ଚୀନରେ ପୁଣି ହାହାକାର । ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ ।
ଅରୁଣାଚଳ ତଓ୍ୱାଙ୍ଗ ସୀମା ନିର୍ଦ୍ଦିଷ୍ଟ ନଥିବାରୁ ସମସ୍ୟା , କେଉଁ ଅଞ୍ଚଳ କାହାର, ତାକୁ ନେଇ ରହିଛି ଦ୍ୱନ୍ଦ୍ୱ ।
AIIMS ସର୍ଭର ଆଟାକ୍ ଚୀନ୍ ଦ୍ୱାରା କରାଯାଇଥିବା ସରକାରୀ ସୂତ୍ରରୁ ସ୍ପଷ୍ଟ ହୋଇଛି । ୫ଟି ସର୍ଭରରୁ ସରକ୍ଷିତ ଭାବେ ଡାଟା ରିଷ୍ଟୋର କରାଯାଇଛି ।
ସଂସଦ ବାହାରେ ପ୍ରତିକ୍ରିୟା ଦେଲେ ଗୃହମନ୍ତ୍ରୀ ଅମିତ ଶାହା
ଚୀନ ଦ୍ୱାରା ବାୟୁସୀମା ଉଲ୍ଲଂଘନ ଆଶଙ୍କା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି ।
ଗୋଟିଏ ପଟେ ଗଲୱାନ୍ ଘାଟିରେ ଚୀନ୍ ଓ ଭାରତ ମଧ୍ୟରେ ହୋଇଥିବା ତୁ ତୁ ମେଁ ମେଁ, ଏଯାଏଁ ସମାଧାନ ହୋଇନଥିବା ବେଳେ, ଏବେ ଆସାମ ସୀମାରେ ଚୀନର ଏଭଳି ଆଚରଣ ନାନା ପ୍ରଶ୍ନ ସୃଷ୍ଟି କରୁଛି ।
ଲଗାତର ତୃତୀୟ ଦିନ ପାଇଁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ପାର୍ କରିଛି । ମଙ୍ଗଳବାର ଚୀନରେ ଚିହ୍ନଟ ହୋଇଛନ୍ତି ୩୫ ହଜାର ୧୮୩ ନୂଆ ଆକ୍ରାନ୍ତ ।
LACରୁ ସେନା ହଟାଇନି ଚୀନ, ‘ସ୍ଥିତି ଶାନ୍ତ ଥିଲେ ମଧ୍ୟ ଅପ୍ରତ୍ୟାଶିତ’ : ସ୍ଥଳସେନା ମୁଖ୍ୟ
ଲକଡାଉନ୍ ଭୟରେ କର୍ମଚାରୀମାନେ କମ୍ପାନୀର ସବୁଠୁ ବଡ ଆସେମ୍ବଲି ସାଇଟ୍କୁ ଭାଙ୍ଗି ଦେଇଛନ୍ତି।
ସ୍କୁଲ ବହିରେ କାର୍ଟୁନକୁ ନେଇ ମାତ୍ରାଧିକ ଉତ୍କ୍ଷିପ୍ତ ଚୀନ୍ ସରକାର। ଏହି ଖବର ପ୍ରଚାରିତ ହେବା ପରେ ରାଷ୍ଟ୍ରପତି ସି ଜିନ୍ପିଙ୍ଗ୍ ଉପରେ ଏବେ ସମଗ୍ର ବିଶ୍ୱ ହସୁଛି। ଛପା ଯାଇଥିବା କାର୍ଟୁନ୍କୁ ନେଇ ଚୀନ୍ ସରକାର ଏତେ ମାତ୍ରାରେ ବ୍ୟସ୍ତ ବିବ୍ରତ ହେବାର କାରଣ କ’ଣ ଜାଣିବା ପାଇଁ ପଢନ୍ତୁ।
ସାମ୍ନାକୁ ଆସିଲା ଚୀନର ଆଉ ଏକ ସାଂଘାତିକ ଠକେଇ। ଭାରତୀୟ ଯୁବକଙ୍କ ଚାକିରୀ ନାଁରେ କିପରି ଶୋଷଣ କରୁଛି ତାହାର ଲୋମଟାଙ୍କୁରା କାହାଣୀ ଏବେ ପଦାକୁ ଆସିଛି। ଦାଦନ ଶ୍ରମିକଙ୍କ ପରି ନିର୍ଯାତନା ଦେଇ ଦେଶଦ୍ରୋହ କାମରେ ଲଗାଉଛି। ଭାରତୀୟ ଯୁବଗୋଷ୍ଠୀଙ୍କୁ ପ୍ରଲୋଭନ ଦେଖାଇ ଫସାଇବା ପାଇଁ ଚୀନର ଏକ ରାକେଟ କାମ କରୁଛି। ଏହି ରାକେଟ ବିଭିନ୍ନ ଦେଶରେ ବୁଲୁଛନ୍ତି। ଚାକିରୀ ନାଁରେ ଏମାନେ ବେକାର ଭାରତୀୟ ଯୁବକଙ୍କୁ ଏକ ପ୍ରକାର ବନ୍ଧକ ରଖୁଛନ୍ତି। ଏମାନଙ୍କ କବଳରୁ ଖସି ଆସିଥିବା ଜଣେ ଯୁବକ ବଖାଣିଛନ୍ତି ନିଜର ଅଙ୍ଗେନିଭା କାହାଣୀ ।
ଟଏଲେଟ୍ର କିଛି ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବା ପରେ ସମ୍ପୃକ୍ତ କମ୍ପାନୀର ବସ୍ଙ୍କ ସର୍ମ୍ପକରେ ବିଭିନ୍ନ ପ୍ରକାରର ଆଲୋଚନା ଆରମ୍ଭ ହୋଇଯାଇଛି। କମ୍ପାନୀର ବସ୍ଙ୍କ ଏଭଳି ନିଷ୍ପତ୍ତି ପଛରେ ମଧ୍ୟ ଏକ କାରଣ ରହିଛି।
ଦିନକୁ ଦିନ ବିଗୁଡୁଛି ଚୀନ-ତାଇବାନ ସ୍ଥିତି। ଦୁଇ ଦେଶ ମଧ୍ୟରେ ପରିସ୍ଥିତ ଉତ୍ତେଜନାପୂର୍ଣ୍ଣ ଥିବାବେଳେ ଆମେରିକା ରାଷ୍ଟ୍ରପତିଙ୍କ ଚେତାବନୀ ଯେମିତି ନିଆଁ ଲଗାଇ ଦେଇଛି। ରବିବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏକ ସାକ୍ଷାତକାରରେ କହିଛନ୍ତି, ଯଦି ଚୀନ ତାଇବାନ ଉପରେ ଆକ୍ରମଣ କରେ ତେବେ ଆମେରିକା ସେନା ତାଇବାନକୁ ସୁରକ୍ଷା ଯୋଗାଇବେ।
ଆଉ ଦିନକ ପରେ ଅର୍ଥାତ୍ ୧୯ ତାରିଖ ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। । ପାର୍ଲାମେଣ୍ଟ କମ୍ପ୍ଲେକ୍ସର ୱେଷ୍ଟମିନିଷ୍ଟର ହଲରେ ଥିବା ରାଣୀ ଏଲିଜାବେଥଙ୍କ ଶେଷ ଦର୍ଶନ ପାଇଁ ଭିଡି ଜମିଛି। ବହୁ ବହୁ ବଡ ବଡ ନେତୃତ୍ୱ ମହାରାଣୀଙ୍କ ଦର୍ଶନ ପାଇଁ ଆମନ୍ତ୍ରିତ ହୋଇ ଆସୁଛନ୍ତି। ହେଲେ ଏହି ଦର୍ଶନ ପାଇଁ ଚୀକୁ ଆମନ୍ତ୍ରଣ କରାଯାଇ ନାହିଁ ।
ଆମେରିକା କଂଗ୍ରେସ ବାଚସ୍ପତି ନାନସି ପେଲୋସିଙ୍କ ଗସ୍ତ ପରେ ଚୀନ୍ ତାଇଓ୍ୱାନ୍ ଚାରିପଟେ ୬ଟି ସ୍ଥାନରେ ଚଳାଇଥିବା ବିଶାଳ ସମରାଭ୍ୟାସ ଶେଷ ହୋଇଛି।
ନାନସି ଚୀନ୍ର ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ କରିବା ସହ ଦେଶର ସର୍ବଭୌମତ୍ୱ ଏବଂ ଆଞ୍ଚଳିକ ଅଖଣ୍ଡତା ପ୍ରତି ବିପଦ ସୃଷ୍ଟି କରିଥିବା ବେଜିଂ ଅଭିଯୋଗ କରିଛି।
ନୌସେନା ଜାହାଜରୁ ସମୁଦ୍ର ଭିତରକୁ ଘନ ଘନ କ୍ଷେପଣାସ୍ତ୍ର ବି ମାଡ କରୁଛି ଡ୍ରାଗନ୍ ସେନା ଅଦ୍ୟାବଧି ତାଇଓ୍ୱାନ୍। ଚାରିପାଖେ ୬ଟି ସ୍ଥାନରେ ଚାଲିଛି ଚୀନର ସମରାଭ୍ୟାସ।
ଚୀନ୍ର ଚେତାବନୀ ସତ୍ତ୍ୱେ ତାଇପାଇରେ ପହଞ୍ଚିଲେ ଆମେରିକା ସିନେଟ୍ର ବାଚସ୍ପତି । ନିଆଁରେ ଘିଅ ଢାଲିବା ସଦୃଶ କାମ କରୁଛି ଆମେରିକା ବୋଲି କହିଲା ଚୀନ୍ ।
ସଦ୍ୟତମ ସୂଚନା ଅନୁସାରେ ଚୀନ୍ J-20 ମୁତୟନ କରିଥିବା ସ୍ପଷ୍ଟ ହୋଇଛି
ଲଦାଖରେ ଶାନ୍ତି ଫେରାଇ ଆଣିବା ଲାଗି ପ୍ରତିରକ୍ଷା ଓ କୂଟନୀତି ସ୍ତରୀୟ ଆଲୋଚନା ଜାରି ରହିଥିବା ବେଳେ ଏଯାଏଁ ସଂପୂର୍ଣ୍ଣ ସ୍ୱାଭାବିକ ହୋଇନି ସ୍ଥିତି । ଏବେବି କିଛି ସ୍ଥାନରେ ମୁହାଁମୁହିଁ ଛିଡ଼ା ହୋଇଛନ୍ତି ଭାରତ-ଚୀନ୍ ସେନା
ତାଇଓ୍ୱାନ୍ ପ୍ରସଙ୍ଗରେ ବେଜିଂକୁ ବାଇଡେନଙ୍କ ଖୋଲା ଚେତାବନୀ । ଚୀନ୍ ବଳପ୍ରୟୋଗ କଲେ ଆମେରିକା ହସ୍ତକ୍ଷେପ ଲାଗି ବାଧ୍ୟ ହେବ ବୋଲି ସ୍ପଷ୍ଟ କରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍।
ଲଗାତାର ଦୁଇଦୁଇ ଥର ରାଷ୍ଟ୍ରପତି ହେବା ପରେ ପୁଣି ତୃତୀୟ ଥର ଲାଗି ରାଷ୍ଟ୍ରପତି ହେବେ କି ଜିନପିଙ୍ଗ୍? ନା ଏଥର ନୂଆ ରାଷ୍ଟ୍ରପତି ପାଇବ ଚାଇନା?