• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Chief Minister

Nikunj Dhal’s Unexpected Shift Raises Questions: Who Will Take His Place in Chief Minister’s Office?
ତୃତୀୟ ମହଲାରୁ କାହିଁକି ଅପସାରଣ ହେଲେ ନିକୁଞ୍ଜ ଧଳ ?

ତୃତୀୟ ମହଲାରୁ କାହିଁକି ଅପସାରଣ ହେଲେ ନିକୁଞ୍ଜ ଧଳ? ଏନେଇ ପୂର୍ବରୁ ଚର୍ଚ୍ଚା ହେଉଥିଲେ ବି ହଠାତ୍ କାହିଁକି ଡେପୁଟେସନ୍? ନିକୁଞ୍ଜଙ୍କ ସ୍ଥାନରେ କାହାକୁ ପାଖକୁ ନେବେ ମୁଖ୍ୟମନ୍ତ୍ରୀ? କୁହାଯାଉଛି ବ୍ୟକ୍ତିଗତ ସଚିବ ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନେଇପାରନ୍ତି ବଡ଼ ଭୂମିକା । 

Odisha Chief Minister Mohan Majhi criticizes Congress in Assembly 
Odisha CM criticizes Congress: କଂଗ୍ରେସକୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍‌; ପ୍ରଶ୍ନକାଳରେ ଭାଗ ନନେବା ମାନେ କଣ ? 

ମିଛ କହିବାର ଗୋଟେ ସୀମା ଅଛି। ଗୃହକୁ ବନ୍ଦ କରିବା, ପ୍ରଶ୍ନକାଳରେ ଭାଗ ନନେବା ମାନେ କଣ ? ଏହା କି ପରମ୍ପରା ? ଏତେ ସମୟ ଧରି ଗୃହକୁ ଅଚଳ କରିବା ଅଧିକାର କିଏ ଦେଲା ? ଏମାନଙ୍କୁ ଓଡିଶାବାସୀ କ୍ଷମା ଦେବେ ତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। 

tej
Cms Son Traffic Chalan: ବିନା ହେଲମେଟରେ ଗାଡି ଚଲାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ, ଘରକୁ ଆସିଲା ଏତିକି ହଜାରର ଚାଲାଣ

ବିନା ହେଲମେଟରେ ସ୍କୁଟି ଚଲାଇବାରୁ ପାଟନା ପୋଲିସ ତାଙ୍କ ନାମରେ ଏକ ଚାଲାଣ ଇସ୍ୟୁ କରିଛି। ତେଜ ପ୍ରତାପଙ୍କ ଘରକୁ ୪ ହଜାର ଟଙ୍କା ଚାଲାଣ ପଠାଯାଇଛି। ଅନ୍ୟପକ୍ଷରେ ତେଜ ପ୍ରତାପ ଚଲାଉଥିବା ସ୍କୁଟିର ଇନ୍‌ସୁରାନ୍ସ ଏବଂ ପଲ୍ୟୁସନ ସାର୍ଟିଫିକେଟର ଅବଧି ନ ଥିବା ଜଣାପଡିଛି। ସୂଚନା ଯୋଗ୍ୟ, RJD ନେତା ତେଜ ପ୍ରତାପ ହୋଲି ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ସ୍କୁଟି ଚଲାଇ ଯାଉଥିଲେ।

CM Mohan Majhi
CM Mohan Majhi: ‘କହିଥିଲି ପାତାଳରୁ ଖୋଜି ବାହାର କର, ପୋଲିସ୍ ସ୍ପାଇଡର ଲୁଟେରାକୁ ଧରି ଆଣିଲା’

ସେ ଦେଶ ବାହାରେ ଥାଉ କି ପାତାଳରେ ଥାଉ ତାକୁ ଖୋଜି ବାହାର କରିବାକୁ କହିଥିଲି । ମୁଁ ଖୁସି ଯେ, ପୋଲିସ ଏହି ସ୍ପାଇଡର ଚୋରକୁ କାବୁ କଲା । ନିଜର ବୁଦ୍ଧିମତା ଓ ବୈଷୟିକ ଜ୍ଞାନକୌଶଳର ବ୍ୟବହାର କରି ତାକୁ ଧରିଲା । ପୋଲିସକୁ ନେଇ ଅନେକ ଚର୍ଚ୍ଚା ହେଲା କିନ୍ତୁ ପୋଲିସ ସଫଳତାର ସହ କାମ କଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

New OSD
New OSD To CM: ମୁଖ୍ୟମନ୍ତ୍ରୀଙ୍କ OSD ହେଲେ କୌଶିକ ପଟ୍ଟନାୟକ

କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା କୌଶିକ ପଟ୍ଟନାୟକ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆ OSD । ଆଜି ୧୮ ଜଣ OAS ଅଫିସରଙ୍କ ବଦଳି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । କୌଶିକଙ୍କର ସାଧାରଣ ପ୍ରଶାସନ ବିଭାଗକୁ ବଦଳି କରାଯାଇ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି ।

biren singh
Manipur CM Race: ମଣିପୁର ମୁଖ୍ୟମନ୍ତ୍ରୀ ପଦ ଦୌଡରେ ଏମାନେ ଆଗୁଆ

ଆସନ୍ତୁ ଜାଣିବା ଯେଉଁମାନଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଦାବିଦାର ବୋଲି ବିବେଚନା କରାଯାଉଛି। ଏମାନଙ୍କ ମଧ୍ୟରେ ଥୋକଚୋମ ସତ୍ୟବ୍ରତ ସିଂ, ବସନ୍ତ କୁମାର ସିଂ, ୟୁମନାମ ଖେମଚାନ୍ଦ ସିଂ, ଥୋଙ୍ଗାମ ବିଶ୍ୱଜିତ ସିଂ ଏବଂ ରାଧେଶ୍ୟାମ ସିଂ ଅନ୍ତର୍ଭୁକ୍ତ।

Delhi Assembly Election Results 2025
Delhi Assembly Election Results 2025: ଦିଲ୍ଲୀ ଦରବାରକୁ ଦଖଲ ପାଇଁ କି ରଣନୀତି ଆପଣାଇଥିଲା BJP ? 

ମୋଦିଙ୍କ ଆପ୍‌କୁ ମହାପ୍ରହାରରେ ଚୁରମାର ଆମ୍ ଆଦମୀ ପାର୍ଟିର ବଳ। ଭାଙ୍ଗିଗଲା ଲଗାତର ଚତୁର୍ଥ ଥର ପାଇଁ ଶାସନ ଗାଦିକୁ ଆସିବାର ସ୍ବପ୍ନ। ଏକଦା କଂଗ୍ରେସର ଲମ୍ବା ଶାସନକୁ ବିତାଡ଼ିତ କରି ଦିଲ୍ଲୀକୁ ନିଜ ଗଡରେ ପରିଣତ କରିଥିବା ଆପକୁ ମାତ୍ ଦେଇଛି ବିଜେପି।

Who will be next Delhi chief minister
Delhi Assembly Election: କିଏ ବସିବ ଦିଲ୍ଲୀ ସିଂହାସନରେ ? ମୁଖ୍ୟମନ୍ତ୍ରୀ ହେବ କିଏ ?

ଏବେ ଚର୍ଚ୍ଚା, କିଏ ବସିବ ଦିଲ୍ଲୀ ସିଂହାସନରେ ? ମୁଖ୍ୟମନ୍ତ୍ରୀ ହେବ କିଏ ? ଅନ୍ୟ ରାଜ୍ୟ ଭଳି ବିନା ସିଏମ୍ ଫେସରେ ନିର୍ବାଚନ ଲଢିଥିବା ବିଜେପିର ମୁଖ୍ୟମନ୍ତ୍ରୀ ରେସରେ ଥିବା ସମ୍ଭାବ୍ୟ ନେତାଙ୍କୁ ନେଇ ଆସନ୍ତୁ ଜାଣିବା...

CM Crop Loss
Crop Loss Assessment: ଡିସେମ୍ୱର ୩୦ ମଧ୍ୟରେ ଫସଲ କ୍ଷତି ଆକଳନ; କାଲି ସୁଦ୍ଧା ପଞ୍ଜିକରଣ ପାଇଁ ପରାମର୍ଶ

ବୀମାଭୁକ୍ତ ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରି ସାରିଲେଣି । କାଲି ସୁଦ୍ଧା ଅନ୍ୟ ବୀମାଭୁକ୍ତ ଚାଷୀ ପଞ୍ଜୀକରଣ କରିନିଅନ୍ତୁ। କୃଷି ରକ୍ଷକ ଆପ୍‌ର ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ।

Victim of chit fund scams
ମୁଖ୍ୟମନ୍ତ୍ରୀ ବି ହୋଇଛନ୍ତି ଚିଟଫଣ୍ଡ୍ ଠକେଇର ଶିକାର

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବି ହୋଇଛନ୍ତି ଚିଟଫଣ୍ଡ୍ ଠକେଇର ଶିକାର। ଏମିତି କି କଂଜ୍ୟୁମର କୋର୍ଟରେ ଅପିଲ୍ ପରେ ବି ମିଳିନଥିଲା ପଇସା। ଜାତୀୟ ଉପଭୋକ୍ତା ଦିବସ ଅବସରରେ କିଛି ଏମିତି କହି ଠକେଇରୁ ବଞ୍ଚିବାକୁ ସଚେତନ କରିଛନ୍ତି ମୋହନ। କିନ୍ତୁ ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ଚିଟ୍ଫଣ୍ଡ ଠକେଇ କାହାଣୀ ଆସିବା ପରେ ପୁଣି ଚର୍ଚ୍ଚାକୁ ଫେରିଛି ଚିଟଫଣ୍ଡ ପ୍ରସଙ୍ଗ।

ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ
Odisha Common Examinations Bill 2024: ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ବିଧାନସଭାରେ ଆଗତ, ପୂର୍ବ ସରକାର ଚାକିରି ବିକୁଥିଲେ କହିଲେ ମୁଖ୍ୟମନ୍ତ୍ରୀ

ଗତ ସରକାର ହୋଇଥିବା ଅପରାଧର ଇତିଶ୍ରୀ ହୋଇସାରିଛି। ସୁଧୁରି ଯାଅ ନଚେତ୍ ଆମେ ସୁଧାରି ଦେବୁର ଚେତାବନୀ ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି। ସ୍ୱଚ୍ଛତା ଓ ସାଧୁତା ଆମ ସରକାରର ଦାୟିତ୍ଵ। ଯାହା ପ୍ରତିଶ୍ରୁତି ଦେଇଛୁ ତାହା କରିଦେଖାଇବୁ। ପୂର୍ବ ସରକାର ଆଉଟ୍ ସୋର୍ସରେ ରହିଯାଇଥିଲେ। ଆମ ପିଲାଙ୍କ ଭବିଷ୍ୟତକୁ ଅନ୍ଧାରକୁ ଠେଲି ଦେଇଥିଲେ । ଆଗକୁ ଦେଢ଼ ଲକ୍ଷ ନିଯୁକ୍ତି ହେବ ଏବଂ ସମସ୍ତ ଖାଲି ପଦବୀ ପୂରଣ ହେବ। ଯାହା ସ୍ୱଚ୍ଛ ଓ ନିରପେକ୍ଷ ହେବ। ସେଥିପାଇଁ ଏହି ଆଇନ ସହାୟକ ହେବ।

Devendra Fadnavis
Maharashtra CM: ସିଏମ ସସପେନ୍ସରେ ପୂର୍ଣ୍ଣଚ୍ଛେଦ; ଫଡନାଭିସ୍ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ, କାଲି ନେବେ ଶପଥ

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍। କୋର୍‌ କମିଟି ବୈଠକରେ ଫଡନାବିସ୍ ଙ୍କ ନାଁରେ ମୋହର ବାଜିଥିବା ଜଣାପଡିଛି।

କିଏ ଖାଇଲା ମୁଖ୍ୟମନ୍ତ୍ରୀଙ୍କ ସିଙ୍ଗଡ଼ା
Himachal Samosa Controversy: ମୁଖ୍ୟମନ୍ତ୍ରୀଙ୍କ ବଦଳରେ ଷ୍ଟାଫ୍‌ ଖାଇଦେଲେ ‘ସିଙ୍ଗଡ଼ା’, ଶେଷରେ କରିବାକୁ ପଡ଼ିଲା CID ଯାଞ୍ଚ

ହିମାଚଳ ପ୍ରଦେଶରେ ଥିବା କଂଗ୍ରେସ ସରକାରକୁ ଟାର୍ଗେଟ କରି ବିରୋଧୀ ବିଜେପି କହିଛି, ସୁଖୁ ସରକାର ରାଜ୍ୟର ବିକାଶ ପାଇଁ ଚିନ୍ତା କରୁନାହିଁ ବରଂ ଏହି ସରକାରର ଏକମାତ୍ର ଚିନ୍ତା ହେଉଛି ‘ମୁଖ୍ୟମନ୍ତ୍ରୀଙ୍କ ସିଙ୍ଗଡା’ ।

Omar Abdullah
ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅବଦୁଲ୍ଲା; ସରକାରରେ ସାମିଲ ହେବନାହିଁ କଂଗ୍ରେସ

ଶ୍ରୀନଗରର ଶେର୍‌ଇ କାଶ୍ମୀର ଇଣ୍ଟରନାସନାଲ୍ କନଭେନସନ୍ ସେଣ୍ଟରରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ଉପରାଜ୍ୟପାଳ ମନୋଜ ସିହ୍ନା ଓମର ଅବଦୁଲ୍ଲାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ।

Omar Abdullah
ଜମ୍ମୁ-କାଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଓମାର ଅବଦୁଲ୍ଲା

ଜମ୍ମୁ-କାଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଓମାର ଅବଦୁଲ୍ଲା। ବିଧାନସଭା ନିର୍ବାଚନରେ ଏନ୍‌ସି ମେଣ୍ଟର ବିଜୟ ପରେ ହେଲା ଘୋଷଣା ।

Building Paint
ବଦଳିବ ସରକାରୀ କୋଠାର ରଙ୍ଗ, ମରାମତି-ନବୀକରଣ ବେଳେ ବଦଳିବ

ବଦଳିବ ରାଜ୍ୟର ସରକାରୀ କୋଠା ଗୁଡ଼ିକର ରଙ୍ଗ । ସରକାରୀ କୋଠାର ରଙ୍ଗ କମଳା ଓ ନାଲି ରଙ୍ଗ ହେବ ।

Odisha CM Mohan Majhi
ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ; ଆସନ୍ତାକାଲି ମାଓ ମୁକାବିଲା ବୈଠକରେ ଯୋଗଦେବେ 

ନକ୍ସଲ ମୁକାବିଲା ବୈଠକରେ ଯୋଗଦେବା ଆଜି ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Chief Minister Mohan Majhi
‘ପୂର୍ବ ସରକାରଙ୍କ ଅମଳରେ ଗଣମାଧ୍ୟମର କଣ୍ଠରୋଧ ହୋଇଥିଲା’

କିଛି ଗଣମାଧ୍ୟମ ସାଜିଥିଲେ HIS MASTERS VOICE। ଆଜି କିଛି ଏଭଳି ଭାବେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

CM Mohan Charan Majhi
ଓଡ଼ିଶା ପାଇଁ ଖୁସି ଖବର; ପୁଞ୍ଜି ବିନିଯୋଗ ପାଇଁ ଆଗ୍ରହ ପ୍ରକାଶ କଲେ ଶିଳ୍ପପତି 

ଗତକାଲି ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରାୟ ୬୦୦ ଉଦ୍ୟୋଗପତି ଏଥିରେ ଯୋଗ ଦେଇଥିଲେ। ଶିଳ୍ପ ଅନୁକୂଳ ନୀତି ଯୋଗୁଁ ଶିଳ୍ପପତି ମାନେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। 

Odisha CM Mohan Majhi
ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବିଜେପିର ପରିବର୍ତ୍ତନ ଯାତ୍ରାରେ ହେବେ ସାମିଲ 

ଦୁଇ ଦିନିଆ ଗସ୍ତରେ ଯିବେ। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଚାଇଁବାସାର କୋଲ୍ ହାନ୍ ଯିବେ।

Mohan Majhi
ଲୋକସେବା ଭବନରେ ରାତି ୧୨ଟା ଯାଏଁ ରହୁଛି, ୨/୩ଟା ବେଳେ ଶୋଉଛି: ମୁଖ୍ୟମନ୍ତ୍ରୀ

ଜିଲ୍ଲାପାଳ ଓ ଏସପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ବର୍ତ୍ତା । କହିଲେ ଚୋର ଡାଳେ ଡାଳେ ଗଲେ ପୋଲିସ ପତ୍ରେ ପତ୍ରେ ଯାଉ । ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି କାର୍ଯ୍ୟାନୁଷ୍ଠାନ ହେବ ।

Delhi Assembly
ବଦଳିଲା ଦାୟିତ୍ବ, ବଦଳିଲା ସିଟ୍‌; ବିଧାନସଭାର ଶେଷ ଧାଡ଼ିରେ ବସିଲେ କେଜ୍ରିଓ୍ୱାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିଧାନସଭାରେ ଅରବିନ୍ଦ କେଜରିୱାଲଙ୍କ ଚେୟାର ମଧ୍ୟ ବଦଳିଛି । ବର୍ତ୍ତମାନ କେଜରିୱାଲଙ୍କ ସିଟ୍‌ ନମ୍ବର ୧ ରୁ ୪୧କୁ ବଦଳିଛି । 

Judicial Inquiry
'ମୋହନ ମାଝୀ ଲୋକଙ୍କ ମୁଖ୍ୟମନ୍ତ୍ରୀ, ଆମ କଥା ଶୁଣିଛନ୍ତି' : ପୀଡ଼ିତା

ମୋହନ ମାଝୀ ଲୋକଙ୍କ ମୁଖ୍ୟମନ୍ତ୍ରୀ ବୋଲି ପ୍ରମାଣ ଦେଲେ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ଭରତପୁର ଥାନା ଘଟଣାର ପୀଡ଼ିତା ।

CM Kisan Yojana
CM Kisan Yojana: ଚାଷୀଙ୍କୁ ନୂଆଁଖାଇ ଭେଟି, ମିଳିଲା ସିଏମ୍ କିଷାନ୍ ଟଙ୍କା

ନୂଆଁଖାଇରେ ନୂଆ ଆରମ୍ଭ । କାଳିଆ ବଦଳରେ ସିଏମ୍ କିଷାନ୍ । ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ସହାୟତାର ପ୍ରଥମ କିସ୍ତି ଟଙ୍କା। 

Budget
ମୋହନ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ କସରତ, ବିଶେଷଜ୍ଞଙ୍କ ମତ ଶୁଣିଲେ CM

ମୋହନ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ପ୍ରସ୍ତୁତି । ନୂଆ ତରିକା, ନୂଆ ଅନ୍ଦାଜ୍ । ଅର୍ଥ ବିଭାଗ ଦାୟିତ୍ବରେ ଥିବା ଖୋଦ୍ ମୁଖ୍ୟମନ୍ତ୍ରୀ ସବୁ ଅଂଶୀଦାରଙ୍କଠୁ ମତାମତ ଶୁଣିଲେ, ନୋଟ୍ ମଧ୍ୟ କଲେ ।