ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ହେବେ ଜ୍ଞାନେଶ କୁମାର । ୧୯୮୮ ବ୍ୟାଚ୍ ଅବସରପ୍ରାପ୍ତ IAS ଅଧିକାରୀ ହେଉଛନ୍ତି ଜ୍ଞାନେଶ କୁମାର ।
ରାଷ୍ଟ୍ରପତି ନିର୍ବାଚନ ପାଇଁ ବାଜିଲା ବିଗୁଲ୍...ଜୁଲାଇ ୧୮ରେ ଭୋଟ୍, ଆସନ୍ତା ୧୫ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ…