ଓଡିଶାର ପ୍ରାକୃତିକ ବୈଭବ ତଥା ସୌନ୍ଦର୍ଯ୍ୟର ଗନ୍ତାଘର ଚିଲିକା ଏବଂ ଅତିଥି ପକ୍ଷୀମାନଙ୍କର ସୁରକ୍ଷା ପାଇଁ ଜନ ଜାଗରଣ ସୃଷ୍ଟି କରିବା ହେଉଛି 5ମ ଜାତୀୟ ଚିଲିକା ବିହଙ୍ଗ ଉତ୍ସବର ଉଦେଶ୍ୟ । ଜାନୁଆରୀ 6ରୁ 12 ତାରିଖ ପର୍ଯ୍ୟନ୍ତ ଦୀର୍ଘ ଏକ ସପ୍ତାହ ଧରି ଚିଲିକା, ମଙ୍ଗଳାଯୋଡି ଓ ନନ୍ଦନକାନନରେ ଚାଲିବ ଏହି ଉତ୍ସବ । 6ରୁ 8 ତାରିଖ ମଧ୍ୟରେ ପଞ୍ଜିକରଣ କରିଥିବା ପ୍ରତିଯୋଗୀ ମଙ୍ଗଳାଯୋଡି ଓ ନଳବଣରେ ପକ୍ଷୀମାନଙ୍କ ଫଟୋଗ୍ରାଫି କରିବାର ସୁଯୋଗ ପାଇବେ।
ପୁରୀ ଓ ଗଞ୍ଜାମ ମଧ୍ୟରେ ଯାତାୟତ ଆହୁରି ସୁଗମ ହେବ। ଏଥିପାଇଁ ୨୦୨୧ରେ ପ୍ରାରମ୍ଭିକ ଭାବେ ଏକ DPR ପ୍ରସ୍ତୁତ କରାଯାଇଥିଲା ଏବଂ ୬୫୯ କୋଟିର ପ୍ରାଥମିକ ଖର୍ଚ୍ଚ ଆକଳନ କରିକେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କ ପାଖରେ ପ୍ରସ୍ତାବ ରଖାଯାଇଥିଲା।
ଆଜି ଚିଲିକାରେ ହେଉଛି ଡଲଫିନ ଗଣନା । ସକାଳ ୬ଟାରେ ଗଣତି ଆରମ୍ଭ ହୋଇଥିବା ବେଳେ, ୧୮ଟି ଟିମ୍ ଏଥିରେ ସାମିଲ ହୋଇଛନ୍ତି । ପ୍ରତି ଟିମରେ ୮ରୁ ୧୦ ଜଣ ସଦସ୍ୟ ରହିଛନ୍ତି ।
ଚିଲିକାକୁ ମାଡ଼ି ବସୁଛି ନଳ ଘାସ, ଦଳ । ସଙ୍କୁଚିତ ହେଉଛି ଏସିଆ ମହାଦେଶର ସର୍ବବୃହତ ଲୁଣା ହ୍ରଦ । ଚିଙ୍ଗୁଡ଼ି ମାଫିଆମାନେ ଭିତର ଚିଲିକାରେ ବଡ଼ ବଡ଼ ଅଂଚଳ ଆବଦ୍ଧ କରି ଘେରି କରୁଥିବାରୁ ଦଳ ବଢ଼ୁଥିବା ଅଭିଯୋଗ ।
ଏପରି କି ମତ୍ସ୍ୟଜୀବୀଙ୍କ ଜନବସତି ଠାରୁ ଚିଲିକା ଏବେ ୪ରୁ ୫ କିଲୋମିଟର ଘୁଞ୍ଚି ଯାଇଥିବା ଅଭିଯୋଗ ହୋଇଛି।
ରାତି ସାରା ଚାଲିଛି ପାଟ୍ରୋଲିଂ.. ଚିଲିକା ତଟବର୍ତ୍ତୀ ଅଞ୍ଚଳରେ ଘୁରୁ ବୁଲୁଛନ୍ତି ବନ କର୍ମଚାରୀ.. ବିଦେଶୀ ଅତିଥିଙ୍କ ସୁରକ୍ଷା ପ୍ରଥମ କର୍ତ୍ତବ୍ୟ..
ଡଙ୍ଗାର ଫ୍ୟାନ୍, ମାଛ ଜାଲ ଯୋଗୁଁ ଡଲଫିନଙ୍କ ଜୀବନ ଯାଉଛି । କାର୍ଯ୍ୟାନୁଷ୍ଠାନ ହେଉଥିବା କହିଲା ବନ ବିଭାଗ ।
ଚିଲିକାକୁ ମାଛ ମାରିବାକୁ ଯାଇଥିଲେ ବାପା,ପୁଅ। ହଠାତ୍ ମାଡ଼ି ଆସିଲା ବର୍ଷା, ପବନ। ଆଉ ଚିଲିକା ମଝିରେ ବଜ୍ରପାତ ହେବାରୁ ଚାଲିଗଲା ବାପା,ପୁଅଙ୍କ ଜୀବନ।
ଚିଲିକାର ଗଭୀର ଜଳରେ ନୀଳ ଢେଉ ଚିରି ଆଗକୁ ଯାଉଛନ୍ତି ଭାରତର ନୂଆ ସୁରକ୍ଷା କବଚ । ଭାରତୀୟ ନୌସେନାରେ ସାମିଲ ହେବାକୁ ଯାଉଥିବା ପ୍ରଥମ ବ୍ୟାଚ୍ ଅଗ୍ନିବୀର ।
ନିଳାମ୍ବୁ ଚିଲିକାର ନିରୀହ ଅତିଥିଙ୍କ ସୁରକ୍ଷା ପାଇଁ ନେଇଛନ୍ତି ବଜ୍ର ଶପଥ । ବନ ବିଭାଗ ପାଇଁ ସାଜିଛନ୍ତି ଆଖି-କାନ... ।
ଜିଆ ଦିବ୍ୟାଙ୍ଗ ହୋଇଥିଲେ ହେଁ ତାର ଉତ୍ସାହ ଓ ପ୍ରତିଭା ପାଇଁ ଏକାଧିକ ସନ୍ତରଣ ପ୍ରତିଯୋଗିତାରେ ସାମିଲ ହେବାରେ ସେ ସଫଳ ହୋଇପାରିଛି ।
ଅର୍ଟିଜିମ୍ ରୋଗରେ ପୀଡ଼ିତ ହୋଇ ମଧ୍ୟ ନିଜର ସନ୍ତରଣ କଳା ପାଇଁ ୧୪ ବର୍ଷର ଝିଅ ଜିଆ ରଏ ସାରା ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଳଟିଛନ୍ତି। ଜିଆ ଏବେ ଚିଲିକା ନୀଳ ଜଳରାଶିରେ ସାଜିଛନ୍ତି ଜଳପରୀ।
ଚିଲିକା ଅଞ୍ଚଳର ମଇଁଷିଙ୍କ କ୍ଷୀରରେ ରହିଛି ପ୍ରଚୁର ପରିମାଣର ହିତକାରୀ ବ୍ୟାକ୍ଟେରିଆ। ଗବେଷଣାରୁ ଏଭଳି ତଥ୍ୟ ସାମ୍ନାକୁ ଆସିଥିବା ବେଳେ ଏହା ମଣିଷ ପାଇଁ କେତେ ଉପଯୋଗୀ ହେବ ତାର ଅଧିକ ଗବେଷଣାର ଆବଶ୍ୟକତା ରହିଛି।
ମଝି ଚିଲିକାରେ ଫସିଲା ଡଙ୍ଗା । ଅଟକି ଥିବା ଡଙ୍ଗାରେ ରହିଛନ୍ତି ୪୦ ଯାତ୍ରୀ । ଜହ୍ନିକୁଦାରୁ ସାତପଡ଼ା ଯିବା ବେଳେ ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିବାରୁ ଏହିପରି ଅଘଟଣ ହୋଇଥିବା ସୂଚନା ମିଳିଛି ।
ମାଡ଼ି ଆସୁଛି ବାତ୍ୟା : ଭସା ପୋଲ ସେବାକୁ ବନ୍ଦ କଲା ପ୍ରଶାସନ, ଡଙ୍ଗାରେ ପାର ହେଉଛନ୍ତି ଲୋକେ