• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Chief Secretary Suresh Mohapatra

Special story
ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ପୁଣି ବୃଦ୍ଧି

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି । ସୁରେଶ ମହାପାତ୍ରଙ୍କ ଉପରେ ପୁଣି ଭରସା କରିଛନ୍ତି ନବୀନ ସରକାର । ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ ମିଳିଛି । ସେପ୍ଟେମ୍ବର ୧ରୁ ୨୦୨୩ ଫେବ୍ରୁଆରୀ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ିଛି । ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ପକ୍ଷରୁ ଅନୁମୋଦନ ଦିଆଯାଇଛି ।

Odisha Chief Secretary
ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି

ରାଜ୍ୟର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ଯାଏ ବୃଦ୍ଧି କରଯାଇଛି। ୧୯୮୬ ବ୍ୟାଚ୍‌ର ଏହି ଆଇଏଏସ ଅଧିକାରୀଙ୍କ ଚାକିରି କାଳ ଆସନ୍ତା ଫେବୃଆରୀ ୨୮ ତାରିଖରେ ସମ୍ପୂର୍ଣ୍ଣ ହେଉଥିଲା।

luckdown
କୋହଳ ହୋଇପାରେ କି କଟକଣା ?

କ’ଣ କହିବେ ମୁଖ୍ୟ ଶାସନ ସଚିବ ? ଅପରାହ୍ନ ୨.୩୦ରେ ପ୍ରେସମିଟ୍ କରିବେ ମୁଖ୍ୟ ଶାସନ ସଚିବ । କୋଭିଡ ପରିଚାଳନା ନେଇ ଆକ୍ସନ ପ୍ଲାନ୍ ଘୋଷଣା କରିପାରନ୍ତି ।