ଗୋଟିଏ ଘରେ ମୋଟ ୭ ଜଣ ଶୋଇଥିଲେ । ରାତିରେ ଶୋଇବା ବେଳେ ଘରେ ମଶା ଧୂପ ଲଗାଇଥିଲେ । ହଠାତ ରାତିରେ ଅତ୍ୟଧିକ ଧୂଆଁ କାରଣରୁ ଶୋଇଥିବା ୫ ଶିଶୁଙ୍କ ନିଃଶ୍ୱାସ ନେବାରେ ଅସୁବିଧା ହୋଇଥିଲା । ତା’ପରେ..
ବର୍ତ୍ତମାନ ମେଡିକାଲରେ ପହଞ୍ଚିଛନ୍ତି ଅତିରିକ୍ତ ଏସପି ଓ ଉପଜିଲ୍ଲାପାଳ ।