ମେଡିସିନ୍ କମ୍ପାନୀରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ।
ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ପ୍ଲାଣ୍ଟର ଛାତ ଫାଟି ଯାଇଥିଲା। ଏହାସହ ଶ୍ରମିକମାନେ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ।