ଖ୍ରୀଷ୍ଟ କଲେଜ ଛାତ୍ରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । କେହି ହତ୍ୟା କରି ପୋଡି ଦେଇଥିବା ବଡ ଅଭିଯୋଗ ଆଣିଲେ ମୃତକଙ୍କ ବାପା ।
ବହୁଚର୍ଚ୍ଚିତ ଖ୍ରୀଷ୍ଟ କଲେଜ ଛାତ୍ର ତୁଷାରକାନ୍ତ ସାହୁ ମୃତ୍ୟୁ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ଜଗତପୁର ଥାନା ପୋଲିସ। ତୁଷାରଙ୍କୁ ଆତ୍ମହତ୍ୟା କରିବାକୁ ପ୍ରବର୍ତ୍ତାଇବାର ପ୍ରମାଣ ମିଳିବା ପରେ ଦିବ୍ୟରଞ୍ଜନ ବେହେରା ଓ କୌଶଲ ପ୍ରଧାନଙ୍କୁ ଗିରଫ କରାଯାଇଥିଲା।