• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Child Theft

Crime
ପିଲା ଚୋରି ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼, ଆଇନ ହାତକୁ ନନେବାକୁ ପୁରୀ ଏସପିଙ୍କ ଅନୁରୋଧ

ପୁରୀ ସଦର ଅଞ୍ଚଳରେ ପିଲା ଚୋରି ସନ୍ଦେହରେ ୩ ଯୁବକଙ୍କୁ ସ୍ଥାନୀୟ ଲୋକଙ୍କ ନିସ୍ତୁକ ମାଡ଼ର ଭିଡିଓ ଭାଇରାଲ୍ । ପୁରୀ ସଦର ବ୍ଲକ ଶାସନ ଦାମୋଦରପୁର ପଞ୍ଚାୟତ ଅନ୍ତର୍ଗତ ଗଧିଆପାଟଣା ଓ ପିଳିପିଳା ଅଞ୍ଚଳରେ ଦୁଇ ଜଣ ଏବଂ ପୁରୀ ସଦର ଅନ୍ତର୍ଗତ କୋଇଲାଅଡା ଅଞ୍ଚଳରେ ଆଉ ଜଣେ ଯୁବକଙ୍କୁ ସ୍ଥାନୀୟ ଲୋକେ ନିସ୍ତୁକ ମାଡ଼ ମାରି ଲହୁଲୁହାଣ କରିଥିବା ଭିଡିଓ ଭାଇରାଲ୍ ହୋଇଛି ।