ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ ଖୁବଶୀଘ୍ର ଫେରିପାଇବେ ଟଙ୍କା । ଏହି ଟଙ୍କା ଫେରସ୍ତ ନେଇ ସରକାର ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି । ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଚିଟଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଫାଷ୍ଟ କମ୍ ଫାଷ୍ଟ ସର୍ଭ ଆଧାରରେ ଟଙ୍କା ଫେରାଇବାକୁ କହିଲେ ଅଦାଲତ। ଚିହ୍ନଟ ଜମାକାରୀଙ୍କୁ ଯାଞ୍ଚ କରି ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।