ଚେତନ ତାଙ୍କ ଇସ୍ତଫା ପତ୍ରକୁ BCCI ସମ୍ପାଦକ ଜୟ ଶାହାଙ୍କ ନିକଟକୁ ପଠାଇଥିବା ଜଣାପଡ଼ିଛି । ଏକ ଭାଇରାଲ ଭିଡିଓ ପାଇଁ ବିବାଦକୁ ଆସିଥିଲେ ଚେତନ ଶର୍ମା ।