ଆସନ୍ତା ୭ ତାରିଖରେ ଛତିଶଗଡ଼ ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟିଂ ହେବ। ଏହାପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସ୍କାନରକୁ ଆସିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ।
ମାଡ଼ ଖାଇଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ । ସମସ୍ତଙ୍କ ସାମ୍ନାରେ ଖାଇଲେ ଚାବୁକ ମାଡ଼ । ହାତ ଦେଖାଇ ଠିଆ ହୋଇଥିବା ବେଳେ ଜଣେ ବ୍ୟକ୍ତି ତାଙ୍କୁ ପ୍ରହାର ଉପରେ ପ୍ରହାର କରି ଚାଲିଲେ । ତେବେ କିଏ ଦେଲା ତାଙ୍କୁ ଏମିତି ଶାସ୍ତି? ସେ କାହିଁକି ଖାଇଲେ ମାଡ଼?
ବିମାନବନ୍ଦରର ତଳେ ବସିଲେ ଛତିଶଗଡର ମୁଖ୍ୟ ଭୁପେଶ ବଘେଲ୍ । ଲଖିମ୍ପୁର ଖିରିରେ କୃଷକଙ୍କ ମୃତ୍ୟୁ ପରେ ଛତିଶଗଡର ମୁଖ୍ୟ ଭୁପେଶ ବାଗେଲ ଲକ୍ଷ୍ନୌ ବିମାନ ବନ୍ଦରରେ ପହଞ୍ଚିଥିଲେ ।