ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କୋଶ୍ଚିନ୍ ବ୍ୟାଙ୍କ ପ୍ରସ୍ତୁତ କରିଛି। ଯାହାକି ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପ୍ରସ୍ତୁତିରେ ସହାୟତା କରିବ।
ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପ୍ରକାଶ କରିଛି କୋଶ୍ଚିନ ବ୍ୟାଙ୍କ।
ଉପାନ୍ତ ଅଞ୍ଚଳରେ କଲେଜ ସଂଖ୍ୟା କମ୍ ଥିବାରୁ ଘର ପାଖ କଲେଜରେ ଆଡମିଶନ୍ ମିଳୁନି । ଫଳରେ କାହା ପାଠରେ ଡୋରି ବନ୍ଧା ହେବାକୁ ଯାଉଛି ତ ଆଉ କେଉଁ ଅଭିଭାବକ ଖର୍ଚ୍ଚାନ୍ତ ହୋଇ ଦୂର କଲେଜରେ ପିଲାଙ୍କ ନାମ ଲେଖାଉଛନ୍ତି ।
ଉପାନ୍ତ ଅଞ୍ଚଳରେ କଲେଜ ସଂଖ୍ୟା କମ୍ ଥିବାରୁ ଘର ପାଖ କଲେଜରେ ଆଡମିଶନ୍ ମିଳୁନି । ଫଳରେ କାହା ପାଠରେ ଡୋରି ବନ୍ଧା ହେବାକୁ ଯାଉଛି ତ ଆଉ କେଉଁ ଅଭିଭାବକ ଖର୍ଚ୍ଚାନ୍ତ ହୋଇ ଦୂର କଲେଜରେ ପିଲାଙ୍କ ନାମ ଲେଖାଉଛନ୍ତି ।
ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ ।
ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ରେଜଲ୍ଟ । ଏଥର ପାସ୍ ହାର ରହିଛି ୭୮.୮୮ ପ୍ରତିଶତ । ଯାହା ଗତବର୍ଷଠାରୁ ପାଖାପାଖି ୪ ପ୍ରତିଶତ କମ୍ । ଏଥସହ ମାତ୍ର ୨୪ ଜଣ ୯୦ ପ୍ରତିଶତ ଉପରେ ମାର୍କ ରଖିଛନ୍ତି ।
ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟର ସପ୍ତାହେ ପରେ ପ୍ରକାଶ ପାଇଲା ଆର୍ଟସ ରେଜଲ୍ଟ । ଏଥର କଳାରେ ପାସ୍ ହାର ରହିଛି ୭୮.୮୮ ପ୍ରତିଶତ ।
କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ । www.chseresults.nic.inରେ ଜାଣି ହେବ ରେଜଲ୍ଟ ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଦିଆଯାଇଥିବା ୱେବସାଇଟ orissaresults.nic.inରେ ରେଜଲ୍ଟ ଦୀର୍ଘ ସମୟ ଯାଏଁ ଉପଲବ୍ଧ ନହେବାରୁ ପରୀକ୍ଷାର୍ଥୀଙ୍କ ଚିନ୍ତା ବଢିଯାଇଥିଲା
ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ସେକେଣ୍ଡ କ୍ଲାସ ହେବାରୁ ଜୀବନ ହାରିଦେବାର ନିଷ୍ପତ୍ତି ନେଇଥିଲେ।
ମେ’ ୭ ରେ ଖାତା ଦେଖା ସରିବା ପରେ ଆରମ୍ଭ ହେବ ଟେବୁଲେସନ । ମେ’ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ଚଳିତ ଥର ୬୫ ଟି ଅଫଲାଇନ ସେଣ୍ଟର ଓ ୩୯ଟି ଅନଲାଇନ ସେଣ୍ଟରରେ ଖାତା ଦେଖା ହେବ । ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ମୂଲ୍ୟାୟନ ହେବ ବେଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।
ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ, ୨୩ରୁ ମେ' ୭ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ହେବ ।
ଆଜିଠାରୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ଏଥର ପ୍ରାୟ ସାଢ଼େ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।
ମୁଣ୍ଡ ଉପରେ ପରୀକ୍ଷା । ହେଲେ ଆନ୍ଦୋଳନରେ ପରୀକ୍ଷକ । ଦାବି ପୂରଣ ନହେଲେ ପରୀକ୍ଷା ବର୍ଜନର ଧମକ । ଏବେ କେମିତି ହେବ ପରୀକ୍ଷା ପରିଚାଳନା ? ଅକଳରେ ଗଣଶିକ୍ଷା ବିଭାଗ । ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ହେଲେ ଯେଉଁ ମାନେ ପରୀକ୍ଷା ପରିଚାଳନା କରିବେ ସେହି ଅଧ୍ୟାପକମାନେ ଏବେ ଭୁବନେଶ୍ୱର ମହାତ୍ମାଗାନ୍ଧି ମାର୍ଗରେ ।
ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା । ସକାଳ ୯ଟାରୁ ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ଏହି ପରୀକ୍ଷା ।
ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଯୁକ୍ତ ଦୁଇ ପରୀକ୍ଷା ବାତିଲ୍ ଦାବିରେ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରେ ଛାତ୍ରଛାତ୍ରୀ ବିକ୍ଷୋଭ କରିଛନ୍ତି। କରୋନା କାଳରେ ପାଠପଢ଼ା ସମ୍ପୂର୍ଣ୍ଣ ହୋଇନଥିବାରୁ ପରୀକ୍ଷା ବାତିଲ୍ କରିବାକୁ ଛାତ୍ରଛାତ୍ରୀମାନେ ଦାବି କରି ଆସୁଛନ୍ତି।
ଗତ ୨୭ ତାରିଖରେ ପରୀକ୍ଷା ବାତିଲ ଦାବିରେ କିଛି ଯୁକ୍ତ ଦୁଇ ଛାତ୍ରଛାତ୍ରୀ ରାଜଧାନୀରେ ଆନ୍ଦୋଳନ କରିଥିଲେ।
ଯଦି ଅନଲାଇନ୍ ପାଠପଢା ହେଉଛି, ତାହାହେଲେ ପରୀକ୍ଷା ବି ଅନଲାଇନ୍ କରାଯାଉ।