• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Chief Justice

Justice Harish Tandon
Harish Tandon: ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ନିଯୁକ୍ତ ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ । ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂଙ୍କର ଅବସର ପରେ ଏହି ସ୍ଥାୟୀ ମୁଖ୍ୟ ବିଚାରପତି ପଦ ଖାଲି ରହିଥିଲା । ପଢନ୍ତୁ ପୁରା ଖବର

Orissa High Court
Odisha High Court: ଜଷ୍ଟିସ୍ ହରିଶ ଟଣ୍ଡନ ହାଇକୋର୍ଟ ମୁଖ୍ୟ ବିଚାରପତି

ସୂଚନା ଅନୁସାରେ ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ନେଇଥିଲେ । ଜଷ୍ଟିସ ସିଂଙ୍କ ଅବସର ପରେ ଏହି ସ୍ଥାୟୀ ପଦବୀ ଖାଲି ପଡ଼ିଥିଲା ।

ପ୍ରେମ ଆଗରେ ହାର ମାନିଲା ଧର୍ମ
Muslim Chief Justice: ସୁପ୍ରିମକୋର୍ଟର ପ୍ରଥମ ମୁସଲିମ ପ୍ରଧାନ ବିଚାରପତି: ହିନ୍ଦୁ ମହିଳାଙ୍କୁ ବିବାହ, ହିନ୍ଦୁ ପରମ୍ପରାରେ ଶେଷକୃତ୍ୟ

ମୋହମ୍ମଦ ହିଦାୟତୁଲ୍ଲାହ ଦେଶର ପ୍ରଥମ ମୁସଲିମ ପ୍ରଧାନ ବିଚାରପତି । ମୁସଲିମ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ହେଁ ସେ ଜଣେ ହିନ୍ଦୁ ଯୁବତୀଙ୍କ ପ୍ରେମରେ ପଡିଥିଲେ । ୫ ବର୍ଷ ସମ୍ପର୍କରେ ରହିବା ପରେ ତାଙ୍କୁ ସେ ବିବାହ କରିଥିଲେ । ଭିନ୍ନ ଧର୍ମରେ ବିବାହ କରିଥିଲେ ହେଁ ଖୁବ ଭଲରେ କଟିଥିଲା ତାଙ୍କର ଦାମ୍ପତ୍ୟ ଜୀବନ । ମୃତ୍ୟୁ ପରେ ତାଙ୍କ ଶେଷ ଇଚ୍ଛା ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର ହିନ୍ଦୁ ପରମ୍ପରା ଅନୁସାରେ କରାଯାଇଥିଲା ।

କିଏ ଏହି ସଞ୍ଜୀବ ଖାନ୍ନା ?
CJI Sanjiv Khanna: ଦିନେ ତୃତୀୟ ଶ୍ରେଣୀର ଓକିଲ ଥିଲେ ସଞ୍ଜୀବ ଖାନ୍ନା !

ଦିଲ୍ଲୀ ଆୟକର ବିଭାଗର ସିନୟର ଷ୍ଟାଣ୍ଡିଂ କାଉନସେଲ୍‌ ଭାବେ ସେ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ସହକାରୀ ସରକାରୀ ଓକିଲ ଭାବେ ମଧ୍ୟ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ ।

Chief Justice
ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା: ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ

ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ଦେଇଛି। ବାନ୍ଧବୀଙ୍କୁ ଯୌନ ନିର୍ଯାତନା ସହ ସେନାଧିକାରୀଙ୍କୁ ହାଜତରେ ପୂରାଇଛନ୍ତି। ମାମଲାକୁ ଗୁରୁତ୍ବର ସହ ନେଇ ଏଥିରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ସେନା ଅଧିକାରୀ ।

Chief Justice DY Chandrachud
CJIଙ୍କ ନାଁରେ ସାଇବର ଠକେଇ ଉଦ୍ୟମ; ମାଗିଲେ ୫୦୦ ଟଙ୍କା ଗାଡ଼ି ଭଡ଼ା...

‘ହେଲୋ, ମୁଁ CJI କହୁଛି, ମୁଁ କନ୍ନଟ ପ୍ଲେସ୍‌ରେ ଫସି ଯାଇଛି । ମୋତେ କାର୍‌ ଭଡ଼ା ୫୦୦ ଟଙ୍କା ପଠାଇ ପାରିବ ? ’ ଏମିତି କହି ଟଙ୍କା ମାଗିଲେ ସାଇବର ଠକ... 

 Chief Justice
‘ମୋ ସିଟ୍‌ରେ ବସନ୍ତୁ, ଜାଣିବେ ଏଠି କେତେ ଚାପ’; ଶୁଣାଣି ବେଳେ ଏମିତି କହି ରାଗିଗଲେ CJI...

ଯଦି ପାରୁଛ ଗୋଟିଏ ଦିନ ଆସି ଏଠାରେ ବସ । ଜାଣିବ କେମିତି ରହୁଛି ଏଠି ଚାପ । ଏମିତି କହି ଶୁଣାଣି ବେଳେ ରାଗି ଗଲେ ସିଜେଆଇ ଜଷ୍ଟିସ ଡିଓ୍ୱାଇ ଚନ୍ଦ୍ରଚୂଡ ।

Supreme Court
କୋର୍ଟରୁମ୍‌ରେ ଡ୍ରାମା, ସୁପ୍ରିମକୋର୍ଟ ଓକିଲଙ୍କୁ ଏମିତି କହିଲେ ପ୍ରଧାନ ବିଚାରପତି

ଆଜି ସୁପ୍ରିମକୋର୍ଟରେ NEET-UG ସମ୍ବନ୍ଧୀୟ ଆବେଦନର ଶୁଣାଣି ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଥିଲା ।

Supreme Court CJI
ନିଜ ରୋଷେୟାର ଝିଅକୁ ପ୍ରଶଂସା କଲେ CJI

ବାପା ତାଙ୍କର ସୁପ୍ରିମ କୋର୍ଟର ରୋଷେୟା। ସୁଖ ସ୍ୱାଚ୍ଛନ୍ଦ୍ୟର ପରିଧି ହୁଏତ ତାଙ୍କ ପାଇଁ ସ୍ୱଳ୍ପ। ତଥାପି ସେ ସ୍ୱପ୍ନ ଦେଖିଛନ୍ତି। ଆକାଶରେ ଉଡିବାର ଦମ୍ଭ ବାନ୍ଧିଛନ୍ତି। ପାଠ ପଢିଛନ୍ତି, ଭଲ ପଢିଛନ୍ତି। ଯେଉଁଥିପାଇଁ ଉଚ୍ଚ ଶିକ୍ଷା ଲାଗି ବିଦେଶରୁ ପାଇଛନ୍ତି ସ୍କଲାରସିପ୍। ଆଉ ଏ ଖୁସିକୁ ଦ୍ବିଗୁଣିତ କରିଛି ଦେଶର ପ୍ରମୁଖ ବିଚାରପତି ଡି ୱାଇ ଚନ୍ଦ୍ରଚୂଡଙ୍କ ଆଶିର୍ବାଦ। ଯାହା ଏବେ ଚର୍ଚ୍ଚାର ବିଷୟା ପାଲଟିଛି।

SC Cooks Daughter
କମାଲ କଲେ ସୁପ୍ରିମକୋର୍ଟର ରାନ୍ଧୁଣିଆଙ୍କ ଝିଅ; ଆମେରିକାର ଦୁଇଟି ବିଶ୍ୱବିଦ୍ୟାଳୟରେ ପାଇବେ ସ୍କଲାରସିପ୍

ପ୍ରଜ୍ଞା ଆମେରିକାର ଦୁଇଟି ବିଶ୍ୱବିଦ୍ୟାଳୟରେ ଆଇନରେ ସ୍ନାତକୋତ୍ତର ଶିକ୍ଷା ପାଇଁ ସ୍କଲାରସିପ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି।

Orissa HC Chief Justice Visits Bhubaneswar Court To Review Pendency
ଭୁବନେଶ୍ୱର କୋର୍ଟ ପରିଦର୍ଶନ କଲେ ହାଇକୋର୍ଟର ମୁଖ୍ୟ ବିଚାରପତି

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ଭୁବନେଶ୍ୱର କୋର୍ଟ ପରିଦର୍ଶନ । ଭୁବନେଶ୍ୱର କୋର୍ଟର ସମସ୍ୟା ଆବଶ୍ୟକତା ସମ୍ପର୍କରେ ଅବଗତ କରାଗଲା ।

threat-to-human-right
’ପୋଲିସ୍ ଷ୍ଟେସନରେ ମାନବିକ ଅଧିକାର ସର୍ବାଧିକ ବିପଦପୂର୍ଣ୍ଣ, ଥାନାରେ ଏବେ ବି ନିର୍ଯାତନା ଜାରି’

ସାରା ଦେଶରେ ଥିବା ପୋଲିସ୍ ଷ୍ଟେସନରେ ମାନବିକ ଅଧିକାରର ଉଲ୍ଲଂଘନ ପରିସ୍ଥିତିକୁ ନେଇ ଉଦବେଗ ପ୍ରକାଶ କରି ଏନ. ଭି. ରମନ୍ନା । ପୋଲିସ୍ ନିର୍ଯାତନା ସମେତ ହେପାଜରେ ନିର୍ଯାତନା ସମାଜରେ ପ୍ରଚଳିତ ପ୍ରଥା ପରି ରହିଛି