ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ତ୍ରୀ ଓ ପ୍ରସୂତି ବିଭାଗର ଦୁର୍ଭାଗ୍ୟଜନକ ଘଟଣା । ଗର୍ଭଯନ୍ତ୍ରଣା ସହି ଯେଉଁ ପିଲାକୁ ଦୁନିଆକୁ ଆଣିଥିଲା ମା, ସେହି ପିଲାକୁ ଚୋରି କରି ନେଇଗଲା ଚୋର । ଜନ୍ମ ହେବାର କେଇଘଣ୍ଟା ଭିତରେ ଚୋରି ହୋଇଗଲା ପିଲା । ଅର୍ଥାତ କାଲି ଜନ୍ମ ଆଜି ଚୋରି ।