• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Chse

+2 exam
Odisha Plus-2 Exam: ବଦଳିବ +2 ପରୀକ୍ଷା ଢାଞ୍ଚା; ନୂଆ ଫର୍ମାଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଫର୍ମପୂରଣ ପ୍ରକ୍ରିୟା ଶେଷ ହୋଇଛି। ଫର୍ମ ପୂରଣ ତଥ୍ୟ ଯାଞ୍ଚ ଲାଗି କାଉନସିଲ୍ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Plus 2 Admission
ଆଜିଠୁ + ୨ ନାମଲେଖା..ଜାଣନ୍ତୁ ଆବେଦନର ଶେଷ ତାରିଖ

ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି।

CHSE Odisha 12th Result
ପ୍ରକାଶ ପାଇଲା CHSE ଦ୍ୱାଦଶ ରେଜଲ୍ଟ, ଏଥର ବି ବାଜି ମାରିଲେ ଛାତ୍ରୀ

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ । ଏକ ସଙ୍ଗେ ବାହାରିଲା କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି । କଳାରେ ପାସ୍‌ ହାର ରହିଛି ୮୦.୯୫ ପ୍ରତିଶତ । ସେହିପରି  ବିଜ୍ଞାନରେ ପାସ୍‌ ହାର ୮୬.୯୩ ପ୍ରତିଶତ ରହିଛି ।

Plus 2 Results
ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ +2 ରେଜଲ୍ଟ

ଦ୍ୱାଦଶ ରେଜଲ୍ଟ ବାହାରିବା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି।

+2 Evaluation
ଆଜିଠୁ +2 ଖାତା ମୂଲ୍ୟାୟନ; ଗୋଟିଏ ଦିନରେ ରେଜଲ୍ଟ ପ୍ରକାଶ ଲକ୍ଷ୍ୟ

ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ସେଥିରୁ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ରହିଥିବା ବେଳେ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି ।

CHSE
ଯୁକ୍ତ ଦୁଇ ଫିଜିକ୍ସ ପ୍ରଶ୍ନପତ୍ରରେ ତ୍ରୁଟି ମାନିଲା CHSE

ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ବୁଲେଇ ବଙ୍କେଇ ସ୍ୱୀକାର । ଚଏସ୍ ଡେଫିସିଟ୍ ଥିବା ପ୍ରଶ୍ନ ଆଟେଣ୍ଡ କରିଥିଲେ ମିଳିବ ଗ୍ରେସ୍ ମାର୍କ ।

CHSE
ଯୁକ୍ତ ଦୁଇ ଫିଜିକ୍ସ ପ୍ରଶ୍ନପତ୍ରରେ ତ୍ରୁଟି ମାନିଲା CHSE, ମିଳିପାରେ ଗ୍ରେସ୍‌ ମାର୍କ

ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ବୁଲେଇ ବଙ୍କେଇ ସ୍ୱୀକାର । ଚଏସ୍ ଡେଫିସିଟ୍ ଥିବା ପ୍ରଶ୍ନ ଆଟେଣ୍ଡ କରିଥିଲେ ମିଳିବ ଗ୍ରେସ୍ ମାର୍କ ।

Exam
ଯୁକ୍ତ ଦୁଇ ପରୀକ୍ଷାରେ ସାଂଘାତିକ ତ୍ରୁଟି...କର୍ତ୍ତୃପକ୍ଷ କହିଲେ ମିଳିବ ଗ୍ରେସ ମାର୍କ

ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଲେ କର୍ତ୍ତୃପକ୍ଷ ।

Digital Nua O
ବିଜେଡି ଫୋକସ୍‌ରେ କଲେଜ୍‌ ଷ୍ଟୁଡେଣ୍ଟ ! ରିଲ୍ସ କରିବେ ପିଲା, ଟଙ୍କା ଦେବେ ସରକାର

ଏଥର ଡିଜିଟାଲ ନୂଆ-ଓ । ପିଲା କରିବେ ରିଲ୍ସ ସହ ଆକର୍ଷଣୀୟ ଭିଡ଼ିଓ । ଥିମ୍ ରହିବ ଆମ ଓଡ଼ିଶା ନବୀନ ଓଡ଼ିଶା ଏବଂ ଓଡ଼ିଶା ରୂପାନ୍ତରୀକରଣ ।

IAS Coaching
ଏଣିକି କଲେଜରୁ ମିଳିବ IAS କୋଚିଂ; ସିଭିଲ୍ ସର୍ଭିସରେ ଓଡ଼ିଆଙ୍କ ସଫଳତା ବୃଦ୍ଧି ପାଇଁ ଷ୍ଟ୍ରାଟେଜି

ଡିଗ୍ରୀ କଲେଜ ଓ ୟୁନିଭରସିଟିରେ ଦିଆଯିବ ସିଭିଲ ସର୍ଭିସ୍ କୋଚିଂ । ଶିକ୍ଷାନୁଷ୍ଠାନର ନିଜସ୍ୱ ଅର୍ଥରେ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

CHSE
ସ୍ୱଚ୍ଛ ହେବ Plus 2 ପରୀକ୍ଷା; ଏକଜାମ୍ ସେଣ୍ଟର, ହଲ୍ ଓ କ୍ୱେଶ୍ଚିନ୍ ହବ୍‌ର ହେବ ଲାଇଭ ଷ୍ଟ୍ରିମିଂ

ଆହୁରି ସ୍ୱଚ୍ଛ ହେବ ପ୍ଲସ ଟୁ ପରୀକ୍ଷା । ସିଏଚଏସଇ ଆପଣାଇବ ନୂଆ ପଦକ୍ଷେପ । ଲାଇଭ୍ ଷ୍ଟ୍ରିମିଂ ହେବ ଏକଜାମ୍ ହଲ୍‌ର ଟିକନିଖ୍ ଦୃଶ୍ୟ ।

Odisha CHSE Launches Question Bank For Class 12 Students
ଦ୍ୱାଦଶ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର: କୋଶ୍ଚିନ୍ ବ୍ୟାଙ୍କ ପ୍ରସ୍ତୁତ କଲା CHSE

ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କୋଶ୍ଚିନ୍ ବ୍ୟାଙ୍କ ପ୍ରସ୍ତୁତ କରିଛି। ଯାହାକି ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପ୍ରସ୍ତୁତିରେ ସହାୟତା କରିବ।

Plus 2 Exam
ଯୁକ୍ତ ୨ ପରୀକ୍ଷା ପାଇଁ କୋଶ୍ଚିନ୍ ବ୍ୟାଙ୍କ ପ୍ରକାଶ କଲା CHSE

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପ୍ରକାଶ କରିଛି କୋଶ୍ଚିନ ବ୍ୟାଙ୍କ।

PLus 2 Science Syllabus
ବଦଳିଲା +୨ ବିଜ୍ଞାନର ସିଲାବସ ଆଉ ପରୀକ୍ଷା ପ୍ରଣାଳୀ

୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲାବସ ଅନୁଯାୟୀ ହେବ ।

Plus 2 Admission
+୨ ନାମଲେଖା ଆରମ୍ଭ; ସାମସ ପୋର୍ଟାଲରେ ସମସ୍ୟାରୁ ଆଡମିଶନରେ ବାଧା

ଉପାନ୍ତ ଅଞ୍ଚଳରେ କଲେଜ ସଂଖ୍ୟା କମ୍ ଥିବାରୁ ଘର ପାଖ କଲେଜରେ ଆଡମିଶନ୍ ମିଳୁନି । ଫଳରେ କାହା ପାଠରେ ଡୋରି ବନ୍ଧା ହେବାକୁ ଯାଉଛି ତ ଆଉ କେଉଁ ଅଭିଭାବକ ଖର୍ଚ୍ଚାନ୍ତ ହୋଇ ଦୂର କଲେଜରେ ପିଲାଙ୍କ ନାମ ଲେଖାଉଛନ୍ତି ।

Plus 2 Admission
+୨ ନାମଲେଖା ଆରମ୍ଭ; ସାମସ ପୋର୍ଟାଲରେ ସମସ୍ୟାରୁ ଆଡମିଶନରେ ବାଧା

ଉପାନ୍ତ ଅଞ୍ଚଳରେ କଲେଜ ସଂଖ୍ୟା କମ୍ ଥିବାରୁ ଘର ପାଖ କଲେଜରେ ଆଡମିଶନ୍ ମିଳୁନି । ଫଳରେ କାହା ପାଠରେ ଡୋରି ବନ୍ଧା ହେବାକୁ ଯାଉଛି ତ ଆଉ କେଉଁ ଅଭିଭାବକ ଖର୍ଚ୍ଚାନ୍ତ ହୋଇ ଦୂର କଲେଜରେ ପିଲାଙ୍କ ନାମ ଲେଖାଉଛନ୍ତି ।

Plus 2 Admission
ଆଜିଠୁ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା

ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ ।

Plus II Arts Results
ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ରେଜଲ୍ଟ

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ରେଜଲ୍ଟ । ଏଥର ପାସ୍ ହାର ରହିଛି ୭୮.୮୮ ପ୍ରତିଶତ । ଯାହା ଗତବର୍ଷଠାରୁ ପାଖାପାଖି ୪ ପ୍ରତିଶତ କମ୍ । ଏଥସହ ମାତ୍ର ୨୪ ଜଣ ୯୦ ପ୍ରତିଶତ ଉପରେ ମାର୍କ ରଖିଛନ୍ତି ।

Plus II Arts Results
Plus 2 ବିଜ୍ଞାନ ଓ ବାଣିଜ୍ୟ ପରେ ପ୍ରକାଶ ପାଇଲା କଳା ରେଜଲ୍ଟ; ଏଥର ବି ଝିଅ ଆଗରେ

ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟର ସପ୍ତାହେ ପରେ ପ୍ରକାଶ ପାଇଲା ଆର୍ଟସ ରେଜଲ୍ଟ ।  ଏଥର କଳାରେ ପାସ୍ ହାର ରହିଛି ୭୮.୮୮ ପ୍ରତିଶତ ।

plus two arts result
ପ୍ରକାଶ ପାଇଲା ଯୁକ୍ତ ୨ କଳା ରେଜଲ୍ଟ

ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

Plus II Arts Results
ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ

କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ । www.chseresults.nic.inରେ ଜାଣି ହେବ ରେଜଲ୍ଟ ।

CHSE result
ବିବାଦ ଓ ବିଭ୍ରାଟ ଭିତରେ ଆସିଲା ଯୁକ୍ତ ଦୁଇ ଫଳ,୨ ଘଣ୍ଟା ପରେ ବି ୱେବସାଇଟରେ ମିଳିଲାନି ରେଜଲ୍ଟ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଦିଆଯାଇଥିବା ୱେବସାଇଟ orissaresults.nic.inରେ ରେଜଲ୍ଟ ଦୀର୍ଘ ସମୟ ଯାଏଁ ଉପଲବ୍ଧ ନହେବାରୁ ପରୀକ୍ଷାର୍ଥୀଙ୍କ ଚିନ୍ତା ବଢିଯାଇଥିଲା

students attempt to kill selves after not scoring expected marks
+2 ପରୀକ୍ଷାରେ ଫାଷ୍ଟ୍ କ୍ଲାସ୍‌ ନପାଇବାରୁ ୩ ମହଲା କୋଠାରୁ ଡେଇଁଲେ ଛାତ୍ରୀ

ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ସେକେଣ୍ଡ କ୍ଲାସ ହେବାରୁ ଜୀବନ ହାରିଦେବାର ନିଷ୍ପତ୍ତି ନେଇଥିଲେ।

Odisha Plus 2 Results
କାଲି ପ୍ରକାଶ ପାଇବ +୨ ରେଜଲ୍ଟ

ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ।

CHSE
ମେ’ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଏନେଇ CHSE ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଦେଇଛନ୍ତି।