ପୂର୍ଣ୍ଣ ବହୁମତ ମିଳିବା ପରେ ଏବେ ବିଜେପିର ମୁଖ୍ୟମନ୍ତ୍ରୀ କସରତ। ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା। କିଏ ହେବ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ, ତାକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ଅନେକ ନାଁ କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ପରୀ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଏକ ସମ୍ବେଦନଶୀଳ ଘଟଣା । ଏଥିରେ ବିରୋଧୀ ହୀନ ରାଜନୀତି କରୁଛନ୍ତି ।
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେଲେ ଚମ୍ପଇ ସୋରେନ୍ । ଝାଡ଼ଖଣ୍ଡ ରାଜ୍ୟପାଳ ସିପି ରାଧାକୃଷ୍ଣ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜେପି ୧୬୩ଟି ଆସନ ଜିତି ବହୁମତ ହାସଲ କରିଛି ।
ବିଜେପି ବିଧାୟକ ଦଳ ବୈଠକରେ ବିଷ୍ଣୁଦେଓଙ୍କ ନାଁରେ ମୋହର । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଜଣାଶୁଣା ଆଦିବାସୀ ଚେହେରା ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ।
ବିଜେପି ବିଧାୟକ ଦଳ ବୈଠକରେ ବିଷ୍ଣୁଦେଓଙ୍କ ନାଁରେ ମୋହର । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଜଣାଶୁଣା ଆଦିବାସୀ ଚେହେରା ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ।
କିଏ ହେବ ରାଜ୍ୟର ଆଗାମୀ ମୁଖିଆ ...କାହାକୁ ସିଏମ୍ ଚୌକିରେ ବସାଇବ ବିଜେପି ?
ଅଡ଼ୁଆରେ 5T ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ! ମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ସାରା ରାଜ୍ୟରେ ବୁଲିବା ପରେ ବିରୋଧୀଙ୍କ ଟାର୍ଗେଟ୍ରେ ଥିଲେ ସଚିବ । ଆଉ ଏବେ ଏହା ଉଗ୍ର ରୂପ ନେବାରେ ଲାଗିଛି । ଅପରାଜିତାଙ୍କ ପ୍ରେସ୍ମିଟ୍ ପରେ ସାରା ରାଜ୍ୟରେ ସଚିବଙ୍କ ବିରୋଧରେ ଗୁଞ୍ଜରଣ ଆରମ୍ଭ ହୋଇଥିଲା । ଧିରେ ଧିରେ ସମସ୍ତେ ମୁହଁ ଖୋଲିଥିଲେ । କଂଗ୍ରେସ ବି ବ୍ୟାକ୍ ଟୁ ବ୍ୟାକ୍ ଆଟାକ୍ କରିଥିଲା ବିଜେଡି ଓ 5T ସଚିବଙ୍କୁ । ଅପରାଜିତାଙ୍କ ପରେ ବିଜେପିର ଅନ୍ୟ ବରିଷ୍ଠ ନେତା ବି ଆଟାକିଂ ମୋଡ୍କୁ ଆସିଥିଲେ । ଆଉ ଏବେ ଏହାର ପ୍ରଭାବ ଦେଖିବାକୁ ମିଳିଛି ।
ଦ୍ୱିତୀୟ ଇନିଂସ୍ ଆରମ୍ଭ କରିବେ ପଞ୍ଜାବ ମୁଖ୍ୟମନ୍ତ୍ରୀ...