ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜମ୍ମୁ-କାଶ୍ମୀର ଗୁରେଜ୍ ସେକ୍ଟର ବରାଉମ୍ ଅଞ୍ଚଳରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି।