ଏପ୍ରିଲ ୧୬ରେ ଲୋକସଭା ନିର୍ବାଚନ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଥିବା ଚର୍ଚ୍ଚା ହେଉଛି ।
ଫେବ୍ରୁଆରିରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି.. ନିର୍ଭୁଲ ଭୋଟର ତାଲିକା ବା ନିଜର ଭୋଟ୍ ପରିଚୟ ପତ୍ର କରିବା ଲାଗି ଅନଲାଇନ୍ ଆବେଦନ ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି.
ନଭେମ୍ବର ୧ରୁ ଆରମ୍ଭ ହେବ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ଜାନୁଆରୀ ୬ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୨୦୨୨ ଜାନୁଆରୀ ସୁଦ୍ଧା ୧୮ ବର୍ଷ ହେଉଥିବା ବ୍ୟକ୍ତି ମାନେ ଏଥିରେ ସାମିଲ ହୋଇ ପାରିବେ ।