ଭୁବନେଶ୍ୱର ଚନ୍ଦକାରେ ହାତୀଛୁଆ ମୃତ୍ୟୁର କାରଣ ତାଳ ବୋଲି ଜଣାପଡ଼ିଛି । ପୋଷ୍ଟମର୍ଟମ ପରେ ସ୍ପଷ୍ଟ ହୋଇଛି ମୃତ୍ୟୁର କାରଣ ।
ଅସୁସ୍ଥ ହାତୀ ଛୁଆକୁ ବଞ୍ଚାଇବାକୁ ଚାଲିଛି ସବୁ ପ୍ରୟାସ । ଗୋଠ ଛଡ଼ା ହୋଇଥିବା କୁନି ହାତୀର ତଣ୍ଟିରେ କିଛି ଲାଗିଯାଇଥିବା ଅନୁମାନ କରୁଛନ୍ତି ଡାକ୍ତରୀ ଟିମ୍ ।
ଚନ୍ଦକାରେ ଆଉ ଶୁଣିବାକୁ ମିଳିବନି ବୟସ୍କ ଗଜ ରାମୁର ଗର୍ଜନ କି ଦେଖିବାକୁ ମିଳବନି ତା’ ହରକତ । ଜୀବନର ୪୦ ବର୍ଷ ଚନ୍ଦକା ଜଙ୍ଗଲରେ ରାଜା ଭଳି ଜିଇଁବା ପରେ ଆଖି ବୁଜିଛି ହାତୀ ରାମୁ ।
କେବଳ ଚନ୍ଦକା ଅଭୟାରଣ୍ୟ ନୁହେଁ, ରାଜ୍ୟର ଅନେକ ସ୍ଥାନରେ ଏବେ ବନାଗ୍ନିର ପ୍ରକୋପ । ଶିମିଳିପାଳଠୁ ଆରମ୍ଭ କରି କେନ୍ଦୁଝର ଯାଏଁ ସବୁଠି ଜଙ୍ଗଲକୁ ଗ୍ରାସ କଲାଣି ବନାଗ୍ନି ।
ଅସୁରକ୍ଷିତ ଅଭୟାରଣ୍ୟ ! ସୀମା ଟପିଲା ଶିକାରୀଙ୍କ ବର୍ବରତା। ବଳି ପଡ଼ିଗଲେ ଗଜରାଜ। ବାରହା ହେଉ କି ହରିଣ ବା ହାତୀ, କାହାକୁ ଛାଡ଼ୁନାହାନ୍ତି ଶିକାରୀ ।
ଗତ କିଛି ଦିନ ଧରି ଅସୁସ୍ଥ ରହିଥିବା ବେଳେ ଆଜି ଚନ୍ଦକା ଅଭୟାରଣ୍ୟରେ ନନ୍ଦ ହାତୀର ମୃତ୍ୟୁ ହୋଇଛି ।