ଆସନ୍ତା ମାସରେ କର୍ମଚାରୀଙ୍କ ଦରମା ବୃଦ୍ଧି(Salary Hike) ଲାଗି ସରକାର ଯୋଜନା କରୁଥିବା ସୂଚନା ମିଳିଛି। ଡିଏ ବୃଦ୍ଧି(DA Hike)ଠୁ ଆରମ୍ଭ କରି ବକେୟା ଡିଏ (Due DA) ସରକାର ପ୍ରଦାନ କରିପାରନ୍ତି। ଏହାସହ PF ଉପରେ ମିଳିବାକୁ ଥିବା ସୁଧ ଟଙ୍କା ମଧ୍ୟ କର୍ମଚାରୀଙ୍କ ଆକାଉଣ୍ଟକୁ ପଠା ଯାଇପାରେ।
ଖୁବ୍ଶୀଘ୍ର କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର। ଜୁଲାଇରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ DA ବଢ଼ାଇ(DA Hike)ପାରନ୍ତି।
କେନ୍ଦ୍ର ସରକାରୀ କର୍ମଚାରୀ(Central Govt Employees)ଙ୍କ ପାଇଁ ଖୁସି ଖବର। ମୋଦି ସରକାର ପୁଣିଥରେ କେନ୍ଦ୍ର ସକରାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ବୃଦ୍ଧି କରିବା ଲାଗି ଯୋଜନା କରିଛନ୍ତି।
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ମହଙ୍ଗା ଭତ୍ତା(DA) ବୃଦ୍ଧି ପରେ ଏବେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ HRA(House Rent Allowance) ବୃଦ୍ଧି ହୋଇପାରେ।
ଖୁବ୍ ଶୀଘ୍ର କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର। ଶୁଣିବାକୁ ମିଳୁଛି, କେନ୍ଦ୍ର ସରକାରୀ କର୍ମଚାରୀଙ୍କ ସର୍ବନିମ୍ନ ଦରମା ମଧ୍ୟ ବୃଦ୍ଧି ହୋଇପାରେ। ଫଳରେ କର୍ମଚାରୀଙ୍କ ସର୍ବନିମ୍ନ ବେସିକ୍ ସାଲାରୀ ୧୮ ହଜାର ଟଙ୍କାରୁ ବୃଦ୍ଧି ହୋଇ ୨୬ ହଜାର ଟଙ୍କା ହୋଇପାରେ।