ଦାଦନ କଳଙ୍କର ଟିକା ପିନ୍ଧିଥିବା ବଲାଙ୍ଗିର ଜିଲ୍ଲାରେ ନିଇତି ନୂଆ କାହାଣୀ। ଛୁଆ ବିକ୍ରି ଅଭିଯୋଗରେ କିଛିଦିନ ତଳେ ଯେଉଁ ବାପା, ମା’ ବିବାଦୀୟ ହୋଇପଡ଼ିଥିଲେ, ଦାଦନ ଯିବେ ବୋଲି ସେହି ବାପା, ମା’ ଏବେ ପିଲାକୁ ସରକାର ହାତରେ ଟେକି ଦେଇଛନ୍ତି। ପାଖରେ ୫ଟି ଛୁଆର ବୋଝ। ତେଣୁ ଲାଳନ ପାଳନ ଚିନ୍ତାରେ ଟେକିଦେଲେ ୬ ନମ୍ବର ଛୁଆକୁ।
ରାଜଧାନୀରେ ହଇଚଇ ! ୪୦ ହଜାର ଟଙ୍କାରେ ପିଲା ବିକ୍ରି ! ୪ ବର୍ଷର ଅବୋଧ କନ୍ୟାଶିଶୁକୁ ଅନ୍ୟ ହାତରେ ଟେକିଦେଲେ ବାପା ଓ ସାବତ ମାଆ । ସଭ୍ୟ ସମାଜକୁ ଲଜ୍ଜିତ କଲା ଭଳି ଏ ଘଟଣା ଘଟିଛି ଖୋଦ୍ ଭୁବନେଶ୍ବର ବଡଗଡ଼ ଥାନା ଅଞ୍ଚଳରେ ।
ନୂଆବଜାରର ଜଣେ ଦଲାଲ ପ୍ରରୋଚନାରେ ଲକ୍ଷେ ଟଙ୍କାରେ ଛୁଆ ବିକ୍ରି କରିଥିବା କଥା ସାମ୍ନାକୁ ଆସିଛି।
ପୁରୀ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ନିଖୋଜ କିମ୍ବା ଘରୁ ପଳାଇଥିବା ୧୪୫ ଶିଶୁ ଉଦ୍ଧାର । ରାଜ୍ୟ ତଥା ରାଜ୍ୟ ବାହାରୁ ଉଦ୍ଧାର ପରେ ଅଭିଭାବକ କିମ୍ବା ପରିବାରକୁ ହସ୍ତାନ୍ତର ।
ଦୁଇ ମାସ ପୂର୍ବରୁ ସୁବ୍ରତ ଓ ଶାନ୍ତିଲତାଙ୍କ ମଧ୍ୟରେ ମନମାଳିନ୍ୟ ହୋଇଥିଲା।
ଗତକାଲି SCBର ହାଇସିକ୍ୟୁରିଟି SNCU ଭିତରୁ ଏକ ନଜଜାତ ଶିଶୁକନ୍ୟା ଗାଏବ ପରେ ସାମ୍ନାକୁ ଆସିଛି ପିଲା ଚୋରି ଘଟଣା ପଛର କଳା କାହାଣୀ ।
କେମିତି ହାତେଇଲା ଜାଲ ପ୍ରସୂତି ଡିସଚାର୍ଜ ସାର୍ଟିଫିକେଟ୍ ? କଟକ ବଡ଼ ମେଡିକାଲ ସୁରକ୍ଷା ଉପରେ ପ୍ରଶ୍ନ ।
ଚୋରି ଯାଇଥିବା ନବଜାତର ମା ଯାଁଳା କନ୍ୟା ପ୍ରସବ କରିଥିଲେ । ଗୋଟିଏ ଝିଅକୁ ଧରି ମା ପ୍ରସୂତି ବିଭାଗ ୱାର୍ଡରେ ଅଛନ୍ତି ।
ବହୁ ଖୋଜା ଖୋଜି ପରେ କିଛି ସୂଚନା ନ ମିଳିବାରୁ ପରିବାର ଲୋକ ଥାନାରେ ଅଭିଯୋଗ କରିଥିଲେ ।
ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ନବଜାତ ଶିଶୁକନ୍ୟା ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ନବଜାତ ଶିଶୁର ବାପା ଥାନାରେ ଅଭିଯୋଗ କରିଥିଲେ ।
ଆଜି ସକାଳେ ଜଣେ ଅଚିହ୍ନା ମହିଳା ଶିଶୁଟିକୁ ଧରିବା ବାହାନରେ, ତାକୁ ନେଇ କୁଆଡେ ଫେରାର ହୋଇଯାଇଛନ୍ତି । ଶିଶୁ ଚୋରି ସମ୍ପର୍କରେ ପରିବାର ପକ୍ଷରୁ ସଦର ଟାଉନ ଥାନାରେ ଅଭିଯୋଗ ହୋଇଛି ।