କେନ୍ଦ୍ର ସଡକ ପରିବହନ ମନ୍ତ୍ରଣାଳୟର ନୂଆ ନିୟମ, କୋମଳମତି ଶିଶୁ ବି ପିନ୍ଧିବେ ହେଲମେଟ୍ । ୯ ମାସରୁ ୪ ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ବାଇକରେ ନିଆଗଲେ ହେଲମେଟ୍ ବାଧ୍ୟତାମୂଳକ ବୋଲି କୁହାଯାଇଛି । ଏନେଇ ଗତ ୧୫ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗେଜେଟ୍ ନୋଟିଫିକେସନ ଜାରି ହୋଇଛି ।