• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Chandipur

Honey Trap
ପୁଣି ଚାନ୍ଦିପୁର ITRରେ ହନିଟ୍ରାପ୍, ପାକିସ୍ତାନ ସୁନ୍ଦରୀଙ୍କ ମାୟାରେ ପଡ଼ିଲେ କର୍ମଚାରୀ

ହନି ସହ ମନି ଟ୍ରାପରେ ପଡ଼ି ଦେଇଦେଲେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ବରିଷ୍ଠ ଟେକ୍ନିକାଲ୍ ଅଫିସର ଗିରଫ ।

Akash Prime Missile
ଆକାଶ ପ୍ରାଇମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଡମି ଏୟାରକ୍ରାଫ୍ଟକୁ ଧ୍ୱଂସ କଲା

ଚାନ୍ଦିପୁରରୁ ଆକାଶ ପ୍ରାଇମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ । ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ-ITRରୁ ଏହି ଅତ୍ୟାଧୁନିକ ମିଜାଇଲ୍‌ର ଆଜି ଅପରାହ୍ନ ପ୍ରାୟ ସାଢ଼େ ୪ଟା ସମୟରେ ପରୀକ୍ଷଣ କରାଯାଇଛି ।

ITR Honey Trap
ମାୟାବିନୀର ଫୋନ୍ ହ୍ୟାକିଂ ଖେଳ, ITR ତଥ୍ୟ ହାସଲ ପାଇଁ ବିଦେଶରୁ ହନିଟ୍ରାପ୍‌

ମାୟାବିନୀର ଫୋନ୍ ହ୍ୟାକିଂ ଖେଳ । ITR ତଥ୍ୟ ହାସଲ ପାଇଁ ବିଦେଶରୁ ପଡୁଥିଲା ହନିଟ୍ରାପ୍‌ର ଫାଶ । ୫ ଅଭିଯୁକ୍ତଙ୍କୁ ରୂପଲାବଣ୍ୟରେ ବଶ କରି କଣ୍ଢେଇ ଭଳି ନଚାଉଥିବା ରହସ୍ୟମୟୀ, ମୋବାଇଲ୍ ହ୍ୟାକିଂରେ ବି ମାହିର ଥିବାର ପ୍ରମାଣ ପାଇଛି ତଦନ୍ତକାରୀ ଟିମ୍ ।

DRDO Info Leak
କାହାକୁ Hi.. ତ ଆଉ କାହାକୁ Love Uh.. କହି ବାୟା କରିଥିଲା ମାୟାବିନି

ରହସ୍ୟମୟୀ ଯୁବତୀର ରୋମାଞ୍ଚିତ ନାଟକ । ପ୍ରତିରକ୍ଷା କ୍ଷେତ୍ରର ଗୁପ୍ତ ତଥ୍ୟ ହାତେଇବାକୁ ନାନା ଫନ୍ଦି ଫିକର । ସୋସିଆଲ୍ ମିଡିଆରେ ଷଡ଼ଯନ୍ତ୍ରର ମାୟାଜାଲ ବିଛାଇ ଥିବା ରହସ୍ୟମୟୀ ଲେଡି କାହାକୁ Hi ଲେଖି ଯୋଡ଼ି ଦେଇଥିଲା ସମ୍ପର୍କ, ତ ଆଉ କାହାକୁ ଶିକାର କରୁଥିଲେ LOVE YOU କହି ।

DRDO
DRDO ତଥ୍ୟ ଲିକ୍ ସହ ହନି ଟ୍ରାପ୍ ଲିଙ୍କ୍ !

DRDO ତଥ୍ୟ ଲିକ୍ ସହ ହନି ଟ୍ରାପ୍ ଲିଙ୍କ୍ ! ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍ ଘଟଣାରେ ମିଳିଛି ହନି ଟ୍ରାପ୍ ଲିଙ୍କ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି।