଥିବା ପ୍ରଶିକ୍ଷକ ଓ ଶିକ୍ଷାନବିଶଙ୍କୁ ଦୀକ୍ଷାନ୍ତ ଭାଷଣ ଦେବାକୁ ଯାଉଥିଲେ ସିଡିଏସ୍। ବାୟୁସେନା ହେଲିକର Mi 17 V5ରେ ଯିବା ବେଳେ କ୍ରାସ୍ ହୋଇଥିଲା।
ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ଏହି ହେଲିକପ୍ଟର ସବୁଠୁ ସୁରକ୍ଷିତ ହେଲିକପ୍ଟର ମଧ୍ୟରୁ ଅନ୍ୟତମ । ଏହି ହେଲିକପ୍ଟରକୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ବ୍ୟବହାର କରାଯାଇଥାଏ । କାରଣି ଏଥିରେ ଯାତ୍ରା କରିବା ଅନ୍ୟ ହେଲିକପ୍ଟର ଅପେକ୍ଷା ଅଧିକ ସୁରକ୍ଷିତ ।
ଦୁର୍ଘଟଣାଗ୍ରସ୍ତ Mi-17V5 ବାୟୁସେନାର ସବୁଠାରୁ ଅତ୍ୟାଧୁନିକ ଓ ସୁରକ୍ଷିତ ହେଲିକପ୍ଟର ମଧ୍ୟରୁ ଅନ୍ୟତମ ।୨୦୧୨ ମସିହା ଫେବୃଆରୀ ୧୭ ପରଠାରୁ ଏହା ବାୟୁସେନାରେ ସେବା ଯୋଗାଇ ଆସୁଛି ।
ପରେ ସେଠାରୁ ସିଧା ସଳଖ ସଂସଦ ଆଭିମୁଖେ ବାହାରିଲେ ରାଜନାଥ ସିଂହ । ତେବେ ସିଡିଏସ୍ଙ୍କ ହେଲିକପ୍ଟର ଦୁର୍ଘଟଣା ନେଇ ଅନେକ ବଡ଼ ବଡ଼ ନେତା ଦୁଃଖ ପ୍ରକାଶ କରିଛନ୍ତି ।
କେମିତି ହେଲା ବିସ୍ଫୋରଣ ? କଣ ହେଲିକପ୍ଟରରେ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଏହାକୁ ଯାଞ୍ଚ କରାଯାଇନଥିଲା କି ? ନା ଏହି ଦୁର୍ଘଟଣା ପଛରେ ଅନ୍ୟ କିଛି କାରଣ ଅଛି ?
ବାୟୁସେନାର MI-17 V 5 ହେଲିକପ୍ଟରରେ ସିଡିଏସ୍ ବିପିନ ରାଓ୍ୱତ, ତାଙ୍କ ପତ୍ନୀ ଓ ଷ୍ଟାଫ୍ ମେମ୍ବରଙ୍କୁ ମିଶାଇ ୧୪ ଜଣ ଥିବା ସୂଚନା ମିଳିଛି।
ସିଡିଏସ୍ ବିପିନ୍ ରାଓ୍ୱତ୍ଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ ସିଡିଏସ୍ ବିପିନ ରାୱତ୍ଙ୍କୁ ହସ୍ପିଟାଲ ନିଆଯାଇଛି। ତାଙ୍କୁ ୱେଲିଂଟନ୍ ଏୟାରବେସ୍ ହସ୍ପିଟାଲ ନିଆଯାଇଥିବା ସୂଚନା ମିଳିଛି।
ତାମିଲନାଡୁ କୁନ୍ନୁରରେ ସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରରେ ସେନା ମୁଖ୍ୟ ବିପିନ ରାୱତ ଥିଲେ ବୋଲି ସୂଚନା ମିଳିଛି।
ସିଡିଏସ୍ ଜେନେରାଲ ବିପିନ ରାୱତ ବୁଧବାର ଦିନ ଏକ କାର୍ଯ୍ୟକ୍ରମରେ ଚୀନ୍ ପକ୍ଷରୁ ବିପଦ ସମ୍ପର୍କରେ ଚେତାବନୀ ଦେଇ ଏପରି କହିଛନ୍ତି । ଇରାନ ଏବଂ ତୁର୍କୀ ସହ ସମ୍ପର୍କ ସ୍ଥାପନ କରିବା ପରେ ଡ୍ରାଗନ୍ ଖୁବ୍ ଶୀଘ୍ର ଆଫଗାନିସ୍ତାନରେ ପ୍ରବେଶ କରିବ । ଆଉ ଏଥିପାଇଁ ପାଇଁ ଫୁଲଫ୍ରୁଫ୍ ଯୋଜନା କରିଛି ଚୀନ୍ । ଉଭୟ ପଡ଼ୋଶୀ ଦେଶ ପାକିସ୍ତାନ ଓ ଚୀନ୍ ଏବେ ଭାରତ ବିରୋଧୀ ଷଡ଼ଯନ୍ତ୍ର କରୁଛନ୍ତି ।
ଆତ୍ମନିର୍ଭରଶୀଳ ଭାରତକୁ ସମର୍ଥନ କରିବାକୁ ଯାଇ ସିଡିଏସ୍ ଜେନେରାଲ୍ ବିପିନ ରାୱତ କହିଛନ୍ତି ଯେ, ବାହାରୁ ଶକ୍ତି ଧାର ଆଣି ଭାରତର ରେଜିଓନାଲ ପାୱାର ହେବାର ସ୍ୱପ୍ନ କେବେ ବି ପୂରଣ ହୋଇପାରିବ ନାହିଁ ।
ଆଫଗାନିସ୍ତାନ ସ୍ଥିତିକୁ ନେଇ CDS ବିପିନ ରାୱତଙ୍କ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ । ସେ କହିଛନ୍ତି, ‘ଆଫଗାନ୍ରେ ଯାହା ଘଟିବ ବୋଲି ଭାବିଥିଲୁ ତାହା ଘଟିଲା ବୋଲି କହିଛନ୍ତି CDS ବିପିନ୍ ରାୱତ ।